ବାଳାଶ୍ରମରୁ ୧୩ ଅନ୍ତେବାସୀ ନିଖୋଜ: ଢିଲା ସୁରକ୍ଷା ବ୍ୟବସ୍ଥା ନେଇ ଚର୍ଚ୍ଚା

ବ୍ରହ୍ମପୁର ଅଫିସ,୭।୧: ଗଞ୍ଜାମ ଜିଲା ବ୍ରହ୍ମପୁର ଗୋଶାଣିନୂଆଗାଁଠାରେ ଥିବା ଉତ୍କଳ ବାଳାଶ୍ରମରୁ ସୋମବାର ବିଳମ୍ବିତ ରାତିରେ ୧୩ ଜଣ ଅନ୍ତେବାସୀ ନିଖୋଜ ହୋଇଯାଇଛନ୍ତି । ଏନେଇ ମଙ୍ଗଳବାର ବାଳାଶ୍ରମ ସୁପରିଣ୍ଟେଣ୍ଡେଣ୍ଟ ଗୋଶାଣିନୂଆଗାଁ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଏକ ମାମଲା ରୁଜୁ କରିବା ସହ ଘଟଣାର ତଦନ୍ତ କରୁଛି।
ଅନ୍ୟପଟେ ଉକ୍ତ ବାଳାଶ୍ରମରୁ ଅନ୍ତେବାସୀ ବାରମ୍ବାର ନିଖୋଜ ହେଉଥିବା ବେଳେ ଏହାକୁ ନେଇ ଏବେ ସାଧାରଣରେ ଏକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଘଟଣା ପରେ ଉକ୍ତ ବାଳାଶ୍ରମ ଦାୟିତ୍ୱରେ ଥିବା ସୁପରିଣ୍ଟେଣ୍ଡେଣ୍ଟ ସସ୍ମିତା ରାଣୀ ପାଢ଼ୀଙ୍କ ସହ ଯୋଗାଯୋଗ ବେଳେ ତାଙ୍କଠାରୁ କୌଣସି ଉତ୍ତର ମିଳିପାରିନାହିଁ। ଢିଲା ସୁରକ୍ଷା ବ୍ୟବସ୍ଥା ଯୋଗୁ ଏଭଳି ଘଟଣା ସେଠାରେ ବାରମ୍ବାର ଘଟୁଛି । ବାଳାଶ୍ରମରେ ରହୁଥିବା ଅନ୍ତେବାସୀଙ୍କ ସମସ୍ୟା ଉପରେ କର୍ତ୍ତୃପକ୍ଷ ଧ୍ୟାନ ଦେଉ ନ ଥିବା ବେଳେ ନାବାଳିକାମାନେ ମାନସିକ ଚାପରେ ରହୁଥିବା ନେଇ ସାଧାରଣରେ ଚର୍ଚ୍ଚା ହେଉଛି ।
ସୂଚନାଯୋଗ୍ୟ, ନିଖୋଜ ୧୩ ଜଣ ଅନ୍ତେବାସୀ ନିକଟରେ ବିଭିନ୍ନ ସ୍ଥାନରୁ ଉଦ୍ଧାର ହୋଇ ଉତ୍କଳ ବାଳାଶ୍ରମରେ ରହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଢେଙ୍କାନାଳ ପ୍ରସିଦ୍ଧ ବରାର ମଜା ନେଲେ ସହରବାସୀ

ଢେଙ୍କାନାଳ ଅଫିସ,୭ା୪: ଢେଙ୍କାନାଳ ବରା ସମଗ୍ର ରାଜ୍ୟରେ ପ୍ରସିଦ୍ଧ। ସ୍ବାଧୀନତା ପୂର୍ବରୁ ଢେଙ୍କାନାଳ ପ୍ରସିଦ୍ଧ ବରା ଆଜି ପର୍ଯ୍ୟନ୍ତ  ସମଗ୍ର ରାଜ୍ୟରେ ନିଜର ସ୍ବତନ୍ତ୍ର ସ୍ଥାନ...

