ବାଳାଶ୍ରମରୁ ଅନ୍ତେବାସୀ ନିଖୋଜ: ଉଚ୍ଚସ୍ତରୀୟ ତଦନ୍ତ ଦାବିକଲା ଭାଜପା

ବ୍ରହ୍ମପୁର ଅଫିସ,୭।୧ ଗଞ୍ଜାମ ଜିଲା ବ୍ରହ୍ମପୁର ଗୋଶାଣିନୂଆଗାଁଠାରେ ଥିବା ଉତ୍କଳ ବାଳାଶ୍ରମରୁ ସୋମବାର ବିଳମ୍ବିତ ରାତ୍ରରେ ୧୩ ଜଣ ଅନ୍ତେବାସୀ ନିଖୋଜ ହୋଇଯାଇଛନ୍ତି । ଏନେଇ ମଙ୍ଗଳବାର ବାଳାଶ୍ରମ ସୁପରିଣ୍ଟେଣ୍ଡେଣ୍ଟ ଗୋଶାଣିନୂଆଗାଁ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି। ଅନ୍ୟପଟେ ଜିଲାପାଳ ଏଥିପ୍ରତି ଧ୍ୟାନ ଦେବା ସହ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ କରି ନିଖୋଜ ନାବାଳିକାମାନଙ୍କୁ ଉଦ୍ଧାର କରିବା ପାଇଁ ଜିଲା ଭାଜପା ପୂର୍ବତନ ସଭାପତି କାହ୍ନୁ ଚରଣ ପତି ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଦରରେ ବ୍ଲକସ୍ତରୀୟ ଜାତୀୟ ପୋଷଣ ମାସ କାର୍ଯ୍ୟକ୍ରମ

ଜୁନାଗଡ, ୧।୧୦(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଦେଦର ଗ୍ରାମରେ ସୋମବାର ବ୍ଲକସ୍ତରୀୟ ଜାତୀୟ ପୋଷଣ ମାସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କେୟାର ଇଣ୍ଡିଆର ତରିନା ପ୍ରକଳ୍ପ...

ମେଳଣ ଆଣିଛି ଗାଁରେ ଏକତା

ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଅଧୀନ ବଡ଼ବିଶୋଳ ପଞ୍ଚାୟତର ବେଲଡ଼ିହାରେ ୧୯୮୭ ମସିହାରୁ ପାଳିତ ହୋଇ ଆସୁଥିବା ଦୋଳ ଉତ୍ସବ ଗାଁରେ ଆଣିଛି ଏକତା। ନିଜ...

ପୁରୀରୁ ପୁଣି ୧୬କରୋନା ପଜିଟଭ୍‌ ଚିହ୍ନଟ: ଜିଲାରେ ୨୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ପୁରୀ ଅଫିସ,୧୮।୬: ପୁରୀ ଜିଲାରୁ ଗୁରୁବାର ପୁଣି ୧୬କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ଦ୍ବିଶତକ ପାର କରିଛି। ନୂଆ...

କ୍ୟୁ ନେଟ ଠକେଇ ମାମଲା: ୩ ଅଭିଯୁକ୍ତଙ୍କ ଜାମିନ ଖାରଜ

କଟକ ଅଫିସ,୨୯।୬: କ୍ୟୁ ନେଟ ଚିଟଫଣ୍ଡ ଠକେଇ ମାମଲାରେ ଗିରଫ ୩ ଅଭିଯୁକ୍ତଙ୍କ ଜାମିନ ଆବେଦନକୁ ସୋମବାର ହାଇକୋର୍ଟ ଖାରଜ କରିଛନ୍ତି। ଅଭିଯୁକ୍ତମାନେ ହେଲେ ଏହି...

ବାଲିଗୁଡ଼ାରେ ପର୍ଯ୍ୟଟନ ମନ୍ତ୍ରୀ, ବିଭିନ୍ନ ସମସ୍ୟା ନେଇ ଆଲୋଚନା

ବାଲିଗୁଡ଼ା,୧୧।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ାରେ ରାଜ୍ୟ ସରକାରଙ୍କ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଶନିବାର ଅପରାହ୍ନରେ ସ୍ଥାନୀୟ ବନବାସୀ ସେବା ସମିତିରେ ପହଞ୍ଚି ଅନ୍ତେବାସୀଙ୍କ...

ପୋଲ ଉପରେ ୩ଫୁଟ ବର୍ଷା ପାଣି: ବିଦ୍ୟାଳୟକୁ ଯିବା ଆସିବା ବାଧାପ୍ରାପ୍ତ; ରଶି ଟାଣି ଛାତ୍ରୀଛାତ୍ରଙ୍କୁ ଉଦ୍ଧାର କରାଗଲା

ତେଲକୋଇ, ୯।୮(ଡି.ଏନ.ଏ.)-ତେଲକୋଇ ବ୍ଲକ ଅଧୀନରେ ଥିବା ଓରିଆ ପଞ୍ଚାୟତ ପିଟାନାଳିରେ ରହିଛି ଆଦର୍ଶ ବିଦ୍ୟାଳୟ। ଲଗାଣ ବର୍ଷା ହେଲେ ଘାଟିରୁ ପାଣି ଯାକ ଏହି ନାଳ...

ଆଶା ଅସୁମାରି.. ଓଡ଼ିଶୀ ନୃତ୍ୟଶିଳ୍ପୀ ଶୁଚିସ୍ମିତା

କେନ୍ଦୁଝର, ୧୧ା୯(ଡି.ଏନ.ଏ.)-ଓଡିଶୀ ନୃତ୍ୟର ଛନ୍ଦ, ଭଙ୍ଗିମା ଓ ଲାଳିତ୍ୟ ନିଆରା। ନିଷ୍ଠା ଓ ସାଧନା ଦ୍ୱାରା ଏହି ନୃତ୍ୟକଳାରେ ପାରଦର୍ଶିତା ଲାଭ କରିବା ସମ୍ଭବ। ଏକଥାକୁ...

ଗଞ୍ଜାମ ଜିଲା ବିଜେଡି କାର୍ଯ୍ୟକାରିଣୀ ବୈଠକ: ପୁରୀକୁ ବିଶ୍ୱସ୍ତରୀୟ ଆଧ୍ୟାତ୍ମିକ କ୍ଷେତ୍ର କରିବା ଉଦ୍ୟମକୁ ପ୍ରଶଂସା

ସୋରଡା,୧୦ା୯(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ବିଜୁ ଜନତା ଦଳ କାର୍ଯ୍ୟକାରିଣୀ ବୈଠକ ସୋରଡା ଶିଶୁ ଉଦ୍ୟାନ ପରିସରରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଜିଲା ସଭାପତି ତଥା ଗୋପାଳପୁର...

BGU
Play 250+ Trending Games
Archives

Model This Week

Why Dharitri