ବାହାନଗା ଅଟୋ ଆସୋସିଏଶନ ପକ୍ଷରୁ ସହାୟତା

ବାହାନଗା, ୩୦ା୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ସଦରମହୁକମା ବଜାରରେ ଥିବା ମା’ ବାସୁଳୀ ଅଟୋ ଆସୋସିଏଶନ ପକ୍ଷରୁ କୋଭିଡ-୧୯ ମୁକାବିଲା ଲାଗି ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡକୁ ୫ ହଜାର ଟଙ୍କାର ସହାୟତା ପ୍ରଦାନ କରାଯାଇଛି। ଏହି ଚେକ୍‌ ବାହାନଗା ବ୍ଲକ ବିଡିଓ ରଘୁନାଥ ପାଣିଗ୍ରାହୀଙ୍କୁ ସଂଘର ସଭାପତି ଆନନ୍ଦ ସାହୁ , ସମ୍ପାଦକ ଅନ୍ତର୍ଯ୍ୟାମୀ ରାୟ ସମେତ ସଦସ୍ୟ ବ୍ରଜ ନନା, ଦିଲ୍ଲୀପ କୁମାର ଭାନ, ଶୁକ୍ରଚରଣ ମଳିକ, କରୁଣାକର ବେହେରା ପ୍ରମୁଖଙ୍କ ଉପସ୍ଥିତିରେ ପ୍ରଦାନ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ତାଳଚେରକୁ ଜିଲା ଘୋଷଣା ଦାବି

ତାଳଚେର,୧୮ା୧୧ (ନି.ପ୍ର.):ଓଡ଼ିଶାରୁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ଅଧିକ ରାଜସ୍ବ ଦେଉଥିବା ଏବଂ ଦେଶର ସବୁଠାରୁ ଅଧିକ କୋଇଲା ଉତ୍ପାଦନ ସହିତ ଏସିଆର ସର୍ବବୃହତ୍‌ ବିଦ୍ୟୁତ...

ବିଭିନ୍ନ ସାହିରେ ଠାକୁରାଣୀଙ୍କ ଘଟ ପରିକ୍ରମା

ବ୍ରହ୍ମପୁର ଅଫିସ,୮।୪:  ବ୍ରହ୍ମପୁର ବୁଢ଼ୀ ସାଆନ୍ତାଣୀ ଠାକୁରାଣୀଙ୍କ ଦ୍ୱିବାର୍ଷିକ ଯାତ୍ରାର ୪ର୍ଥ ଦିନ ଶୁକ୍ରବାର ମା’ ଠାକୁରାଣୀଙ୍କ ଘଟ ବିଭିନ୍ନ ସାହି ପରିକ୍ରମା କରିଥିଲା। ଏଥିରେ...

ଖୁଣ୍ଟା ବ୍ଲକରେ ବର୍ଷାଭାବ : ଚାଷ କାମ ବିଳମ୍ବ, ଚିନ୍ତାରେ ଚାଷୀ

ଖୁଣ୍ଟା ,୫ା୮(ଡି.ଏନ୍‌.ଏ.): କେବଳ ବର୍ଷା ପାଣି ଉପରେ ନିର୍ଭର କରି ଖରିଫ ଋତୁରେ ଧାନ ଚାଷ କରି ଆସୁଥିବା ଖୁଣ୍ଟା ବ୍ଲକର ଚାଷୀ ଏବେ ଚିନ୍ତାରେ...

ଖବରଦାତାଙ୍କୁ ମରଣାନ୍ତକ ଆକ୍ରମଣ, ଥାନାରେ ମାମଲା

ବରୀ,୮ା୫(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ଅଞ୍ଚଳର ଖବରଦାତା ସୁରେଶ ଚନ୍ଦ୍ର କରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ସୂଚନାଥାଉକି, ଶ୍ରୀ କର ବାଇଁଶିରିଆ ପଞ୍ଚାୟତକୁ ସରକାରଙ୍କ ତରଫରୁ...

ପଡ଼ା, ପୋଲିସକୁ ନାକେଦମ କଲେ ଯୁବକ: ଭୟରେ ଘର ଛାଡ଼ି ପଳାଇଲେ ପରିବାର ଲୋକେ

ସମ୍ବଲପୁର, ୧୨।୪ (ବ୍ୟୁରୋ) ସମ୍ବଲପୁର ଜିଲା କ୍ଷେତରାଜପୁର ଥାନା ଅଞ୍ଚଳକୁ ଜଣେ ୩୫ ବର୍ଷିୟ ଯୁବକ ହାଇଦ୍ରାବାଦରୁ ଫେରିଛନ୍ତି । ଏହାକୁ ନେଇ ପଡାବାସୀଙ୍କ ସହ...

ଉପେକ୍ଷିତ ହୀରକ ତ୍ରିଭୁଜ: ଭିତ୍ତିଭୂମି ବିକାଶ ବହୁ ପଛରେ

ଯାଜପୁର ଅଫିସ,୩୦।୮: ବୌଦ୍ଧ କୀର୍ତ୍ତିରାଜିର ପ୍ରମୁଖ ପର୍ଯ୍ୟଟନ କ୍ଷେତ୍ର ତଥା ହୀରକ ତ୍ରିଭୁଜ ବଳୟ ରତ୍ନଗିରି-ଉଦୟଗିରି-ଲଳିତଗିରିର ଭିତ୍ତିଭୂମି ବିକାଶ ବହୁ ପଛରେ ରହିଯାଇଛି। ପ୍ରାୟ ପ୍ରତିବର୍ଷ...

କୋଲକାତାରୁ ଆଇପିଏଲ ବେଟିଂ ମୁଖିଆ ଗିରଫ: ୭୨. ୯୬ ଲକ୍ଷ ଟଙ୍କାର ବ୍ୟାଙ୍କ ଆକାଉଣ୍ଟ ସିଜ୍‌

ବ୍ରହ୍ମପୁର ଅଫିସ ,୨୬।୨ : ଗଞ୍ଜାମ ଜିଲାରେ ଆଇପିଏଲ ବେଟିଂ ପାଇଁ ୟୁଜର ଆଇଡି ଓ ପାସୱାର୍ଡ ଦେଇ କେତେକ ବୁକିଂ ଜରିଆରେ କାରବାର ଚଳାଇଥିବା...

ବିଜେଡି, ଭାଜପା ବିରୋଧରେ ଏକାକୀ ଲଢ଼ିବ କଂଗ୍ରେସ: ଶରତ

ନୂଆପଡ଼ା,୩୦।୮(ମକାରୁ ବେମାଲ): ନୂଆପଡ଼ା ଜିଲା ପଟ୍ଟନାୟକ ଫାର୍ମ ହାଉସଠାରେ ଜିଲା କଂଗ୍ରେସ କମିଟି ପକ୍ଷରୁ ମଙ୍ଗଳବାର ଏକ କର୍ମୀ ସମ୍ମିଳନୀ ଆୟୋଜିତ ହୋଇଛି। ଏଥିରେ ଜିଲା...

Advertisement
Archives

Model This Week