ଗୋଟେ ପଟେ ହାତୀ ଆତଙ୍କ, ଆଉ ଗୋଟେ ପଟେ ଜଳକ୍ରୀଡ଼ା ଦେଖିବାକୁ ଲୋକେ ଉତ୍ସାହିତ

କେନ୍ଦୁଝର,୯ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ହାତୀ ଉପଦ୍ରବ ବୃଦ୍ଧି ପାଉଥିବା ବେଳେ ବନ ବିଭାଗ ଲୋକଙ୍କ ଧନଜୀବନର ସୁରକ୍ଷା କରିବାରେ ବିଫଳ ହେଉଛି। ଅନ୍ୟପକ୍ଷରେ ହାତୀ ଉପଦ୍ରବ...

ସର୍ବସାଧାରଣରେ ମଦ ବ୍ୟବହାର ନିଷ୍ପତ୍ତିକୁ ବିରୋଧ

ବ୍ରହ୍ମପୁର ଅଫିସ,୧୭ା୧୧- ଉତ୍କଳ ଆଶ୍ରମ ସମ୍ମିଳନୀ କକ୍ଷରେ ଗଞ୍ଜାମ ଜିଲା ବରିଷ୍ଠ ନାଗରିକ ସୁରକ୍ଷା ମଞ୍ଚର ମାସିକ ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି। ସଭାପତି ପ୍ରଫେସର...

ସ୍ବାମୀଙ୍କ ଅସୁସ୍ଥତା ଦର୍ଶାଇ ମହିଳା ଠକିନେଲେ ୫୦ ଲକ୍ଷ ଟଙ୍କା: ଥାନାର ଦ୍ୱାରସ୍ଥ ହେଲେ ସ୍ବୟଂ ସହାୟକ ଗୋଷ୍ଠୀ ମହିଳା

ଭବାନୀପାଟଣା,୫।୬(ଡି.ଏନ୍‌.ଏ.) : ସ୍ବାମୀଙ୍କ ଅସୁସ୍ଥତା କାରଣ ଦର୍ଶାଇ ଜଣେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଠାରୁ ଲକ୍ଷାଧିକ ଟଙ୍କା ଠକେଇ କରି ଫେରାର ହୋଇଯାଇଥିଲେ। ଠକେଇ ଶିକାର...

ରାଜ୍ୟରୁ ବର୍ତ୍ତମାନ ସୁଦ୍ଧା ସୁସ୍ଥ ହେଲେଣି ୧୨,୭୮,୭୯୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩୦ା୪(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୮,୭୯୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି।...

ନିର୍ଦ୍ଧାରିତ ସମୟ ପୂର୍ବରୁ ଦୋକାନ ଖୋଲି ଜରିମାନା ଦେଲେ ଦୋକାନୀ

ଭଞ୍ଜନଗର,୧୪।୪(ଡି.ଏନ.ଏ)-ଭଞ୍ଜନଗର ଉପଖଣ୍ଡ ପ୍ର୍ରଶାସନ ପକ୍ଷରୁ ଲକ୍‌ ଡାଉନ କଟନଣା କଡାକଡି ଭାବେ ପାଳନ କରାଯାଉଛି। ମଙ୍ଗଳବାର ସକାଳ ୫ଟାରୁ ଉପ ଜିଲାପାଳ ରାଜେନ୍ଦ୍ର ମିଞ୍ଜ, ବିଡିଓ...

ବାଲୁକା ଶିଳ୍ପୀ ନାରାୟଣ ପ୍ରସାଦ ବେହେରାଙ୍କୁ ଉଚ୍ଚ ପ୍ରଶଂସା

ବାଲିଆ,୮ା୧୨: କୋଣାର୍କ ମହୋତ୍ସବ ଅବସରରେ ଚନ୍ଦ୍ରଭାଗା ବେଳାଭୂମିରେ ୫ଦିନ ବ୍ୟାପୀ ଅନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନ ଅନୁଷ୍ଠିତ ହୋଇଥିଲା। ଏଥିରେ ବିରିଡି ବ୍ଲକ ଅଧୀନ ମଧ୍ୟଶାସନ...

ଫାର୍ମାସୀ କଲେଜ ଛାତ୍ରଙ୍କ ଆତ୍ମହତ୍ୟା ଉଦ୍ୟମ

ସାରସକଣା,୨୦।୯(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଝାରପୋଖରିଆ ସୀମାନ୍ତରେ ଥିବା ଏକ ଫାର୍ମାସୀ କଲେଜର ଜଣେ ଛାତ୍ର ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଏହି ଘଟଣା ସାରା ଅଞ୍ଚଳରେ ଏବେ...

Advertisement
Archives

Model This Week