ବାଲେଶ୍ୱର ସବ୍‌ରେଜିଷ୍ଟ୍ରି ଅଫିସରେ ନିଅଁ।

ବାଲେଶ୍ୱର ଅଫିସ, ୧୦ା୧୨-ବାଲେଶ୍ୱର ସବ୍‌ରେଜିଷ୍ଟ୍ରି ଅଫିସରେ ସୋମବାର ରାତି ପ୍ରାୟ ୯ଟା ୪୫ ମିନିଟ୍‌ରେ ନିଅଁ। ଲାଗିଯାଇଥିଲା। ସ୍ଥାନୀୟ ଲୋକେ ନିଅଁ। ଲାଗିଥିବା ଦେଖି ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ ବିଭାଗର ଦୁଇଟି ବାହିନୀ ଆସି ନିଅଁାଲିଭା କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି। ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ଜଣାପଡିନାହିଁ। ଏଥିରେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ପୋଡିଯାଇଥିବା ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଧରଣର ATM ଲୁଟ୍, ଟଙ୍କା ସହ ମେସିନ ତାଡ଼ି ନେଇଗଲେ ଦୁର୍ବୃତ୍ତ

ବିଞ୍ଝାରପୁର,୨।୧ (ରାମକୃଷ୍ଣ ଦାସ ): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇଁନ୍ଦା ଛକରେ ଅଭାବନୀୟ ଘଟଣା । ଏଚଡିଏଫସି ବ୍ୟାଙ୍କର ଏଟିଏମ ମେସିନକୁ ଗୁରୁବାର ବିଳମ୍ବିତ ରାତିରେ...

ଚିଲିକାରେ ଭସାପୋଲ ଅଘଟଣ ପରେ ବଡ଼ ନିଷ୍ପତ୍ତି, ୧୧ଟା ଯାଏ ଡ଼ଙ୍ଗା…

କୃଷ୍ଣପ୍ରସାଦ,୨।୧: ଗୁରୁବାର ଚିଲିକାରେ ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କର ଜୀବନ ଯାଇଥିଲା । ଏହାପରେ ଆଜି ବଡ଼ ନିଷ୍ପତ୍ତି ନିଆଯାଇଛି । ଦିନ ୧୧ଟା ଯାଏଁ...

ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା: ଏଥର ଓଏଏସ୍, ଓଏଫ୍‌ସ୍ଏସ୍, ଓଆରଏସ ପଦବି ନାହିଁ

ଭୁବନେଶ୍ବର,୨।୧: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା-୨୦୨୫ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ ଓଏଏସ୍ (OAS), ଓଏଫ୍‌ଏସ୍ (OFS) ଏବଂ...

ଆହୁରି ଥରାଇବ ଶୀତ: ଆଗାମୀ ୪ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨ା୧(ବନ୍ଦନା ସେଠୀ):ନୂଆବର୍ଷରେ ଥରିଲା ସାରା ଓଡ଼ିଶା। ପ୍ରବଳ ଥଣ୍ଡା ସାଙ୍ଗକୁ ରାଜ୍ୟର ଏକାଧିକ ଅଞ୍ଚଳ ଘନ କୁହୁଡି ଆସ୍ତରଣରେ ଭରି ରହିଥିଲା। ରାଜଧାନୀ ଭୁବନେଶ୍ୱରରେ ମଧ୍ୟ...

ଜ୍ୱାଇଁଙ୍କୁ ବିଷ ପିଆଇଦେଲେ ଶ୍ୱଶୁରଘର ଲୋକେ, ଭିଡିଓ ଦେଖିଲେ ଆଖିରୁ…

ନୟାଗଡ଼/ରଣପୁର,୨।୧ (ଲୋକନାଥ ମିଶ୍ର /ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ଥାନା ଖତିଆ ଗାଁର ବିପିନ ବିହାରୀ ଭୂୟାଁ(୩୦)ଙ୍କୁ ଶ୍ୱଶୁର ଘର ଲୋକେ ବିଷ...

ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ, ଦୁଇଥର ବିଧାୟକ ହୋଇଥିଲେ

ନୀଳଗିରି, ୦୨/୦୧(ପ୍ରଶାନ୍ତ କୁମାର ବିଶ୍ୱାଳ): ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ଦେହାନ୍ତ । କ୍ୟାନ୍ସର ରୋଗରେ ପୀଡିତ ହୋଇ ଚିକିତ୍ସିତ ହେଉଥିବା ବେଳେ ଆଖି...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri