ବାଲେଶ୍ୱର ସବ୍‌ରେଜିଷ୍ଟ୍ରି ଅଫିସରେ ନିଅଁ।

ବାଲେଶ୍ୱର ଅଫିସ, ୧୦ା୧୨-ବାଲେଶ୍ୱର ସବ୍‌ରେଜିଷ୍ଟ୍ରି ଅଫିସରେ ସୋମବାର ରାତି ପ୍ରାୟ ୯ଟା ୪୫ ମିନିଟ୍‌ରେ ନିଅଁ। ଲାଗିଯାଇଥିଲା। ସ୍ଥାନୀୟ ଲୋକେ ନିଅଁ। ଲାଗିଥିବା ଦେଖି ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ ବିଭାଗର ଦୁଇଟି ବାହିନୀ ଆସି ନିଅଁାଲିଭା କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି। ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ଜଣାପଡିନାହିଁ। ଏଥିରେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ପୋଡିଯାଇଥିବା ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ହାଇକୋର୍ଟଙ୍କୁ ପୁରୁଣା ମାମଲା ଅଡୁଆ

କଟକ ଅଫିସ,୧୨ା୮: ବହୁ ପୁରୁଣା ମାମଲାଗୁଡ଼ିକର ଶୁଣାଣି ବେଳେ ଏବେ ହାଇକୋର୍ଟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହି ମାମଲାଗୁଡ଼ିକ ପ୍ରାୟ ୧୬ରୁ ୨୦ ବର୍ଷ ହେଲା...

୪ ଜିଲା କରୋନା ମୁକ୍ତ

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନେ ଭୁବନେଶ୍ୱର, ଢେଙ୍କାନାଳ, କଳାହାଣ୍ଡି, ସୁନ୍ଦରଗଡ଼ ଓ କେନ୍ଦ୍ରାପଡ଼ା ଜିଲାର ଜଣେ...

୧୦ ଡିଗ୍ରୀ ତଳେ ୧୧ ସହର: ଫୁଲବାଣୀରେ ସର୍ବନିମ୍ନ

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ସାରା ରାଜ୍ୟରେ ଶୀତ ପ୍ରକୋପ ଜାରି ରହିଛି। ଥଣ୍ଡାରେ ଥରୁଛି ସାରା ରାଜ୍ୟ। ପାରଦ ଉପରମୁହାଁ ହେବାର ନାଁ ଧରୁନି। ରବିବାର ରାଜ୍ୟର ୧୧...

ଚାନ୍ଦିପୁର ହେବ ମଡ଼େଲ୍‌ ବେଳାଭୂମି

ବାଲେଶ୍ୱର ଅଫିସ, ୨୨।୪ ଓଡ଼ିଶାର ଶ୍ରେଷ୍ଠ ମଡ଼େଲ୍‌ ବେଳାଭୂମି ଭାବେ ପରିଗଣିତ ହେବ ବାଲେଶ୍ୱରର ଚାନ୍ଦିପୁର। ରାଜ୍ୟ ତଥା ବିଦେଶୀ ପର୍ଯ୍ୟଟକ ଦୁଇ କି.ମି. ମେରାଇନ୍‌...

୧୦ରୁ ପ୍ରାଚୀ ପରିକ୍ରମା ପଦଯାତ୍ରା

ଭୁବନେଶ୍ୱର, ୯।୨ (ବ୍ୟୁରୋ): ଆସନ୍ତା ୧୦ ତାରିଖରୁ ପ୍ରାଚୀ ପରିକ୍ରମା ପଦଯାତ୍ରା ଆରମ୍ଭ ହେବ। ଶ୍ରୀ ଅନ୍ଧକପିଳେଶ୍ୱର ମନ୍ଦିର, କପିଳେଶ୍ୱରପୁର, ଅଡଶପୁରଠାରୁ ଆରମ୍ଭ ହେବାକୁ ଥିବା...

ଆଜି ସୁସ୍ଥ ହେଲେ ଆଉ ୩୩୬୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୩।୯(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୩୩୬୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୮୦୬ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୩୪୮, ପୁରୀରୁ ୨୮୦,...

ନିର୍ଦ୍ଧାରିତ ସମୟରେ ସମସ୍ତ ପ୍ରକଳ୍ପ ସାରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୮।୬ (ବ୍ୟୁରୋ):ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ସୋମବାର ଏକ ଅନ୍ତର୍ବିଭାଗୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। କମିଶନର ବିଜୟ ଅମୃତା କୁଲାଙ୍ଗେଙ୍କ ପୌରୋହିତ୍ୟରେ ଆୟୋଜିତ ଏହି...

ତାଳସାରି ଅଶ୍ଳୀଳ ଭିଡିଓ ଭାଇରାଲ ଘଟଣା: ଜିଲାପାଳ, ଏସ୍‌ପିଙ୍କୁ ଘେରିଲେ ଭୋଗରାଇବାସୀ

ଭୋଗରାଇ, ୨୬।୮( ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇର ତାଳସାରି ମେରାଇନ ଥାନା ଅଧୀନ ବହୁ ଚର୍ଚ୍ଚିତ ନାବାଳିକା ଛାତ୍ରୀ ଅଶ୍ଳୀଳ ଭିଡିଓ ଭାଇରାଲ ଓ ବ୍ଲାକ୍‌ମେଲିଂ...

Advertisement
Archives

Model This Week