ବାହାନଗା ବ୍ଲକ ୧୬ ନଂ. ଜାତୀୟ ରାଜପଥରେ ପୃଥକ ଦୁର୍ଘଟଣା: ୨ ଜଣଙ୍କ ଜୀବନ ଗଲା

ବାହାନଗା, ୧୯।୫(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ୧୬ ନଂ. ଜାତୀୟ ରାଜପଥର ମଙ୍ଗଳବାର ପୃଥକ ଦୁଇଟି ଦୃର୍ଘଟଣା ଘଟି ୨ଜଣଙ୍କ ମୃତ୍ୟୁ ଘଟିଛି।
ଭୁବନେଶ୍ବରରେ ପ୍ରବାସୀ ଓଡିଆଙ୍କୁ ଛାଡ଼ି ବସ୍‌ (ଓଡି୦୨ ବିଏଚ୍‌-୬୬୧୧) କୋଲକାତା ଫେରୁଥିବା ବେଳେ ଏକ ଟ୍ରକ୍‌(ଓଡି୦୧-କ୍ୟୁ ୨୬୭୪) ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଟ୍ରକ୍‌ ଡ୍ରାଇଭରଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି।
ସେହିପରି ଉକ୍ତ ଜାତୀୟ ରାଜପଥର ଓଳିଆପାଟଣା ଠାରେ ଏକ ଟ୍ରକ (ଏପି ୩୭-୫୬୬୭)ର ଚକା ଫାଟିଯିବାରୁ ରାସ୍ତା କଡ଼ରେ ଛିଡା ହୋଇଥିବା ବେଳେ କକୋଲକାତା ଆଡୁ ଆସୁଥିବା ଏକ ଲୁହା ପ୍ଲେଟ ବୋଝେଇ ଗାଡ଼ି (ନମ୍ବର ଓଡି ୦୪ ଏନ୍‌ ୯୩୯୫) ତାକୁ ଧକ୍କା ଦେଇଥିଲା। ଫଳରେ ଲୁହା ପ୍ଲଟ ବୁଝେଇ ଗାଡ଼ି ଉପରେ ଜଣେ ପ୍ରବାସୀ ବସିଥିବା ବେଳେ ଚାପି ହୋଇ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ଖବର ପାଇ ଖନ୍ତାପଡ଼ା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି କ୍ରେନ ଯୋଗେ ଦୃର୍ଘଟଣା ଗ୍ରସ୍ତ ଗାଡ଼ିଗୁଡିକୁ ଜବତକରି ଥାନାରେ ଅଟକ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଟପାଡ଼ରେ କଂଗ୍ରେସର ଚନ୍ଦ୍ରଶେଖର ମାଝି ଆଗେଇଲେ

ଜୟପୁର,୨୩ା୫(ନି.ପ୍ର.): କୋଟପାଡ଼ ବିଧାନସଭା ଆସନରେ ପ୍ରଥମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ଆଗରେ ଥିବାବେଳେ ଦ୍ୱିତୀୟ ରାଉଣ୍ଡରେ କଂଗ୍ରେସର ପ୍ରାର୍ଥୀ ଚନ୍ଦ୍ରଶେଖର ମାଝି ବିଜେଡିକୁ ପଛରେ ପକାଇଛନ୍ତି।...

ବାର୍‌କୁ ବିରୋଧ, ଥାନାରେ ମାମଲା

ବରଗଡ଼ ଅଫିସ୍‌,୨୦।୯: ବରଗଡ଼ ଜିଲା ଅତାବିରା ଥାନା ରେଙ୍ଗାଲିକ୍ୟାମ୍ପ ଛକରେ ଏକ ବାର୍‌ (ଅନ୍‌ ସପ୍‌ ମଦ ଦୋକାନ)କୁ ବିରୋଧ ସତ୍ତ୍ବେ ଖୋଲିବାକୁ ଉଦ୍ୟମ କରାଯିବା...

ଲିଜ୍‌ଧାରୀଙ୍କୁ ୧୭ କୋଟିରୁ ଊର୍ଦ୍ଧ୍ୱ ଜରିମାନା

ବାରିପଦା ଅଫିସ,୨୬।୪ ମୟୂରଭଞ୍ଜ ଜିଲା ବୁଢ଼ାବଳଙ୍ଗ ନଦୀରୁ ବେଆଇନ ବାଲି ଉତ୍ତୋଳନ ଓ ପରିବହନକୁ ନେଇ ବଡ଼ସାହି ତହସିଲ ଅଧୀନ ଦୁଇଟି ବାଲି ସଇରାତ ମାମଲାର...

ଖସୁଛି ପାରଦ: ଘନ କୁହୁଡ଼ିରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ

ଜି. ଉଦୟଗିରି,୧୫।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି. ଉଦୟଗିରି ସହରରେ ୩ ଦିନ ହେବ ପ୍ରବଳ ଶୀତ ଅନୁଭୂତ ହେଉଛି । ମଙ୍ଗଳବାର ସର୍ବନିମ୍ନ ତାପମାତ୍ରା ୭.୨...

ଚାଷୀଙ୍କ ଦୁର୍ଦ୍ଦଶା ବଢ଼ାଉଛି ଅଦିନିଆ ବର୍ଷା

ପଦ୍ମପୁର/ବନ୍ତ, ୧୫ା୧(ଡି.ଏନ.ଏ.) ଚଳିତବର୍ଷ ପ୍ରାକୃତିକ ବିପର୍ଯ୍ୟୟରେ ଚାଷୀମାନଙ୍କ ମେରୁଦଣ୍ଡ ଭାଙ୍ଗିଯାଇଛି। ଚାଷ ଆରମ୍ଭରେ ଅନିୟମିତତା ବର୍ଷା, ସାରର ଅଭାବୀ ବିକ୍ରି ପରେ ଲଘୁଚାପ ଜନିତ ବର୍ଷା...

ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ପୁରୀରୁ ଗିରଫ

ଜଳେଶ୍ୱର,୯।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ରାଇବଣିଆ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଘଟଣାରେ ଜଣଙ୍କୁ ଗିରଫ କରାଯାଇଛି।...

ଅନ୍‌ଲାଇନରେ ଚାକିରି ଖୋଜି ହରାଇଲେ ୩ ଲକ୍ଷ

ଅନୁଗୋଳ ଅଫିସ, ୨୨।୬  – ଅନୁଗୋଳ ଜିଲାରେ ସାଇବର ଅପରାଧୀମାନେ ଦିନକୁ ଦିନ ଅଧିକ ସକ୍ରିୟ ହେଉଛନ୍ତି। ଜଣେ ଯୁବତୀ ଅନ୍‌ଲାଇନ୍‌ରେ ଚାକିରି ଖୋଜିବା ବେଳେ...

ନଦୀରେ ବୁଡ଼ି ଶିଶୁ ମୃତ

କୁଆମରା ,୨୨ା୧(ଡ଼ି.ଏନ୍‌.ଏ.)- ଗୋପବନ୍ଧୁ ନଗର ବ୍ଲକ ଅଧୀନ ବରଡିହି ପଞ୍ଚାୟତର ପରିଛିପୁର ଗ୍ରାମର ଏକ ୪ ବର୍ଷର ଶିଶୁ ପୁତ୍ର ସୋନ ନଦୀରେ ବୁଡ଼ି ପ୍ରାଣ...

Advertisement
Archives

Model This Week