ବାଲେଶ୍ୱର-ଫୁଲାଡ଼ି ରାସ୍ତାରୁ ବ୍ରାଉନ୍‌ସୁଗାର ଜବତ: ୪ ଗିରଫ

ବାଲେଶ୍ୱର ଅଫିସ,୧୮।୬: ବାଲେଶ୍ୱର ଜିଲା ସହଦେବଖୁଣ୍ଟା ଥାନା ପୋଲିସ ସୋମବାର ବିଳମ୍ବିତ ରାତିରେ ଚଢ଼ାଉ କରି ବାଲେଶ୍ୱର-ଫୁଲାଡ଼ି ରାସ୍ତାରୁ ଏକ କାରରେ ଯାଉଥିବା ୧ କିଲୋରୁ ଊଦ୍ଧର୍‌ବ ବ୍ରାଉନସୁଗାର ଜବତ କରିଛି। ଏହା ସହ ଏହି ଘଟଣାରେ ସମ୍ପୃକ୍ତ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନଙ୍କ ପାଖରୁ ଏକ ମୂଲ୍ୟବାନ୍‌ କାର ମଧ୍ୟ ଜବତ କରାଯାଇଛି।
ଜଳେଶ୍ୱର ଓ ଭୋଗରାଇ ଅଞ୍ଚଳରୁ ଏକ କାରରେ ବ୍ରାଉନସୁଗାର ଯାଉଥିବା ପୋଲିସକୁ ବିଶେଷ ସୂତ୍ରରୁ ଖବର ମିଳିଥିଲା। ପୋଲିସ ଉକ୍ତ ସ୍ଥାନରେ ଚଢ଼ାଉ କରିଥିଲା। ପୋଲିସ ପକ୍ଷରୁ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ୱର ଏସ୍‌ପି ଭାବେ ଦାୟିତ୍ୱ ଗ୍ରହଣ କଲେ ସୁଧାଂଶୁ ଶେଖର ମିଶ୍ର

ବାଲେଶର ଅଫିସ,୪।୬: ବାଲେଶ୍ୱର ଏସ୍‌ପି ଭାବେ ସୁଧାଂଶୁ ଶେଖର ମିଶ୍ର ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ସେ କଟକ କ୍ରାଇମବ୍ରାଞ୍ଚ ଏସ୍‌ପି ଭାବରେ...

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା ଅଭିଯୋଗରେ ଜେଲ୍‌ ଗଲେ ସ୍ବାମୀ

ରୂପ୍‌ସା,୧୩।୧(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ରସଲପୁର ପଞ୍ଚାୟତ ବଡ଼ଧନାଡ଼ି ଗ୍ରାମର ସଞ୍ଜୁ ତରେଇ ନାମ୍ନୀ ମହିଳାଙ୍କୁ ହତ୍ୟା ଅଭିଯୋଗରେ ବସ୍ତା ପୋଲିସ ତାଙ୍କ ସ୍ବାମୀ ଶଙ୍କର ତରେଇଙ୍କୁ...

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ, ଥାନାରେ ୨ ଅଟକ

ଡେରାବିଶ,୧୮ା୭(ସ୍ବ.ପ୍ର.): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଲକ ଅଞ୍ଚଳରେ ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ...

ଚିତ୍ର ମାଧ୍ୟମରେ କରୋନା ସଚେତନତା

ବସ୍ତା, ୩।୬(ଡି.ଏନ.ଏ.)-ସମଗ୍ର ବିଶ୍ୱ ଏବେ କରୋନା କବଳିତ ହୋଇଥିବା ବେଳେ ସଚେତନତା ପାଇଁ ବିଭିନ୍ନ ସ୍ତରରେ ପ୍ରଚେଷ୍ଟା ଜାରି ରହିଥିବା ଦେଖିବାକୁ ମିଳିଛି ା ଏହିଭଳି...

ଲକ୍‌ଡାଉନରେ ସହାୟତା ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ପରାମର୍ଶ

ବାଲେଶ୍ୱର ଅଫିସ,୧୭।୪-କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ ଗୋପାଳନ ରାଷ୍ଟ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଗୁରୁବାର ପ୍ରଶାସନିକ...

ନିର୍ଯାତୀତା ମହିଳାଙ୍କ ଭିଡିଓ ଭାଇରାଲ ନେଇ ପୋଲିସର ତନାଘନା

ବାହାନଗା, ୭ା୮(ଡି.ଏନ.ଏ.)-ଜଣେ ବିବାହିତ ମହିଳା ନିଜ ଉପରେ ହୋଇଥିବା ନିର୍ଯାତନା ସମ୍ପର୍କିତ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ କରିବା ପରେ ବାହାନଗା ବ୍ଲକ ଅଞ୍ଚଳରେ ଚର୍ଚ୍ଚାର...

ସହରରେ କେନ୍ଦ୍ରମନ୍ତ୍ରୀଙ୍କ ନିଖୋଜ ପୋଷ୍ଟର ଲାଗିବା ଘଟଣା: ଯୁବନେତାଙ୍କ ଗିରଫକୁ କଂଗ୍ରେସର ବିରୋଧ

ବାଲେଶ୍ୱର ଅଫିସ, ୪।୬-ବାଲେଶ୍ୱର ସହରରେ ଗତ ରବିବାର କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ ଗୋପାଳନ ରାଷ୍ଟ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍‌ପି...

କୋଟି କୋଟି ଟଙ୍କାର ବିଦ୍ୟୁତ୍‌ ବିଲ୍‌ ବାକି

ରେମୁଣା, ୪।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ରେମୁଣା ବାଲଗୋପାଲପୁରସ୍ଥିତ ବୃହତ୍‌ ଶିଳ୍ପାନୁଷ୍ଠାନ ବାଲେଶ୍ୱର ଆଲଏଜର ଭାଗ୍ୟ ଅନ୍ଧକାର ଆଡ଼କୁ ଠେଲି ହୋଇଯାଇଛି। ବିଦ୍ୟୁତ୍‌ ଯୋଗାଣକାରୀ କମ୍ପାନୀ ‘ନେସ୍କୋ’ କାରଖାନାକୁ...

Coronavirus Update


Archives

Model This Week

Why Dharitri