ବାଲେଶ୍ୱରର ୫ ଆକ୍ରାନ୍ତଙ୍କ ତଥ୍ୟ ପ୍ରକାଶ: ୪ ମହିଳା, ଜଣେ ପୁରୁଷ

ଭୁବନେଶ୍ୱର,୨୭ା୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସୋମବାର ଆଉ ୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮ରେ ପହଞ୍ଚିଛି। ଆଜି ଚିହ୍ନଟ ହୋଇଥିବା ୫ କରୋନା ଆକ୍ରାନ୍ତ ବାଲେଶ୍ୱର ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍‌ସାଇଟ୍‌ରୁୁ ଜଣାପଡ଼ିଛି। ଏମାନଙ୍କ ମଧ୍ୟରେ ୪ଜଣ ମହିଳା, ଜଣେ ପୁରୁଷ ରହିଛନ୍ତି। ମହିଳାମାନଙ୍କ ବୟସ ଯଥାକ୍ରମେ ୨୨, ୨୩, ୨୯ ଏବଂ ୫୫। ସେହିପରି ପୁରୁଷ ଆକ୍ରାନ୍ତଙ୍କ ବୟସ ୨୭ ବର୍ଷ । ଏମାନଙ୍କ ଠାରେ ସାମାନ୍ୟ ଲକ୍ଷଣ ଥିଲା। ସମସ୍ତେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିଲେ। ଏମାନଙ୍କଠାରେ ପଜିଟିଭ୍‌ ଆସିବାରୁ ସେମାନଙ୍କର ଟ୍ରାଭେଲ ହିଷ୍ଟ୍ରି ଜାଣିବା ପାଇଁ ପ୍ରକ୍ରିୟା ଆରମ୍ଭ କରିଛନ୍ତି ରାଜ୍ୟ ସରକାର।
ସୂଚନାଯୋଗ୍ୟ, ଏବେ ୭୨ କରୋନା ଆକ୍ରାନ୍ତ ରାଜ୍ୟର ବିଭିନ୍ନ ହସ୍ପିଟାଲରେ ଚିକିତ୍ସା ଚାଲିଛି। ସେମାନଙ୍କ ମଧ୍ୟରୁ ୩୫ ଜଣ ସୁସ୍ଥ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେଲା ପୌର ଗଣତି

ଭୁବନେଶ୍ୱର,୨୬।୩:(ବ୍ୟୁରୋ): ଆଜି ଆସିବ ପୌର ଫଳାଫଳ। ତେବେ ସକାଳ ୮ଟାରୁ ୩ ମହାନଗର ନିଗମ ଓ ୧୦୫ ପୌରାଞ୍ଚଳରେ ଗଣତି ଆରମ୍ଭ ହୋଇଯାଇଛି। କେବଳ ଧାମନଗର...

ଗିରଫ ହେଲେ ଯାତ୍ରା ପାର୍ଟି ମାଲିକ

ବାରିପଦା ଅଫିସ/ଚିତ୍ରଡ଼ା,୨୨ା୧୦(ଡି.ଏନ.ଏ.): କରୋନା କଟକଣା ନ ମାନି ଯାତ୍ରା ପରିବେଷଣ କରିବା ଅଭିଯୋଗରେ ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ପୋଲିସ ‘ଧର୍ତ୍ତୀ ସିର୍ଜନ’ ନାମକ ଏକ...

ସ୍ୱାସ୍ଥ୍ୟମନ୍ତ୍ରୀ ନେଲେ ପ୍ରଥମ କରୋନା ଟିକା

ଆବୁଧାବି,୨୦ ।୯: ୟୁନାଇଟେଡ ଆରବ ଏମିରେଟ୍ସ(ୟୁଏଇ)ର ସ୍ୱାସ୍ଥ୍ୟମନ୍ତ୍ରୀ ଅବଦୁଲରହମାନ ବିନ ମହମ୍ମଦ ଅଲ ଓୱେସ ଶନିବାର କରୋନା ଭାଇରସର ଟିକା ନେଇଛନ୍ତି । ତାଙ୍କୁ ଏହାର...

ଜମି ଆଳରେ ୭୧ ଲକ୍ଷ ଠକେଇ ମାମଲା: ଜଣେ ଗିରଫ

ଭୁବନେଶ୍ୱର,୭।୧୨(ବ୍ୟୁରୋ): ରାଜଧାନୀରେ ଜମି ଯୋଗାଇ ଦେବାକୁ କହି ୭୧ ଲକ୍ଷ ଟଙ୍କା ଠକେଇ କରିଥିବା ଜଣେ ଅଭିଯୁକ୍ତଙ୍କୁ ଶହୀଦନଗର ଥାନା ପୋଲିସ ଗିରଫ କରିଛି। ସେ...

‘ପଞ୍ଚାୟତରେ ପ୍ରାର୍ଥୀ ହୋଇଥିବା ବ୍ୟକ୍ତି ପୌର ନିର୍ବାଚନ ଲଢୁଛନ୍ତି’

ଭୁବନେଶ୍ୱର, ୧୨ା୩(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ ପୌର ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇସାରିଲାଣି। ମାତ୍ର ତ୍ରୁଟିପୂର୍ଣ୍ଣ ଭୋଟର ତାଲିକା ଯୋଗୁ ଗତ ପଞ୍ଚାୟତ ନିର୍ବାଚନରେ ଲଢ଼ୁଥିବା ପ୍ରାର୍ଥୀମାନେ...

ନିଶା କବଳରେ ଯୁବବର୍ଗ

କେନ୍ଦ୍ରାପଡ଼ା ଅଫିସ, ୧୩।୮: କେନ୍ଦ୍ରାପଡା ଟାଉନ ପୋଲିସ ଗତ ସୋମବାର ସହରର ୩ ବ୍ରାଉନସୁଗାର ବ୍ୟବସାୟୀଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ପ୍ରାୟ ୧୦ଲକ୍ଷ ଟଙ୍କାର...

ପେସାରେ ମେକାନିକ୍‌, ନିଶା କଳାକୃତି : ପେନ୍‌ସିଲମୁନରେ ହରିଗୋବିନ୍ଦଙ୍କ କ୍ଷୁଦ୍ର ସାନ୍ତାକ୍ଲଜ୍‌

ବ୍ରହ୍ମପୁର ଅଫିସ,୨୪ା୧୨-ପେସାରେ ଜଣେ ମେକାନିକ୍‌ । କିନ୍ତୁ ନିଶା ତାଙ୍କର ନୂତନ କଳାକୃତି ଗଢ଼ିିବାରେ । ଖାଦ୍ୟଶସ୍ୟ, ପେନସିଲରେ ବିଭିନ୍ନ କଳାକୃତି କରି ସେ ପାଲଟି...

କରୋନାରେ ମୃତ୍ୟୁ ହୋଇଥିଲେ ମୃତ୍ୟୁ ପ୍ରମାଣପତ୍ରରେ ଏହା ଉଲ୍ଲେଖ କରାଯିବ

ନୂଆଦିଲ୍ଲୀ,୧୨ ।୯: କରୋନାରେ ଯେଉଁମାନଙ୍କର ମୃତ୍ୟୁ ହେଉଛି ସେମାନଙ୍କ ମୃତ୍ୟୁ ପ୍ରମାଣପତ୍ରରେ ଏହା ଉଲ୍ଲେଖ କରାଯିବ । ଅର୍ଥାତ୍ କରୋନାରେ ମୃତ୍ୟୁ ବୋଲି ଲେଖାଯିବ ।...

Advertisement
Archives

Model This Week