ବାହାରୁ ଫେରିଥିବା ଲୋକଙ୍କୁ ଖାଦ୍ୟ ମିଳୁ ନ ଥିବା ଅଭିଯୋଗ

କେନ୍ଦୁଝର,୧୭ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅନ୍ତର୍ଗତ କାଦଡିହା ଗ୍ରାମର ପ୍ରାଥମିକ ସ୍କୁଲରେ ୧୩ ଜଣ ମହିଳା ଓ ପୁରୁଷ ଗତ ୩ ତାରିଖରୁ ଅଲଗା ରହୁଥିଲେ ହେଁ ପଞ୍ଚାୟତ କିମ୍ବା ବ୍ଲକ ପକ୍ଷରୁ ଖାଦ୍ୟ ମିଳୁ ନ ଥିବା ଅଭିଯୋଗ କରିଛନ୍ତି। ସେମାନେ ବାହାରେ କାମ କରୁଥିଲେ ଏବଂ ଘରକୁ ଫେରିବା ପରେ ଉକ୍ତ ସ୍କୁଲରେ ରହୁଛନ୍ତି। ଏନେଇ ବାଂଶପାଳ ବିଡିଓ ଉଗ୍ରସେନ ଓରାମଙ୍କୁ ପଚାରିବାରୁ ସେ ଅବଗତ ନ ଥିବା କହିଛନ୍ତି। ଗ୍ରାମବାସୀ ସେମାନଙ୍କୁ ସ୍କୁଲରେ ରଖିଥିବେ। ସେ ଅନୁଧ୍ୟାନ କରିବେ ବୋଲି କହିଛନ୍ତି। ଅନ୍ୟପକ୍ଷରେ ସେମାନଙ୍କୁ ଆଶାଦିଦି ରଖିଥିବା ସୋନୁ ମୁଣ୍ଡା କହିଛନ୍ତି। ସେହିପରି ଗଜପୁର ଅନ୍ୟ କେତେକ ଗ୍ରାମରେ ବାହାରୁ ଆସି ବହୁ ଲୋକ ଅଲଗା ରହୁଥିଲେ ହେଁ ସହାୟତା ମିଳୁ ନ ଥିବା କିମ୍ବା ସଚେତନ କରାଯାଉ ନ ଥିବା ଅଭିଯୋଗ ହେଉଛି। ଏଣୁ ଏହାର ଯାଞ୍ଚ କରି ସହାୟତା ଦେବାକୁ ସ୍ଥାନୀୟ ସମାଜସେବୀ ରମାକାନ୍ତ ଡାଙ୍ଗୁଆ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

ଜୟପୁର,୧ା୮(ପବନ ପାଣିଗ୍ରାହୀ): ସ୍କୁଲରୁ ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଶୁକ୍ରବାର ୨ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ…

ଅବପାତ ଦୁର୍ବଳ: ପୁଣି ବଢିବ ବର୍ଷାର ପରିମାଣ, ଘଡ଼ଘଡ଼ି ବିଜୁଳି ସହିତ…

ଭୁବନେଶ୍ୱର,୧ା୮(ବନ୍ଦନା ସେଠୀ):ରାଜ୍ୟରୁ ଅବପାତର ଭୟ ଦୂରେଇ ଥିବାବେଳେ ବର୍ଷାର ପରିମାଣ ବି କମିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର ସୂଚନା ଅନୁଯାୟୀ, ପଶ୍ଚିମ ବିଦର୍ଭ ଓ ସଂଲଗ୍ନ…

ଆଜି ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ: ପର୍ଯ୍ୟଟକଙ୍କ ମଧ୍ୟରେ ଆନନ୍ଦ

ରାଜନଗର, ୧ା୮(ଭାସ୍କର ରାଉତରାୟ):ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ୩ ମାସ ଧରି ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିଥିବା ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ତାରିଖ ଶନିବାର ଖୋଲାଯିବ।…

ପାଟଶାଢ଼ିରେ ସମ୍ବଲପୁରୀ ଦିନ୍‌: ଚର୍ଚ୍ଚାରେ ହେମାଞ୍ଚଳ

ସୋନପୁର,୧।୮(ମୃତ୍ୟୁଞ୍ଜୟ ଶତପଥୀ):ସୂକ୍ଷ୍ମ କାରିଗରି ପାଇଁ ସୁବର୍ଣ୍ଣପୁର ଜିଲାର ବୁଣାକାରଙ୍କ ଦେଶ ବିଦେଶରେ ସୁନାମ ରହିଛି। ସେମିତି ଜଣେ ଯୁବ ବୁଣାକାର ହେଲେ ସୋନପୁର ବ୍ଲକ ହରଡ଼ଖୋଲ ଗ୍ରାମର…

ଗାଧୋଇବା ବେଳେ ହଠାତ ବଢ଼ିଗଲା ପାଣିର ସ୍ରୋତ, ବୁଡ଼ିଯାଉଥିବା ବେଳେ ୨ ଜଣଙ୍କୁ…

କେନ୍ଦୁଝର, ୩୧।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାସ୍ଥିତ କାନପୁର ବୃହତ ଜଳସେଚନ ପ୍ରକଳ୍ପ କେନାଲରେ ଗାଧୋଇବା ସମୟରେ ପ୍ରବଳ ସ୍ରୋତରେ ଭାସି ଯାଉଥିବା ଦୁଇ ଜଣ ବ୍ୟକ୍ତିଙ୍କୁ…

ସାଙ୍ଗମାନଙ୍କ ସହ ଶୋଇଥିଲେ, ସାପ କାମୁଡ଼ାରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ, ଅଞ୍ଚଳରେ…

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମପଞ୍ଚାୟତର ବାର୍ଷିକୋଣା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସାପ…

ଭୀଷ୍ମଗିରି ଉଚ୍ଚ ବିଦ୍ୟାଳୟରେ ପାଚିକା ସହାୟିକାମାନଙ୍କୁ ରୋଷେଇ ସମୟରେ ସୁରକ୍ଷା

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ସ୍ଥିତ ପିଏମଶ୍ରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ କାର୍ଯ୍ଯରତ ପାଚିକା…

ଦୁର୍ଗମ ଗାଁରେ ଉପଜିଲାପାଳଙ୍କ ଗସ୍ତ, ଆଦିବାସୀଙ୍କ ସମସ୍ୟା ଶୁଣିଲେ

ବଞ୍ଚୋ, ୩୧ ଜୁଲାଇ (ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ପନସଡ଼ିହା ପଞ୍ଚାୟତର ଅତି ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ଗ୍ରାମଗୁଡ଼ିକୁ ଉପଜିଲାପାଳ ନୀଳମାଧବ ସୁନା, ବିଡିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri