ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଦିଆଯାଉଥିବା ଖାଦ୍ୟ ନିମ୍ନମାନର ଅଭିଯୋଗ: ଜିଲାପାଳଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ

ବାଲେଶ୍ୱର ଅଫିସ,୨୭।୮: ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ଦିଆଯାଉଥିବା ରନ୍ଧା ଖାଦ୍ୟ ନିମ୍ନମାନର ନେଇ ସୋମବାର ରାତିରେ ରୋଗୀଙ୍କ ସମ୍ପର୍କୀୟ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ନିକଟରେ ଅଭିଯୋଗ କରିଥିଲେ। ଅଭିଯୋଗ ଅନୁସାରେ, ଖାଦ୍ୟର ମାନ ଅତି ନିମ୍ନ ଓ ବାସି ଖାଦ୍ୟ ଦିଆଯାଉଥିବା ସେମାନେ ଜଣାଇଥିଲେ । ଅଭିଯୋଗ ପାଇବା ପରେ ଜିଲାପାଳ ଘଟଣାସ୍ଥଳରେ ପହଞ୍ଚି ଖାଦ୍ୟର ମାନ ଯାଞ୍ଚ କରିବା ସହ ତାହାକୁ ନଷ୍ଟ କରିବାକୁ କହିଥିଲେ। ପୁଣି ଥରେ ଖାଦ୍ୟ ରାନ୍ଧି ରୋଗୀଙ୍କୁ ଦେବାକୁ ସେ ନିର୍ଦ୍ଦେଶ ଦେଇଥିଲେ। ଏହା ସହ ଖାଦ୍ୟ ଦାୟିତ୍ୱରେ ଥିବା କଣ୍ଟ୍ରାକ୍ଟର ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ସିଡିଏମ୍‌ଓ ଶଶାଙ୍କ ଶେଖର ଚୌଧୁରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୃଷି ଯନ୍ତ୍ରପାତି ଉଦ୍ଭାବକ କୁନି ବୈଜ୍ଞାନିକଙ୍କୁ ସମ୍ବର୍ଦ୍ଧନା

ରୂପ୍‌ସା, ୫।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ବ୍ଲକର ୭ମ ଶ୍ରେଣୀ ଅଧ୍ୟୟନରତ କୁନି ବୈଜ୍ଞାନିକ ବିପ୍ଳବ କୁମାର ଘୋଷଙ୍କୁ ବେଣାପୁରା ‘ଜୀବନ ସାଥି’ ସ୍ବେଚ୍ଛାସେବୀ ସଙ୍ଗଠନ ପକ୍ଷରୁ...

ରାଜ୍ୟରେ ମରୁଡ଼ିର ପଦଧ୍ୱନି; ବିଧାନସଭାରେ ଉଦ୍‌ବେଗ

ଭୁବନେଶ୍ୱର, ୨୫।୭(ବ୍ୟୁରୋ): ରାଜ୍ୟରେ ବର୍ଷା ନାହିଁ। ମରୁଡ଼ି ଦ୍ୱାରଦେଶରେ ପହଞ୍ଚିଲାଣି। ତଥାପି ସରକାର ଚେତୁ ନାହାନ୍ତି। ଚାଷୀ ଏ ପର୍ଯ୍ୟନ୍ତ ତଳି ରୋଇ ପାରିନାହାନ୍ତି। ମାଟି...

ଗୋଟିଏ ଗୋଡ଼ରେ ଭତ୍ତା ପାଇଁ ଦୌଡ଼

ପରଜଙ୍ଗ, ୨୫।୮(ନିଗମାନନ୍ଦ ଦଳବେହେରା): ଜନ୍ମରୁ ଗୋଟିଏ ଗୋଡ଼ ଅଚଳ। ପ୍ରମାଣପତ୍ର କହୁଛି ୫୦% ଦିବ୍ୟାଙ୍ଗ। ନିୟମ ଅନୁଯାୟୀ ଅନେକ ସରକାରୀ ଯୋଜନାର ଲାଭ ପାଇବାକୁ ଯୋଗ୍ୟ।...

୮ ପୋଲିସଙ୍କୁ ଅଟକ ରଖିଲେ ଗ୍ରାମବାସୀ

ନିମାପଡ଼ା,୨୫।୨(ଡି.ଏନ୍‌.ଏ.): ନିମାପଡ଼ା ଥାନା ଅନ୍ତର୍ଗତ ବଡ଼ଶିରିବିଳା ପଞ୍ଚାୟତର ବଡ଼ଶିରିବିଳା ଗ୍ରାମରେ ଅଷ୍ଟପ୍ରହର ଚାଲୁଥିଲା। ଏଥିପାଇଁ ଉକ୍ତ ଗ୍ରାମର କେତେଜଣ ଶୁକ୍ରବାର କୋଠ ଜାଗାରୁ ପୋଲିସ ଉପସ୍ଥିତିରେ...

ପୂରଣ ହେଉନି ଉଦ୍ଦେଶ୍ୟ: ରାସ୍ତାକଡ଼ରେ ଗଡୁଛି ଚେକ୍‌ପୋଷ୍ଟ

କାମାକ୍ଷାନଗର, ୧୭।୯(ଡି.ଏନ୍‌.ଏ.) – ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡରେ ଥିବା ବିଭିନ୍ନ ଥାନା, ଫାଣ୍ଡିକୁ ମିଳିଥିବା ପୋଲିସ ଚେକ୍‌ପୋଷ୍ଟ ବ୍ୟବହାରରେ ଆସୁନାହିଁ। ଚେକ୍‌ପୋଷ୍ଟଗୁଡ଼ିକ ପରିତ୍ୟକ୍ତ ଅବସ୍ଥାରେ...

ଗର୍ଭବତୀଙ୍କ ମୃତ୍ୟୁ ନେଇ ଉତ୍ତେଜନା

କେନ୍ଦୁଝର,୧୫ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଡାକ୍ତରଖାନାରେ ଜଣେ ଗର୍ଭବତୀଙ୍କ ମୃତ୍ୟୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଡାକ୍ତରଙ୍କ ଅବହେଳା ଯୋଗୁ ମହିଳାଙ୍କ ମୃତ୍ୟୁ ହୋଇଥିବା ନେଇ ପରିବାର...

ରହସ୍ୟ ଖୋଲିଲେନି

ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ଘଟଣାରେ କ୍ରାଇମ୍‌ବ୍ରାଞ୍ଚ ଶୁକ୍ରବାର ଝାରସୁଗୁଡ଼ା ଜେଏମ୍‌ଏଫ୍‌ସି କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିଛି। ହତ୍ୟାର ୧୧୮ଦିନ ପରେ ଅର୍ଥାତ୍‌ ଧାର୍ଯ୍ୟ...

ମାସକ ପୂର୍ବରୁ ସରିଲା ଶୀତ ଅଧିବେଶନ

ଭୁବନେଶ୍ୱର,୨୯ା୧୧(ବ୍ୟୁରୋ)-ଷୋଡ଼ଶ ବିଧାନସଭାର ଶୀତକାଳୀନ ଅଧିବେଶନ ନିର୍ଦ୍ଧାରିତ କାର୍ଯ୍ୟସୂଚୀର ୩୦ଦିନ ପୂର୍ବରୁ ଶେଷ ହୋଇଛି। କୋଭିଡ୍‌ କଟକଣା ଭିତରେ ଗତ ୨୦ ତାରିଖରୁ ଆରମ୍ଭ ହୋଇଥିବା ଅଧିବେଶନ...

Advertisement
Archives

Model This Week