ବାଲେଶ୍ୱର, କେନ୍ଦୁଝର ଜିଲା କଂଗ୍ରେସ ପ୍ରେରକ ଜିଲା ଇନଚାର୍ଜ ମନୋନୀତ

କେନ୍ଦୁଝର,୧୭।୬(ସ୍ବ.ପ୍ର.): କଂଗ୍ରେସ ସଂଗଠନକୁ ସୁଦୃଡ଼ ଓ କର୍ମୀଙ୍କୁ ସକ୍ରିୟ କରିବା ପାଇଁ ଜାତୀୟ, ପ୍ରଦେଶ, ଜିଲା, ବ୍ଲକ ଓ ଗ୍ରାମ ପଞ୍ଚାୟତରେ ଅଧିକ କ୍ରିୟାଶୀଳ କରିବାକୁ ଅଖିଳ ଭାରତୀୟ କଂଗ୍ରେସ କମିଟି ପକ୍ଷରୁ ନିଷ୍ପତି ନିଆଯାଇଛି । ଏହି କଂଗ୍ରେସର ପ୍ରେରକ ମାଧ୍ୟମରେ କାର୍ଯ୍ୟକ୍ରମ କରାଯିବ । ସେମାନେ କଂଗ୍ରେସ କର୍ମୀଙ୍କୁ ଟ୍ରେନିଂ,କର୍ମଶାଳା ଓ କଂଗ୍ରେସ ଐତିହ୍ୟ ବିଷୟରେ ବୁଝାଇବେ । ସେଥିପାଇଁ ବିଭିନ୍ନ ଜିଲା ପାଇଁ କଂଗ୍ରେସ ପ୍ରେରକ ଜିଲା ଇନ୍‌ଚାର୍ଜ ମନୋନୀତ କରାଯାଇଛି । କେନ୍ଦୁଝର ଜିଲାର ବରିଷ୍ଠ କଂଗ୍ରେସ ନେତା ତଥା ଓଡିଶା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ସଂଗ୍ରାମ ଦାସଙ୍କୁ ବାଲେଶ୍ୱର ଜିଲା ପାଇଁ କଂଗ୍ରେସ ପ୍ରେରକ ଜିଲା ଇନଚାର୍ଜ ଭାବେ ମନୋନୀତ କରାଯାଇଛି । ସେହିପରି ପିସିସି ମୁଖପାତ୍ର ତଥା ବରିଷ୍ଠ ସ୍ତମ୍ଭକାର ସୁଦର୍ଶନ ଦାସଙ୍କୁ କଂଗ୍ରେସ ପ୍ରେରକ କେନ୍ଦୁଝର ଜିଲା ଇନ୍‌ଚାର୍ଜ ଭାବେ ମନୋନୀତ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅମୃତ ଭାରତ ରେଳଷ୍ଟେଶନର ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ

ରାୟଗଡ଼ା,୨୬ା୨(ଆଶିଷ ରଞ୍ଜନ ପଣ୍ଡା): ଅମୃତ ଭାରତ ପ୍ରକଳ୍ପ ଯୋଜନାରେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାୟଗଡ଼ା ରେଳଷ୍ଟେଶନର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ସମଗ୍ର ଭାରତରେ ଅମୃତ...

ପୁଣି ପ୍ରଶ୍ନପତ୍ର ଭାଇରାଲକୁ ନେଇ ଚର୍ଚ୍ଚା, ସ୍ପଷ୍ଟ କରୁନି ଶିକ୍ଷା ବିଭାଗ

କେନ୍ଦୁଝର,୨୬ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମାଟ୍ରିକ ପରୀକ୍ଷା ଚାଲିଥିବା ବେଳେ ସୋମବାର ଗଣିତ ପରୀକ୍ଷା ଆରମ୍ଭ ହେବା ପୂର୍ବରୁ ପ୍ରଶ୍ନପତ୍ର ସୋସିଆଲ ମିଡିଆରେ ଭାଇରାଲ ଘଟଣା ଚର୍ଚ୍ଚାର...

