ବାସୁଦେବପୁରର ୯ ପଞ୍ଚାୟତ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା: ଲୋକଙ୍କୁ ଘରୁ ନ ବାହାରିକାକୁ ନିର୍ଦ୍ଦେଶ

ଭୁବନେଶ୍ୱର/ବାସୁଦେବପୁର ୨୨।୪(ବ୍ୟୁରୋ/ଡି.ଏନ୍‌.ଏ.): ଭଦ୍ରକ ଜିଲାରେ ପୁଣି ୩ କରୋନା ପଜିଟିଭ ମଙ୍ଗଳବାର ଚିହ୍ନଟ ହୋଇଛନ୍ତି। ଏହି ସମସ୍ତ ଆକ୍ରାନ୍ତ ଭଦ୍ରକ ଜିଲା ବାସୁଦେବପୁର ଅଞ୍ଚଳର ବୋଲି ଜଣାପଡ଼ିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ବାସୁଦେବପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୬ରେ ପହଞ୍ଚିଛି। ତେବେ ଏହାର ୯ଟି ପଞ୍ଚାୟତକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। ୯ଟି ପଞ୍ଚାୟତର ୨୨ଟି ଗାଁକୁ ୪ଟି ଜୋନ୍‌ରେ ଭାଗ କରି କଣ୍ଟେନମେଣ୍ଟ ଅଞ୍ଚଳଭାବେ ଘୋଷଣା କରାଯାଇଛି।

ଜୋନ-୧ରେ ପଦ୍ମପୁର, ଲୁଙ୍ଗା, ସୁଗୋ ଓ ଏରତାଳ ପଞ୍ଚାୟତ ରହିଥିବା ବେଳେ ଜୋନ-୨ରେ ଖରିଡ଼ା ବିନାୟକପୁର ଓ ଗୁଆଗା ପଞ୍ଚାୟତ ରହିଛି। ସେହିପରି ଜୋନ-୩ରେ ଲକ୍ଷ୍ମୀଦାସପୁର ଓ ବାଲିମେଦ ପଞ୍ଚାୟତ ରହିଥିବା ବେଳେ ଜୋନ-୪ରେ ଅଧୁଆନ ପଞ୍ଚାୟତ ରହିଛି। ସମ୍ପୃକ୍ତ ଅଞ୍ଚଳକୁ କେହି ଯାଇ ପାରିବେ ନାହିଁ କି ସେଠାରୁ କେହି ଆସି ପାରିବେ ନାହିଁ। ସମ୍ପୃକ୍ତ ଅଞ୍ଚଳର ବାସିନ୍ଦାକୁ ଘରୁ ନ ବାହାରିକାକୁ ନିର୍ଦ୍ଦେଶ ଦିଆଯାଇଛି। ଲୋକଙ୍କୁ ଜିଲା ପ୍ରଶାସନ ପକ୍ଷରୁ ଜରୁରୀ ସାମଗ୍ରୀ ଯୋଗାଇ ଦିଆଯିବ। ସମ୍ପୃକ୍ତ ଜିଲାରେ ଥିବା ସବୁ ସରକାରୀ ଓ ବେସରକାରୀ ଅନୁଷ୍ଠାନ ବନ୍ଦ।


Enter your email to get our daily news in your inbox.

All Right Reserved By Dharitri.Com

ରାୟଗଡ଼ାରେ ଫସିଛନ୍ତି ୧୮ ତୀର୍ଥଯାତ୍ରୀ

ରାୟଗଡ଼ା ଅଫିସ,୨୬।୩: ଛତିଶଗଡ଼ର ୧୮ ତୀର୍ଥଯାତ୍ରୀ ଗତ ୧୨ ତାରିଖରେ ଛତିଶଗଡ଼ର ମାହାସାମୁଦ୍ର ଜିଲାର ନାନ୍ଦଗାଓଁରୁ ତୀର୍ଥ ଯାତ୍ରା ଆରମ୍ଭ କରିଥିଲେ। ୨୨ ତାରିଖରେ ସେମାନଙ୍କ...

ଡାକ୍ତରଙ୍କ ଅବହେଳାରୁ ସେବାଶ୍ରମ ଛାତ୍ରୀଙ୍କ ମୃତ୍ୟୁ : ଅଭିଯୋଗ ଆଣିଲେ ପରିବାର ଲୋକେ

କୋରାପୁଟ/ନାରାୟଣପାଟଣା,୨୭।୯(ସ୍ବ.ପ୍ର/ଡି.ଏନ୍‌.ଏ.): କୋରାପୁଟ ଜିଲା ନାରାୟଣପାଟଣା ବ୍ଲକ ଓଡିଆପେଣ୍ଠ ସେବାଶ୍ରମର ଜଣେ ତୃତୀୟ ଶ୍ରେଣୀ ଛାତ୍ରୀ ଜ୍ୱରରେ ପୀଡିତ ହୋଇ ନାରାୟଣପାଟଣା ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଥିଲେ। ତେବେ...

ମଲ୍‌, ହସ୍ପିଟାଲ, ମଲ୍ଟିପ୍ଲେକ୍ସରେ ପାର୍କିଂ ଫି ଆଦାୟ ବନ୍ଦ ନିର୍ଦ୍ଦେଶ

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ଭୁବନେଶ୍ୱରରେ ବିଭିନ୍ନ ବ୍ୟବସାୟିକ ପ୍ରତିଷ୍ଠାନ, ହସ୍ପିଟାଲ, ସିନେମା ହଲ୍‌ ଓ ଆପାର୍ଟମେଣ୍ଟ ଆଦିରେ ଥିବା ପାର୍କିଂସ୍ଥଳରୁ ଫି ଆଦାୟ ତୁରନ୍ତ ବନ୍ଦ କରିବାକୁ...

ଟିକା ନ ନେବାକୁ ସ୍ବାସ୍ଥ୍ୟକର୍ମୀଙ୍କ ଚେତାବନୀ

ଭୁବନେଶ୍ୱର, ୧୫।୧(ବ୍ୟୁରୋ):ରାଜ୍ୟରେ ଶନିବାରଠାରୁ ଆରମ୍ଭ ହେବ କରୋନା ଟିକାକରଣ। ପ୍ରଥମ ପର୍ଯ୍ୟାୟରେ ସ୍ବାସ୍ଥ୍ୟକର୍ମୀଙ୍କୁ ଟିକା ଦିଆଯିବ ବୋଲି ଯୋଜନା ହୋଇଛି। କିନ୍ତୁ କରୋନା ଟିକା ନ...

ଶିକ୍ଷକଙ୍କୁ ଦିଆଯିବ କରୋନା ଟିକା: ଏତିକି ବୟସ ହେବା ଦରକାର

ଭୁବନେଶ୍ୱର, ୩୦।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ଶିକ୍ଷାନୁଷ୍ଠାନରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଉଛି । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରର ସରକାରୀ...

ଯାଞ୍ଚ ପ୍ରକ୍ରିୟାରେ ଅବହେଳା ସନ୍ଦେହ

ପୁରୀ ଅଫିସ,୧୫।୭: ଜାଲ୍‌ ପ୍ରମାଣପତ୍ର ଦେଇ ସାମନ୍ତ ଚନ୍ଦ୍ରଶେଖର (ଏସ୍‌ସିଏସ୍‌) ମହାବିଦ୍ୟାଳୟରେ ଆଡ୍‌ମିଶନ କରିଥିବା ୧୧ଜଣ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନକୁ ଉଚ୍ଚଶିକ୍ଷା ବିଭାଗ ଅବୈଧ ଘୋଷଣା କରିବା...

ୟେସ୍‌ ବ୍ୟାଙ୍କରେ ମହାପ୍ରଭୁଙ୍କ ଟଙ୍କା ରଖିବା ପ୍ରସଙ୍ଗ: ଶ୍ୱେତପତ୍ର ଦାବି କଲା ଭାଜପା

ଭୁବନେଶ୍ୱର,୮ା୩(ବ୍ୟୁରୋ): ୟେସ୍‌ ବ୍ୟାଙ୍କରେ ଜଗନ୍ନାଥଙ୍କ ଟଙ୍କା ଜମା ସମ୍ପର୍କରେ ରାଜ୍ୟ ସରକାରଙ୍କୁ ଭାଜପା ଟାର୍ଗେଟ କରିଛି। ଦଳର ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ ରବିବାର ଏକ...

ସଜଡ଼ା ଯାଉନି ଟ୍ରାନ୍ସଫର୍ମର

ଝୁମ୍ପୁରା, ୧୩।୫(ଡି.ଏନ.ଏ.)-ବିଦ୍ୟୁତ ବିତରକ କମ୍ପାନୀ ନେସ୍କୋର ମନମୁଖି ନୀତି ସୀମା ଟପିଗଲାଣି। ମେରିରାୟ ନୀତିରେ ବିଦ୍ୟୁତ ଉପଭୋକ୍ତାଙ୍କୁ ସେବା ଯୋଗାଉଥିବା ନେସ୍କୋ କେବଳ ବିଦ୍ୟୁତ ଦେୟ...

Advertisement
Archives

Model This Week