ବାଲେଶ୍ୱର ଆରକ୍ଷୀ ଅଧୀକ୍ଷକଙ୍କୁ ସ୍ବାଗତ

ବାଲେଶ୍ୱର ଅଫିସ, ୮।୬-ବାଲେଶ୍ୱର ଜିଲା ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଜିଲା ସଭାପତି ସୀମନ ଦାସମହାପାତ୍ରଙ୍କ ନେତୃତ୍ୱରେ ନୂତନ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ଜିଲା ଆରକ୍ଷୀ ଅଧୀକ୍ଷକ ସୁଧାଂଶୁ ଶେଖର ମିଶ୍ରଙ୍କୁ ସୋମବାର ସ୍ବାଗତ କରିବା ସହ ପୂର୍ବବତ୍ତ ପୋଲିସ ପ୍ରଶାସନକୁ ସାହାଯ୍ୟ ଓ ସମନ୍ବୟର ପ୍ରତିଶ୍ରୁତି ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲା ମହାସଚିବ କୁଶାଲ ଚାଟାର୍ଜୀ, ବ୍ରଜକିଶୋର ପ୍ରଧାନ, ସୀମନ ସାମଲ, ବିଜୟ ଜେନା, ମନୋରଞ୍ଜନ ମହାରଣା, ଶିବଶଙ୍କର ଦାସ, ପ୍ଲାବନ ଦାସ ଓ ଜୀବନ ସଂଗ୍ରାମ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

୩ ବର୍ଷ ନ ପୂରୁଣୁ ରାସ୍ତା ଫାଟି ଆଁ

ବୁଗୁଡ଼ା,୨୬।୧୦(ଡି.ଏନ.ଏ.): ଗ୍ରାମ୍ୟ ନିର୍ମାଣ ବିଭାଗ ଦ୍ୱାରା ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ନିର୍ମାଣ ହୋଇଥିବା ରାସ୍ତା ୩ ବର୍ଷ ନ ପୁରୁଣୁ ଫାଟି ଆଁ ହୋଇଗଲାଣି। ଏମିତି...

ମାଓବାଦୀ ପୋଷ୍ଟରରେ ରାସ୍ତା ନିର୍ମାଣ ଦୁର୍ନୀତିକୁ ବିରୋଧ

ଅମ୍ବାଭୋନା,୧୭।୪(ଡି.ଏନ.ଏ):ବରଗଡ଼ ଜିଲା ଅମ୍ବାଭୋନା ବ୍ଲକରେ ମାଓବାଦୀମାନେ ପୁଣି ନିଜ ଉପସ୍ଥିତି ଜାହିର କରିଛନ୍ତି। ଦୀର୍ଘଦିନର ନିରବତା ପରେ ରବିବାର ଉକ୍ତ ବ୍ଲକ ଅନ୍ତର୍ଗତ ଲଖନପୁର ନିକଟସ୍ଥ...

ରାସ୍ତାଘାଟରେ ହାତୀ, ଲୋକେ ଭୟଭୀତ

ପରଜଙ୍ଗ, ୨୬ା୮(ଡି.ଏନ.ଏ.)- ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକରେ ହାତୀ ଉପଦ୍ରବରୁ ତ୍ରାହି ମିଳୁନି। ସୋମବାର ସକାଳେ ନରହନ୍ତା ଦନ୍ତା କନ୍ଦରସିଂହା ଗ୍ରାମରେ ପଶି ତାଣ୍ଡବ କରିଥିଲା।...

ଦିଗପହଣ୍ଡି ରେଞ୍ଜର ନିଲମ୍ବିତ

ବ୍ରହ୍ମପୁର ଅଫିସ୍‌,୧୫ା୮-ଗଞ୍ଜାମ ଜିଲା ଦିଗପହଣ୍ଡିର ଭାରପ୍ରାପ୍ତ ରେଞ୍ଜର ପରମାନନ୍ଦ ପାଣିଗ୍ରାହୀ ବୁଧବାର ନିଲମ୍ବିତ ହୋଇଛନ୍ତି। ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ ସୁରେଶ ପନ୍ଥ ତାଙ୍କୁ ନିଲମ୍ବିତ...

ବନ୍ଦ ଘରୁ ଅଧ୍ୟାପକଙ୍କ ଗଳିତ ଶବ ଉଦ୍ଧାର, କାରଣ ଅସ୍ପଷ୍ଟ

ହଞ୍ଜିଳିକାଟୁ, ୮ା୮(ଡ଼ି.ଏନ୍‌.ଏ): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ମାଣିକନଗର ଅଞ୍ଚଳର ଏକ ବନ୍ଦ ଘରୁ ଗୁରୁବାର ପୂର୍ବାହ୍ନରେ ଜଣେ ଅଧ୍ୟାପକଙ୍କ ଗଳିତ ଶବକୁ ହିଞ୍ଜିଳି ପୋଲିସ ଝୁଲନ୍ତା...

୫-ଟି ବିଦ୍ୟାଳୟରେ ଆବଶ୍ୟକ ଶିକ୍ଷକ ନାହାନ୍ତି

ନାଉଗାଁ,୧୬ା୩ (ସ୍ବ.ପ୍ର.): ନାଉଗାଁ ବ୍ଲକ ଅନ୍ତର୍ଗତ ଗଳଦାରୀ ପଞ୍ଚାୟତରେ ରହିଛି ପଞ୍ଚାୟତିରାଜ ସରକାରୀ ଉଚ୍ଚ ବିଦ୍ୟାଳୟ ଏରେଡ଼ା। ଏହି ବିଦ୍ୟାଳୟଟିକୁ ସରସ, ସୁନ୍ଦର କରିବା ସହ ଅତ୍ୟାଧୁନିକ...

କୁଶକିଳା ଡବଲ ମର୍ଡର ମାମଲା: ଝସକେତନଙ୍କୁ ଆଜୀବନ ଜେଲ୍‌

ଅନୁଗୋଳ ଅଫିସ, ୨୭।୯-ବହୁ ଚର୍ଚ୍ଚିତ କୁଶକିଳା ଡବଲ ମର୍ଡର ଓ ମାଉସୀ ପୁତୁରା ହତ୍ୟା ମାମଲାର ଏକମାତ୍ର ଅଭିଯୁକ୍ତ ଝସକେତନ ରାଉତଙ୍କୁ ଅନୁଗୋଳ ଜିଲା ଓ...

ଜଙ୍ଗଲ ଭିତର ଜୁଆଆଡ୍ଡାରେ ଚଢ଼ାଉ, ୫ ଗିରଫ

ବଲାଙ୍ଗୀର ଅଫିସ,୧୯ା୪: କରୋନା ଲକ୍‌ଡାଉନ୍‌ ସମୟରେ ଜଙ୍ଗଲ ଭିତରେ ଚାଲିଥିବା ଜୁଆଖେଳ ଉପରେ ଟାଉନ୍‌ ଥାନା ପୋଲିସ ଚଢ଼ାଉ କରି ୫ଜଣଙ୍କୁ ଗିରଫ କରିଛି। ସେମାନଙ୍କଠାରୁ...

Advertisement
Archives

Model This Week