ବାଲେଶ୍ୱରର ୫ କରୋନା ଆକ୍ରାନ୍ତଙ୍କ ତଥ୍ୟ ପ୍ରକାଶ: ପଜିଟିଭ୍‌ଙ୍କ ମଧ୍ୟରେ ଜଣେ ନାବାଳକ

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୭୯ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ଥାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍‌ସାଇଟ୍‌ ଜରିଆରେ ତଥ୍ୟ ପ୍ରକାଶ ପାଇଛି। ତେବେ ଏହି ୫ ନୂଆ କରୋନା ଆକ୍ରାନ୍ତ ବାଲେଶ୍ୱର ଜିଲାର ବୋଲି ଜଣାପଡ଼ିଛି। ସେମାନଙ୍କ ମଧ୍ୟରେ ୨ ମହିଳା ଓ ୩ ପୁରୁଷ ଅଛନ୍ତି। ଉଭୟ ମହିଳାଙ୍କ ବୟସ ୩୪ ବର୍ଷ। ସେହିପରି ୩୮ ବର୍ଷୀୟ ବ୍ୟକ୍ତି, ୨୬ ବର୍ଷୀୟ ଯୁବକ ଓ ଜଣେ ୧୨ ବର୍ଷର ନାବାଳକ ରହିଛନ୍ତି। ଏମାନେ ସମସ୍ତେ ପୂର୍ବରୁ ଠାବ ହୋଇଥିବା କରୋନା ଆକ୍ରାନ୍ତଙ୍କ ସମ୍ପର୍କୀୟ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ କରି କୁହାଯାଇଛି। ଏହାକୁ ମିଶାଇ ବାଲେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବେଶ କର ଅନାଦାୟ ନେଇ ଜନସ୍ବାର୍ଥ ମାମଲା: ଅବହେଳାରୁ ୧୩୯ କୋଟି କ୍ଷତି

କଟକ ଅଫିସ,୧୪।୮: ଅବହେଳା ଯୋଗୁ ୧୩୯ କୋଟି ୧୫ଲକ୍ଷ ୮୦ ହଜାର ୫୦୪ ଟଙ୍କାର ପ୍ରବେଶ କର (ଏଣ୍ଟ୍ରି ଟ୍ୟାକ୍ସ) ଭୂଷଣ ପାୱାର୍‌ ଆଣ୍ଡ୍‌ ଷ୍ଟିଲ୍‌...

ବିଧାନସଭା ଅଧିବେଶନର ୨ ଦିନ ପୂର୍ବରୁ ୨୩ ବିଧାୟକ କରୋନା ପଜିଟିଭ୍‌

ଚଣ୍ଡିଗଡ଼,୨୬।୮: ପଞ୍ଜାବ ବିଧାନସଭା ଅଧିବେଶନ ଆରମ୍ଭ ହେବାର ୨ଦିନ ପୂର୍ବରୁ ୨୩ ବିଧାୟକ ଓ ମନ୍ତ୍ରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ବୁଧବାର ୩ଜଣ ବିଧାୟକ ପଜିଟଭ୍‌...

ଆସିଲା ଭଲ ଖବର: ଆଣ୍ଟି-ପାରାସାଇଟ୍ ଔଷଧ ଦ୍ୱାରା ୪୮ ଘଣ୍ଟାରେ ନଷ୍ଟ ହେଲା କରୋନା ଭୂତାଣୁ !

ନୂଆଦିଲ୍ଲୀ/ମେଲବୋର୍ନ,୫।୪: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଅଚଳାବସ୍ଥା ଦେଖାଦେଇଛି । ତେବେ କରୋନା ଭୂତାଣୁକୁ ମାତ୍ର ୪୮ ଘଣ୍ଟାରେ ନଷ୍ଟ କରାଯାଇଥିବା ଖବର ମିଳିଛି...

ଚିନ୍ତା ବଢ଼ାଇଲା ଦିଲ୍ଲୀ

ନୂଆଦିଲ୍ଲୀ, ୨୪ା୬: ଭାରତରେ ମହାମାରୀ କରୋନାର ପ୍ରକୋପ ବଢ଼ି ବଢ଼ି ଚାଲିଥିବାବେଳେ ମହାରାଷ୍ଟ୍ର, ତାମିଲନାଡ଼ୁ ଓ ରାଜଧାନୀ ଦିଲ୍ଲୀ ପରିସ୍ଥିତିକୁ ବିଗାଡ଼ିବାରେ ଲାଗିଛନ୍ତି। ଦିଲ୍ଲୀରେ ଗତ...

CORONAVIRUS UPDATE: ରାଜ୍ୟରେ ହଜାରେ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର, ୨୦।୫(ବ୍ୟୁରୋ): ରାଜ୍ୟରେ ହଜାରେ ଟପିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ବୁଧବାର ଆଉ ୭୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ...

କୁଜଙ୍ଗ ୮୨.୧୩%, ରଘୁନାଥପୁରରେ ୮୦.୨୪% ଭୋଟ

ଜଗତ୍‌ସିଂହପୁର ଅଫିସ, ୨୩ା୨: ମଙ୍ଗଳବାର ଜଗତ୍‌ସିଂହପୁର ଜିଲାରେ ୪ର୍ଥ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏହି ପର୍ଯ୍ୟାୟରେ କୁଜଙ୍ଗ ବ୍ଲକ ଅଞ୍ଚଳରେ ୮୨.୧୩% ମତଦାନ ହୋଇଛି।...

ପୁରୀ ଗଣବଳାତ୍କାର ମାମଲା: ଡିଆଇଜିଙ୍କ ସୂଚନା, ୨୦ଦିନ ମଧ୍ୟରେ ମାମଲାର ଚାର୍ଜଶିଟ୍‌ ଦାଖଲ କରାଯିବ

ପୁରୀ ଅଫିସ୍‌,୩।୧୨: ପୁରୀରେ ନାବାଳିକା ଗଣବଳାତ୍କାର ମାମଲା ସାରା ରାଜ୍ୟକୁ ଦୋହଲାଇ ଦେଇଛି। ଏହି ଘଟଣାରେ ପୋଲିସ ଏପର୍ଯ୍ୟନ୍ତ ଦୁଇଜଣଙ୍କୁ ଗିରଫ କରିଛି। ୨୦ଦିନ ଭିତରେ...

CORONAVIRUS UPDATE: ଆଉ ୧୦୮ ପଜିଟିଭ ଚିହ୍ନଟ; ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୧୬୩ ଛୁଇଁଲା

ଭୁବନେଶ୍ୱର, ୧୬।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୦୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା୪୧୬୩କୁ ବୃଦ୍ଧି ପାଇଛି।...

Advertisement
Archives

Model This Week