ବାଲେଶ୍ୱରରେ ୧୧ ଜିଲା ପରିଷଦ ଆସନ ହାତେଇନେଲା ବିଜେଡି, ଭାଜପାର ହାତରେ ୨

ବାଲେଶ୍ୱର ଅଫିସ,୨୭।୨: ବାଲେଶ୍ୱର ଜିଲାର ପ୍ରଥମ ପର୍ଯ୍ୟାୟରେ ୧୩ ଜିଲା ପରିଷଦ ଜୋନ୍‌ର ଭୋଟ ଗଣତି ହୋଇଥିଲା । ଏହି ଭୋଟ ଗଣତି ରାତି ପର୍ଯ୍ୟନ୍ତ ଚାଲିଥିଲା । ଗଣତି ପରେ ଏହାର ଫଳାଫଳ ବିଧିବଦ୍ଧ ଭାବେ ଘୋଷଣା କରାଯାଇଛି । ଏଥିମଧ୍ୟରେ ବିଜେଡି ୧୧ ଜିଲାପରିଷଦ ଆସନ ହାତେଇ ନେଇଥିବା ବେଳେ ୨ଟି ଜୋନ୍‌ରେ ଭାଜପା ପ୍ରାର୍ଥୀ ବିଜୟୀ ହୋଇଛନ୍ତି।

ଔପଦା-୧: ମୁନି ସିଂ(ବିଜେଡି)

ଜଳେଶ୍ୱର-୭: ତୁଳସୀ କିସ୍କୁ(ବିଜେଡି)

ନୀଳଗିରି-୧୧: ସୁବର୍ଣ୍ଣମଞ୍ଜରୀ ସିଂ(ବିଜେଡି)

ବସ୍ତା-୧୪: ବିଷ୍ଣୁପ୍ରିୟା ବୁଗୁ (ବିଜେଡି)

ବାହାନଗା-୧୮: ନୀଳାମ୍ବର ମହାଳିକ(ବିଜେଡି)

ବାଲିଆପାଳ-୨୧: କାଞ୍ଚନ ଜେନା(ବିଜେଡି)

ଭୋଗରାଇ-୩୦: ଗିରୀଶ କୁମାର ଦତ୍ତ(ବିଜେଡି)

ଭୋଗରାଇ-୩୧: ଦମୟନ୍ତୀ ସାହୁ(ବିଜେଡି)

ରେମୁଣା-୩୯: ଅଭିମନ୍ୟୁ ଧିନ୍ଦା(ବିଜେଡି)

ସିମୁଳିଆ-୪୦: କ୍ଷିତିଶ କୁମାର ମହାନ୍ତି(ବିଜେଡି)

ସୋର-୪୩: ରେବତୀ ନାୟକ(ବିଜେଡି)

ଖଇରା-୩: ଗଜେନ୍ଦ୍ର ପ୍ରସାଦ ଦାସ(ଭାଜପା)

ବାଲେଶ୍ୱର-୨୫: ଗୟାଧର ବେହେରା(ଭାଜପା)

 


Enter your email to get our daily news in your inbox.

All Right Reserved By Dharitri.Com

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ପାଣି): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

ଲୋଇସିଂହାର ଗର୍ବ ଇଫ୍ରାତା: ‘ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ’ରେ ଚମକିଲେ

ଲୋଇସିଂହା,୩୦।୯(ସୁଶାନ୍ତ ବାରିକ):ଜାତୀୟସ୍ତରୀୟ ରିଆଲିଟି ଶୋ’ ଟ୍ୟାଲେଣ୍ଟ ଫାଇଟସୁପର ମଡେଲ’ ଜୁନିୟର କାଟାଗୋରିରେ ଚାମ୍ପିୟନ ହୋଇ ଲୋଇସିଂହା ତଥା ବଲାଙ୍ଗୀର ଜିଲା ପାଇଁ ଗୌରବ ଆଣିଛନ୍ତି ଇଫ୍ରାତା। ତାଙ୍କ…

ମା’ ରାମଚଣ୍ଡୀ ପୀଠରେ ‘ସ୍ବଚ୍ଛତା ହିଁ ସେବା’: ପ୍ଲାଷ୍ଟିକମୁକ୍ତ ପାଇଁ ଶପଥ

ଗଞ୍ଜାମ, ୩୦।୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ନୀଳାଦ୍ରିପୁର ପାହାଡ଼ ଶିଖରରେ ଅବସ୍ଥିତ ପ୍ରସିଦ୍ଧ ମା’ ରାମଚଣ୍ଡୀ ପୀଠରେ ମଙ୍ଗଳବାର ବିଶାଳ ସଫେଇ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

ଶୌଚ ହେବାକୁ ଯାଇଥିଲେ ଗୋବର୍ଦ୍ଧନ, ଅତର୍କିତ ଆକ୍ରମଣ କଲା ଭାଲୁ, ଆଉ ତା’ ପରେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍‌ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ…

ଦାଉ ସାଧୁଛି ମହାନଦୀ ବନ୍ୟା: ନଷ୍ଟ ହେଉଛି ଫସଲ, ଆନ୍ଦୋଳନ ଚେତାବନୀ ଦେଇ ଚାଷୀ କହିଲେ…

ମଜାକାଳପଡ଼ା,୩୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡ଼ାଶାଳୀ ସ୍ଲୁଇସ୍‌କ୍ରିକ ଖୋଲାପଡିଛି। ଏହାଦ୍ୱାରା ମହାନଦୀରେ ଆସିଥିବା ଚତୁର୍ଥ ବନ୍ୟା ଜଳ ପ୍ରବେଶ କରି ଚାଷୀଙ୍କ ଧାନ…

ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ବାଇକ୍‌ ଶୋ’ରୁମ୍‌

ବାଲେଶ୍ୱର, ୩୦।୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ବୁଧବାର ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ। ସହଦେବଖୁଣ୍ଟା ମ୍ୟୁନିସିପାଲ ହାଇସ୍କୁଲ ସମ୍ମୁଖରେ ଥିବା ଏକ ହିରୋ ବାଇକ ଶୋ-ରୁମରେ ପୂର୍ବାହ୍ନରେ…

ଓଡ଼ିଶା ପାଇଁ ଗୌରବ ଆଣିଲେ ଆଶୀର୍ବାଦ: ମାଉଣ୍ଟ ମଚୋଇ-୨ ଶିଖରରେ ଉଡ଼ାଇଲେ ତ୍ରିରଙ୍ଗା

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ କୁଲିତା ଟୁକୁରା ଗ୍ରାମର ପର୍ବତାରୋହୀ ଆଶୀର୍ବାଦ ମହାପାତ୍ର ପ୍ରାୟ ୫,୧୩୦ ମିଟର(୧୬,୮୩୦ ଫୁଟ) ଉଚ୍ଚତାବିଶିଷ୍ଟ ଜମ୍ମୁ-କଶ୍ମୀରର ମାଉଣ୍ଟ ମଚୋଇ-୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?