ସ୍ତ୍ରୀଙ୍କ କାଠଫାଳିଆ ମାଡ଼ରେ ସ୍ବାମୀଙ୍କ ଜୀବନ ଗଲା

ଦାରିଙ୍ଗବାଡ଼ି,୨୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ସିନ୍ଦୂରକୁ ନିଜେ ପୋଛିଛନ୍ତି ସ୍ତ୍ରୀ। ସ୍ବାମୀଙ୍କ ନିର୍ଯାତନା...

ଅସିତ୍‌ଙ୍କ ବାସଭବନରେ ବିଧାୟକ ବିରୋଧୀଙ୍କ ମେଳି

ଭଦ୍ରକ, ୨୬।୨ (ସନାତନ ରାଉତ):୫-ଟି ଅଧ୍ୟକ୍ଷ ଶନିବାର ଭଦ୍ରକ ଜିଲାର ଧାମନଗର ଓ ଭଣ୍ଡାରିପୋଖରୀ ବ୍ଲକ ଗସ୍ତ ସାରି ଫେରିବା ପରେ ସନ୍ଧ୍ୟାରେ ବିଜେଡିର ଯୁବନେତା...

ବାଙ୍କୀ ବିଧାନସଭା ନିର୍ବାଚନମଣ୍ଡଳୀ:୩ ଦଳ ପାଇଁ ସମ୍ମାନର ପ୍ରଶ୍ନ

ବାଙ୍କୀ, ୨୬।୨(ଜ୍ଞାନରଞ୍ଜନ ମିଶ୍ର):କଟକ ଜିଲା ଅନ୍ତର୍ଗତ ବାଙ୍କୀ ବିଧାନସଭା ନିର୍ବାଚନମଣ୍ଡଳୀ ବାଙ୍କୀ ଏନ୍‌ଏସି, ବାଙ୍କୀ ବ୍ଲକ, ଡମପଡ଼ା ବ୍ଲକ ଏବଂ ବାରଙ୍ଗ ବ୍ଲକର ୮ଟି ପଞ୍ଚାୟତକୁ...

ବିଜେଡିରୁ ଭାଜପା, ଭାଜପାରୁ ବିଜେଡି

ଯାଜପୁର,୨୬/୨(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା ବରୀ ନିର୍ବାଚନମଣ୍ଡଳୀରେ ରାଜନୀତି ବେଶ୍‌ ରୋଚକ ରହିଆସିଛି। ୨୦୧୯ ସାଧାରଣ ନିର୍ବାଚନ ପୂର୍ବରୁ ଓ ପରେ ଭାଜପା ନେତା ବିଜେଡିରେ ଏବଂ...

ବିନା ‘ହାତ’ରେ ଚିରଞ୍ଜୀବଙ୍କ ବନ୍ଧୁମିଳନ

ଜଗତ୍‌ସିଂହପୁର, ୨୬ା୨(ପ୍ରମୋଦ କୁମାର ନାୟକ):ଗତ ସାଧାରଣ ନିର୍ବାଚନ ପରଠାରୁ ବରିଷ୍ଠ କଂଗ୍ରେସ ନେତା ତଥା ଜଗତ୍‌ସିଂହପୁର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ ତାଙ୍କ ନିର୍ବାଚନମଣ୍ଡଳୀରେ ଦଳୀୟ...

ମଞ୍ଚ କଳାକାରଙ୍କୁ ନେଇ ଯାଉଥିବା ବୋଲେରୋ ଗଛରେ ପିଟିହେଲା: ୩ ମୃତ. ୪ ଗୁରୁତର

କେନ୍ଦ୍ରାପଡା,୨୬।୨ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଗଣ୍ଡାକିଆ କେନାଲ ରାସ୍ତ ରାସ୍ତାର ଓସ୍ତପୁର ଠାରେ ବୋଲେରୋ ଗାଡି ସୋମବାର ସକାଳେ ଦୁର୍ଘଟଣାଗସ୍ତ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri