ବାଲେଶ୍ୱରରେ ‘ବୁଲ୍‌ବୁଲ୍‌’ର ପ୍ରଭାବ : ବର୍ଷା ପବନ ଆରମ୍ଭ

ବାଲେଶ୍ୱର ଅଫିସ,୮।୧୧: ବାଲେଶ୍ୱର ଜିଲାରେ ସାମୁଦ୍ରିକ ବାତ୍ୟା ‘ବୁଲ୍‌ବୁଲ୍‌’ର ପ୍ରଭାବ ଦେଖିବାକୁ ମିଳିଛି। ଶୁକ୍ରବାର ପୂର୍ବାହ୍ନରେ ମୃଦୁ ପବନ ବହିବା ସହିତ ମଧ୍ୟାହ୍ନରେ ବର୍ଷା ଆରମ୍ଭ ହୋଇଯାଇଛି। ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ବିଡିଓ ଏବଂ ତହସିଲଦାରଙ୍କ ସହ ଆଲୋଚନା ଜାରି ରହିଛି। ପାଣିପାଗର ପୂର୍ବାନୁମାନ ସୂଚନା ଅନୁସାରେ ଜିଲାରେ ୩୫ରୁ ୪୦ କିମି ବେଗରେ ପବନ ବହିବ। ସମୁଦ୍ର ଉପକୂଳ ବ୍ଲକ ଜଳେଶ୍ୱର, ଭୋଗରାଇ, ସଦର ବାହାନଗା, ସୋର ଅଞ୍ଚଳବାସୀ ସତର୍କ ରହିବାକୁ ଜରୁରିକାଳୀନ ଅଧିକାରୀ ଅଭୟ ନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୌରିକ ଯୁବ ମହୋତ୍ସବ ପ୍ରସ୍ତୁତି ବୈଠକ

କାଳିଆପାଣି,୫ା୧୨(ଡି.ଏନ୍‌.ଏ.): କାଳିଆପାଣିସ୍ଥିତ ଖଣି ନିଗମ ଅତିଥିଶାଳାରେ ବୁଧବାର ୫ମ ବାର୍ଷିକ ସୌରିକ ଯୁବ ମହୋତ୍ସବ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସୁକିନ୍ଦା ବିଧାୟକ...

ପରୀ ପରିବାରକୁ ନ୍ୟାୟ ପାଇଁ ପଦଯାତ୍ରା କରିବ ଭାଜପା

ଦେବଗଡ଼,୧୭ା୧୨(ଡି.ଏନ.ଏ)-ପରୀ ଓ ତା’ର ବାପା ମା’ଙ୍କୁ ନ୍ୟାୟ ଦେବାପାଇଁ ଭାଜପା ବଦ୍ଧ ପରିକର ା ଏଣୁ ଏଥିପାଇଁ ଭାଜପା ପକ୍ଷରୁ ରାଜ୍ୟର ସମସ୍ତ ବିଧାନସଭା କ୍ଷେତ୍ରରେ...

ପ୍ରି-ବିଡିଂ ବୈଠକ ହୋଇନି

ଅନୁଗୋଳ ଅଫିସ, ୧୭ା୮ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ପକ୍ଷରୁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ମାନବ ସମ୍ବଳ କାର୍ଯ୍ୟ ପାଇଁ କରାଯାଇଥିବା ପେପର ଟେଣ୍ଡରରେ କୌଣସି...

ଚା’ ପିଇଲା ବେଳେ ଚାଲିଗଲା ଜୀବନ

ନିରାକାରପୁର,୮।୯(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ ନୂଆଗଡ଼ ପଚାୟତ ହରିପୁର ଗ୍ରାମରେ ଗୁରୁବାର ବଜ୍ରାଘାତରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଉକ୍ତ ମହିଳା ଜଣଙ୍କ...

୨ ଘଣ୍ଟା ବିଳମ୍ବରେ ହେଲା ଅବକାଶ ନୀତି

ବାରିପଦା ଅଫିସ,୫।୬- ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଶ୍ରୀଶ୍ରୀ ହରିବଳଦେବ ଜୀଉ ମହାପ୍ରଭୁଙ୍କ ମନ୍ଦିରରେ ଶୁକ୍ରବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ନୀତିକାନ୍ତି...

କୁନି ଝୁମର ଶିଳ୍ପୀ ମୋହିତଙ୍କୁ ନେଇ ଚର୍ଚ୍ଚା

ଚମ୍ପୁଆ, ୯।୬(ଡି.ଏନ.ଏ.)-ସାମ୍ପ୍ରତିକ ପରିସ୍ଥିତିରେ ଜନ ସାଧାରଣଙ୍କ ମନୋରଞ୍ଜନ ପାଇଁ ବେଶ ଖରାକ ଯୋଗାଉଛି ଝୁମର ସଙ୍ଗୀତ। କୁରୁମାଲି ଭାଷାରେ ଏହି ସଙ୍ଗୀତ କୁଡୁମି ସମ୍ପ୍ରଦାୟର ପ୍ରମୁଖତା...

ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ

ବାରିପଦା ଅଫିସ,୧ା୧୧: ସୋମବାରଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଛି ଶିମିଳିପାଳ ଅଭୟାରଣ୍ୟ। ପର୍ଯ୍ୟଟକମାନେ ସକାଳ ୬ରୁ ୯ଟା ମଧ୍ୟରେ ନିଜ ଗାଡ଼ି ଏବଂ ନାଁ ଠିକଣା ଗେଟ୍‌ରେ...

କୃଷକ ସଭାର ଗଣଧାରଣା

ଛତ୍ରପୁର,୮ା୬(ଡି.ଏନ୍‌.ଏ.)- ବିଭିନ୍ନ ଦାବି ନେଇ ଓଡିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଶୁକ୍ରବାର ଛତ୍ରପୁର ସ୍ଥିତ ଉପଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗଣ ଧାରଣା...

Advertisement
Archives

Model This Week