ବାହାନଗା ବ୍ଲକରେ ବିଜେଡିର ଜନ ସମ୍ପର୍କ ପଦଯାତ୍ରା, ଯୋଗଦେଲେ ବିଧାୟକ, ଏମ୍‌ପି

ବାହାନଗା,୯।୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ସାଉଡ଼ୁ ପଞ୍ଚାୟତ ଥାଲସଡ଼ା ଗ୍ରାମରେ ବିଜେଡି ପକ୍ଷରୁ ବୁଧବାର ଜନ ସମ୍ପର୍କ ପଦଯାତ୍ରା ହେବା ସହ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ପଦଯାତ୍ରାରେ ବିଧାୟକ ପର୍ଶୁରାମ ଧଡ଼ା, ଏମ୍‌ପି ମଞ୍ଜୁଲତା ମଣ୍ଡଳ ସମେତ ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ ଏବଂ ବିଭିନ୍ନ ପଞ୍ଚାୟତର ଲୋକପ୍ରତିନିଧିମାନେ ସାମିଲ ହୋଇଥିଲେ। ଏହି ଅବସରରେ ଥାଲସଡ଼ା ଗ୍ରାମରେ ଏକ ମିଶ୍ରଣ ପର୍ବ ଓ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ବିଭିନ୍ନ ପଞ୍ଚାୟତର କଂଗ୍ରେସ ଲୋକପ୍ରତିନିଧି ଓ କର୍ମୀମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷେ ନପୂରୁଣୁ ଭୁଶୁଡ଼ିଲା ପୋଲର ଗାର୍ଡ ୱାଲ୍, ରାସ୍ତାରେ ଫାଟକୁ ନେଇ ଜନଅସନ୍ତୋଷ

ଥୁଆମୂଳ ରାମପୁର, ୮ା୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଓଡ୍ରୀ ଗ୍ରାମପଞ୍ଚାୟତର ଦୋଳଗୁଡ଼ା ଠାରେ ବ୍ୟାପକ ସରକାରୀ ଅନୁଦାନ ହରିଲୁଟ୍‌ର ଚିତ୍ର…

ବଦଳିବ ଗ୍ରାମୀଣ ଚେହେରା, ଆଦର୍ଶ ଗ୍ରାମ ଯୋଜନାରେ ଗଞ୍ଜାମ ଜିଲାର ୧୮୧ ଗାଁ

ଛତ୍ରପୁର,୮।୭(ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତୀକରଣ ବିଭାଗ ମନ୍ତ୍ରଣାଳୟର ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନାରେ ଗତ ୯ ଟି ଆର୍ଥିକ ବର୍ଷର ଗଞ୍ଜାମ…

ମୁଖ୍ୟରାସ୍ତା ପାର୍ଶ୍ବରେ ମଦ ଦୋକାନ ଖୋଲିବାକୁ ବିରୋଧ, ଅବକାରୀ-ଥାନାରେ ଅଭିଯୋଗ

କେସିଙ୍ଗା,୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଓ ବଲାଙ୍ଗୀର ଜିଲାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶ୍ଵରେ ନିଶାନ୍ତ ବାର ଖୋଲିବାକୁ ୱାର୍ଡବାସୀ ବିରୋଧ କରି ଜିଲାପାଳ, ଜିଲା…

ଥୁଆମୂଳ ରାମପୁରରେ ୭୭ତମ ବନ ମହୋତ୍ସବ ସପ୍ତାହ, ବିଚାରପତି…

ଥୁଆମୂଳ ରାମପୁର,୮।୭(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଦକ୍ଷିଣ ବନାଞ୍ଚଳ ଏବଂ ତାଲୁକ ଆଇନ ସେବା ସମିତିର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ…

ବନ୍ୟା ପରିଚାଳନା ନେଇ ଓଡ଼ିଶା-ଛତିଶଗଡ଼ ମଧ୍ୟରେ ଆଲୋଚନା, ଅଣମୌସୁମୀ ଜଳ ବିବାଦ ପ୍ରଶ୍ନରେ ଚୁପ୍ ରହିଲେ ଛତିଶଗଡ଼ ଅଧିକାରୀ

​ସମ୍ବଲପୁର,୮।୭(ପ୍ରମୋଦ ବହିଦାର): ହୀରାକୁଦ ଅଶୋକ ନିବାସଠାରେ ବୁଧବାର ଓଡ଼ିଶା ଏବଂ ଛତିଶଗଡ଼ ଜଳସମ୍ପଦ ବିଭାଗ ସମେତ କେନ୍ଦ୍ରୀୟ ଜଳ ଆୟୋଗ (ସିଡବ୍ଲ୍ଯୁସି)ର ବରିଷ୍ଠ ଅଧିକାରୀମାନଙ୍କ ମଧ୍ୟରେ ଏକ…

ସମ୍ବଲପୁର ଆଞ୍ଚଳିକ ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ଯୋଗଦେଲେ ଉପମୁଖ୍ୟମନ୍ତ୍ରୀ, ମହିଳାଙ୍କୁ କହିଲେ ଇନଷ୍ଟାଗ୍ରାମରେ….

ସମ୍ବଲପୁର,୮।୭(ପ୍ରମୋଦ ବହିଦାର): ସମ୍ପ୍ରତ୍ତି କେବଳ ମହିଳାଙ୍କ ବିକାଶ ନୁହେଁ, ବରଂ ମହିଳାମାନଙ୍କ ନେତୃତ୍ୱରେ ସମାଜର ସର୍ବାଙ୍ଗୀନ ବିକାଶ ହେଉଛି। ମହିଳାଙ୍କ ବିକାଶରେ ମିଶନ ଶକ୍ତି ଓ ସୁଭଦ୍ରା…

ଆଗକୁ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ: ଏବେଠୁ କର୍ମୀଙ୍କୁ କର୍ଣ୍ଣମନ୍ତ୍ର ଦେବାକୁ ବିଜେଡିର ମେଳି

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): ଆଗକୁ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ। ଏଥିପାଇଁ ଏବେଠାରୁ ଗାଁଗାଁରେ ଲୋକଙ୍କୁ ବିଭିନ୍ନ ଦଳ ପକ୍ଷରୁ ଦିଆଯାଉଛି ମନ୍ତ୍ରଣା। ଏଭଳି ଦେଖିବାକୁ ମିଳିଛି କନ୍ଧମାଳ ଜିଲା…

ରାଇକିଆରେ ଶେଷ ପର୍ଯ୍ୟାୟରେ ରଥ ନିର୍ମାଣ କାର୍ଯ୍ୟ

ରାଇକିଆ,୮ା୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ରଥଯାତ୍ରା ପାଇଁ ଜଗନ୍ନାଥ ପୂଜା କମିଟି ତରଫରୁ ସମସ୍ତ ପ୍ରସ୍ତୁତି ଜୋର୍‌ସୋର୍‌ରେ ଚାଲିଛି। ରଥ ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri