Posted inଜାତୀୟ

ବାସଭବନରେ ପହଞ୍ଚି ଆଡଭାନୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୁଆଦିଲ୍ଲୀ,୮।୧୧: ରାମ ମନ୍ଦିର ଆନ୍ଦୋଳନରେ ନେତୃତ୍ୱ ନେଇଥିବା ତଥା ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀ ଶୁକ୍ରବାର ୯୨ତମ ବର୍ଷ ବୟସରେ ପର୍ଦାପଣ କରିଛନ୍ତି। ଭାଜପାର ଆଉ ଜଣେ ଲୌହ ପୁରୁଷ କୁହାଯାଉଥିବା ଆଡଭାନୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭେଚ୍ଛା ଜଣାଇବାକୁ ତାଙ୍କ ବାସଭବନରେ ପହଞ୍ଚିଥିଲେ। ଏହି ଅବସରରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ଓ ଭାଜପାର କାର୍ଯ୍ୟକାରୀ ଅଧ୍ୟକ୍ଷ ଜେପି ନଡ୍ଡା ମଧ୍ୟ ଉପସ୍ଥିତ ରହିଥିଲେ। ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ଟ୍ବିଟ କରି ଶୁଭେଚ୍ଛା ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ପିଙ୍କ ପୁଅଙ୍କୁ ଗୁଳିମାଡ

ଲକ୍ଷ୍ନୌ,୩।୩: ଉତ୍ତର ପ୍ରଦେଶରେ ପୁଣି ଗୁଳିକାଣ୍ଡ ଘଟିଛି। ମଙ୍ଗଳବାର ବିଳମ୍ବିତ ରାତିରେ ଲକ୍ଷ୍ନୌର ଷଷ୍ଠ ମିଲ ନିକଟରେ ଭାଜପା ଏମ୍‌ପି କୌଣସି କିଶୋରଙ୍କ ପୁଅ ଆୟୁଷ...

‘ରାମଚରିତମାନସରେ ପୋଟାସିୟମ ସାଇନାଇଡ’, ଚନ୍ଦ୍ରଶେଖରଙ୍କ ବିବାଦୀୟ ବୟାନ, ଭାଜପା କହିଲା ଚାଖି ନିଅନ୍ତୁ…

ନୂଆଦିଲ୍ଲୀ,୧୫।୯: ବିହାର ଶିକ୍ଷା ମନ୍ତ୍ରୀ ଚନ୍ଦ୍ରଶେଖର ପୁଣିଥରେ ତାଙ୍କ ବିବାଦୀୟ ବୟାନକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି। ଏଥର ଚନ୍ଦ୍ରଶେଖର ରାମଚରିତମାନସ ଉପରେ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି।...

ଅନ୍ନଦାତା କରିବେ ଟ୍ରାକ୍ଟର ରାଲି

ନୂଆଦିଲ୍ଲୀ,୨।୧: କୃଷି ଆଇନ ନେଇ ଅନ୍ନଦାତାଙ୍କ ଆନ୍ଦୋଳନ ଇତିମଧ୍ୟରେ ୩୮ ଦିନରେ ପହଞ୍ଚିଛି। ଜାନୁୟାରୀ ୪ରେ ସରକାର ଏବଂ ଚାଷୀ ସଂଗଠନ ନେତାଙ୍କ ମଧ୍ୟରେ ୬ଷ୍ଠ...

ମାଓବାଦୀ ଆତ୍ମସମର୍ପଣ କଲେ ମିଳିବ ଘର: କେରଳ ସରକାରଙ୍କ ନିଷ୍ପତ୍ତି…

ଥିରୁଭାନନ୍ତପୁରମ୍‌,୨।୨ : ମାଓବାଦୀଙ୍କୁ ଆତ୍ମସମର୍ପଣ କରିବାକୁ ଏବଂ ମୁଖ୍ୟ ସ୍ରୋତକୁ ଫେରାଇ ଆଣିବା ପାଇଁ କେରଳ ସରକାର ଏକ ବଡ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ପିନାରାଇ...

ଅଗଷ୍ଟ ୨୮ରେ ଜେଇଇ ଆଡଭାନ୍ସଡ୍‌

ନୂଆଦିଲ୍ଲୀ,୧୫।୪: ଯୁଗ୍ମ ପ୍ରବେଶିକା ପରୀକ୍ଷା ଜେଇଇ ଆଡଭାନ୍ସଡ୍‌ ୨୦୨୨ର ପରୀକ୍ଷା ପାଇଁ ନୂଆ ତାରିଖ ଧାର୍ଯ୍ୟ ହୋଇଛି। ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ଟେକ୍ନୋଲୋଜି (ଆଇଆଇଟି) ବମ୍ବେ...

ଆରମ୍ଭ ହେବ ଠାକ୍‌ରେ ଶାସନ: ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ଜାତୀୟ ସ୍ତରୀୟ ନେତାଙ୍କୁ କରାଯିବ ନିମନ୍ତ୍ରଣ

ମୁମ୍ବାଇ,୨୭।୧୧: ମହାରାଷ୍ଟ୍ରରେ ଠାକ୍‌ରେ ଶାସନ ଆରମ୍ଭ ହେବାକୁ ଯାଉଛି। ଗୁରୁବାର ସନ୍ଧ୍ୟା ୬ଟା ୪୦ରେ ଶିବସେନା ପ୍ରମୁଖ ଉଦ୍ଧବ ଠାକ୍‌ରେ ସ୍ଥାନୀୟ ଶିବାଜୀ ପାର୍କରେ ଆୟୋଜିତ...

ଓ୍ବାର୍କ ଫ୍ରମ୍‌ ହୋମ୍‌ ଚାକିରି ଲାଗି ଅଧିକ ଲୋକ ସର୍ଚ୍ଚ କରୁଛନ୍ତି

ନୂଆଦିଲ୍ଲୀ,୨୪।୫: କରୋନା ଯୋଗୁ ସାରା ଦେଶ ଲକ୍‌ଡାଉନ ହେବା ପରେ ବର୍ତ୍ତମାନ ଲୋକଙ୍କୁ ଘରୁ କାମ(ଓ୍ବାର୍କ ଫ୍ରମ୍‌ ହୋମ୍‌) କରିବାକୁ ପଡୁଛି। ଅସୁବିଧା ପାଇଁ ଏଭଳି...

ଆତଙ୍କବାଦୀ ଅନୁପ୍ରବେଶ ପାଇଁ ସୁଯୋଗକୁ ଚାହିଁ ବସିଛି ପାକିସ୍ତାନ: ଜାଣିଶୁଣି କରୁଛି ଅସ୍ତ୍ରବିରତି ଉଲ୍ଲଂଘନ

ଶ୍ରୀନଗର,୧୧।୧୧: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଲଗାତାର ଉତ୍ତେଜନା ବଢ଼ିବାରେ ଲାଗିଛି। ଭାରତରେ ଆତଙ୍କବାଦୀ ଅନୁପ୍ରବେଶ ସୁଯୋଗ ପାଇଁ ପାକିସ୍ତାନ ଜାଣିଶୁଣି ଏଭଳି କରୁଥିବା...

Advertisement
Archives

Model This Week