ବାଳିକା ଶିକ୍ଷାକ୍ଷେତ୍ରରେ ଧାର୍ଯ୍ୟ ଲକ୍ଷ୍ୟକୁ ପୂରଣ କରିଛି ଭାରତ: ୟୁନେସ୍କୋ

ଜାତିସଂଘ,୬।୨: ଭାରତ ବାଳିକା ଶିକ୍ଷାକ୍ଷେତ୍ରରେ ଧାର୍ଯ୍ୟ ଲକ୍ଷ୍ୟକୁ ପୂରଣ କରିବାରେ ସଫଳତା ହାସଲ କରିପାରିଛି। ଏହି କ୍ଷେତ୍ରରେ ଭାରତ ଯଥେଷ୍ଟ ଆଗୁଆ ରହିଛି ବୋଲି ୟୁନେସ୍କୋ ମହାନିର୍ଦ୍ଦେଶକ ଔଡ୍ରେ ଅଜୋଲେ କହିଛନ୍ତି। ଭାରତର ଲକ୍ଷ୍ୟ ଏବଂ ଚିନ୍ତାଧାରା ୟୁନେସ୍କୋକୁ ବେଶ୍‌ ପ୍ରଭାବିତ କରିଥିବା ସେ କହିଛନ୍ତି। ଏହା ଭାରତ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବିଷୟ ବୋଲି ସେ ପ୍ରକାଶ କରିଛନ୍ତି। ମହାତ୍ମା ଗାନ୍ଧୀଙ୍କ ଜୀବନଶୈଳୀ ଭାରତରେ ବେଶ୍‌ ପ୍ରତିଫଳିତ ହୋଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାରେ ଗ୍ରୀଷ୍ମ ପ୍ରବାହ: ୧୫୦ ନିୟୁତ ଲୋକେ ପ୍ରଭାବିତ

ଓ୍ବାଶିଂଟନ,୨୧।୭: ଆମେରିକାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏହାଦ୍ୱାରା ୧୫୦ ନିୟୁତରୁ ଅଧିକ ଲୋକ ବ୍ୟତିବ୍ୟସ୍ତ ହେଉଥିବା କୁହାଯାଉଛି। ନ୍ୟୁୟର୍କ, ଫିଲାଡେଲଫିହା ତଥା ଓ୍ବାଶିଂଟନରେ ତାପମାତ୍ରା...

ଜେସିଣ୍ଡାଙ୍କ ନାମରେ କୀଟ

ଓ୍ବେଟା ପ୍ରଜାତିର ଏହି ନୂଆ କୀଟର ନାମ ହେଉଛି ହେମିଆଣ୍ଡ୍ରସ୍‌ ଜେସିଣ୍ଡା। ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ ଜେସିଣ୍ଡା ଆର୍ଡନଙ୍କ ନାମାନୁସାରେ ବିଶାଳ କୀଟର ନାମକରଣ କରାଯାଇଥିବାରୁ ସେ...

ନୋବେଲ ଦୌଡ଼ରେ ଗ୍ରେଟା

ଓସ୍‌ଲୋ, ୧ା୨: ଚଳିତ ବର୍ଷ ନୋବେଲ ଶାନ୍ତି ପୁରସ୍କାର ପାଇଁ ସ୍ବିଡେନର ପରିବେଶବିତ୍‌ ଗ୍ରେଟା ଥନ୍‌ବର୍ଗ(୧୮)ଙ୍କ ନାମ ସୁପାରିସ କରାଯାଇଛି। ତାଙ୍କ ସହ ରୁଷିଆର ଭିନ୍ନମତବାଦୀ...

ଏସ୍‌ସିଓ ସମ୍ମିଳନୀରେ ମୋଦିଙ୍କ ସମେତ ୮ ରାଷ୍ଟ୍ର ନେତା: ଆତଙ୍କବାଦ ବିରୋଧରେ ଏକାଠି

ବିଶ୍‌କେକ୍‌,୧୫ା୬(ପି.ଟି.):ଆତଙ୍କବାଦ ପ୍ରାୟୋଜକ ଦେଶ ସତର୍କ ରହିବା ଉଚିତ। ଆତଙ୍କବାଦକୁ ଆର୍ଥିକ ସହଯୋଗ କରୁଥିବା, ପ୍ରୋତ୍ସାହନ ଦେଉଥିବା ଦେଶ ଏଥିଲାଗି ଦାୟୀ ରହିବେ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

୫୫ ଲକ୍ଷ ଖର୍ଚ୍ଚକରି ୨ ଇଞ୍ଚ ବଢ଼ିଲେ ଡାକ୍ତରୀ ଛାତ୍ର

ଓ୍ବାଶିଂଟନ୍‌, ୨୧।୧: ଶରୀରର ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ଅନେକ ଲୋକ କସ୍‌ମେଟିକ୍‌ ସର୍ଜରୀ କରିଥାନ୍ତି। ଏବେ ଏହା ଦ୍ୱାରା ଉଚ୍ଚତା ବୃଦ୍ଧି ହେଉଥିବା ଚର୍ଚ୍ଚା ହେଉଛି।...

ଦିନକୁ ଦେଢ ଲିଟର କଫି ପିଉଥିବା ଏହି ଶିଶୁ କନ୍ୟା

ଶିଶୁମାନେ କଫି ପିଇବା କଥା ଶୁଣିଲେ ଟିକେ ଆଶ୍ଚର୍ଯ୍ୟ ଲାଗେ। କିନ୍ତୁ ଇଣ୍ଡୋନେସିଆର ଏକ ଶିଶୁ କନ୍ୟା ୧୪ ମାସ ବୟସରେ ଦିନକୁ ଦେଢ ଲିଟର...

ଭାରତରେ ଅପପୁଷ୍ଟି କମୁଛି

ଜାତିସଂଘ,୧୫ା୭: ଭାରତରେ ୧୦ ବର୍ଷ ମଧ୍ୟରେ ଅପପୁଷ୍ଟିରେ ପୀଡ଼ିତଙ୍କ ସଂଖ୍ୟା ୬ କୋଟି ହ୍ରାସ ପାଇଛି। ଅନ୍ୟପକ୍ଷରେ ବୟସ୍କଙ୍କଠାରେ ମେଦବହୁଳତା ବୃଦ୍ଧି ପାଉଥିବା ଜାତିସଂଘ ରିପୋର୍ଟରେ...

ଡ୍ରାଗନର ଷଡ଼ଯନ୍ତ୍ର, ସାଟେଲାଇଟ୍‌ କଲା ପର୍ଦ୍ଦାଫାଶ୍‌…

ବେଜିଂ,୨୭।୭: ପୂର୍ବ ଲଦାଖରେ ଥିବା ଭାରତୀୟ ସୀମା ନିକଟରେ କ୍ଷେପଣାସ୍ତ୍ର ଏବଂ ଘାତକ ଅସ୍ତ୍ର ମୁତୟନ କରି ଉତ୍ତେଜନା ସୃଷ୍ଟି କରୁଥିବା ଚାଇନାର ଏକ ନୂଆ...

Advertisement


Archives

Model This Week