Posted inଜାତୀୟ

ବାହାରେ ଛେପ ପକାଇବା ଦଣ୍ଡନୀୟ ଅପରାଧ: ଦେବାକୁ ପଡ଼ିବ ଜରିମାନା !

ଅହମଦାବାଦ, ୧୫।୩: କରୋନା ସଂକ୍ରମଣ ନେଇ ଗୁଜରାଟ ସରକାରଙ୍କ ପକ୍ଷରୁ ସଚେତନତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ବାହାରେ ଛେପ ପକାଇବାକୁ ସରକାରଙ୍କ ପକ୍ଷରୁ ଲୋକଙ୍କୁ ବାରଣ କରାଯାଇଛି। ବାହାରେ ଛେପ ପକାଇବାକୁ ଦଣ୍ଡନୀୟ ଅପରାଧ ଭାବେ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଏହାର ଅମାନ୍ୟ କରୁଥିବା ବ୍ୟକ୍ତି ବିଶେଷଙ୍କ ବିରୋଧରେ ଜରିମାନା ଲାଗୁ କରାଯିବ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ନୋଟିସ ଜାରି ହୋଇଛି। ଏନେଇ ସ୍ବାସ୍ଥ୍ୟ ସଚିବ ଜୟନ୍ତୀ ରାୟ ସୂଚନା ଦେଇଛନ୍ତି। ଭାରତୀୟ ମହାମାରୀ ଅଧିନିୟମ ୧୮୯୭ ଅନ୍ତର୍ଗତ ଏଭଳି ପଦେକ୍ଷପ ଗ୍ରହଣ କରାଯାଇଥିବା ସେ କହିଛନ୍ତି। ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କେରୋନା ସଂକ୍ରମଣ ଦୃଷ୍ଟିଗୋଚର ହୋଇ ନାହିଁ। ତେବେ ସୁରକ୍ଷା ଦୃଷ୍ଟିରୁ ରାଜ୍ୟ ସରକାରଙ୍କ ପକ୍ଷରୁ ଏପରି ନିଷ୍ପତ୍ତି ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟ ବିଭାଗ ସମ୍ଭାଳିବେ ସିସୋଡିଆ

ନୂଆଦିଲ୍ଲୀ,୧୮।୬: ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ଅନୁପସ୍ଥିତରେ ଏବେ ତାଙ୍କ ବିଭାଗର ଦାୟିତ୍ୱ ସମ୍ଭାଳିବେ ଉପମୁଖ୍ୟନ୍ତ୍ରୀ ମନିଷ ସିସୋଡିଆ। ତେବେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ କରୋନା ଟେଷ୍ଟ ରିପୋର୍ଟ...

ଚାର୍‌ ଧାମ ଯାତ୍ରା ବାତିଲ

ଡେରାଡୁନ୍‌,୨୯ା୪: କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ଉତ୍ତରାଖଣ୍ଡ ସରକାର ଗଙ୍ଗୋତ୍ରୀ, ଯମୁନୋତ୍ରୀ, କେଦାରନାଥ ଏବଂ ବଦ୍ରିନାଥକୁ ୪ ଧାମ୍‌ ଯାତ୍ରା ବାତିଲ କରିଛନ୍ତି। ଗୁରୁବାର ସରକାରଙ୍କ...

ଚର୍ମ କର୍କଟ ଉପରେ ଗବେଷଣା: ପ୍ରଫେସରଙ୍କୁ ୮୨ ଲକ୍ଷ ଫେଲୋଶିପ୍‌

ରାୟପୁର,୨୪।୪: ଛତିଶଗଡ଼ ରାୟପୁର ସ୍ଥିତ ପଣ୍ଡିତ ରବିଶଙ୍କର ଶୁକ୍ଳା ବିଶ୍ୱବିଦ୍ୟାଳୟର ପ୍ରଫେସର ଡ. ଅମ୍ବର ବ୍ୟାସ୍‌ଙ୍କୁ ଚର୍ମ କର୍କଟ ଉପରେ ଗବେଷଣା ପାଇଁ ୮୧ ଲକ୍ଷ...

ଅନ୍‌ଲାଇନ୍‌ରେ ଚିହ୍ନଟ ହେବ କରୋନା ଆକ୍ରାନ୍ତଙ୍କ ମୃତଦେହ: ପୋର୍ଟାଲରେ ମିଳିବ ସୂଚନା

ଥିରୁଭାନ୍ତମପୁରମ,୬।୮: କେରଳରେ କରୋନା ଦୈନିକ ସଂକ୍ରମଣ ମାମଲା କ୍ରମାଗତ ଭାବେ ବଢ଼ିବାରେ ଲାଗିଛି। ଏଥିସହ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ଦିନକୁ ଦିନ ବୃଦ୍ଧି...

ସ୍ତନ୍ୟପାନ କରାଉଥିବା ମା’ଙ୍କୁ ମିଳୁ ଓ୍ବାର୍କ ଫ୍ରମ୍‌ ହୋମ୍‌ ସୁବିଧା: ରାଜ୍ୟ ସରକାରଙ୍କୁ କେନ୍ଦ୍ରର ପରାମର୍ଶ …

ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସ୍ଥିତି ହୋଇଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ ସମସ୍ତ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳକୁ ନୂଆ...

ନିର୍ଭୟା ଦୋଷୀଙ୍କ ସୁରକ୍ଷା ପାଇଁ ପ୍ରତିଦିନ ଖର୍ଚ୍ଚ ହେଉଛି ୫୦ ହଜାର ଟଙ୍କା

ନୂଆଦିଲ୍ଲୀ, ୨୩।୧: ନିର୍ଭୟା ଗଣବଳାତ୍କାର ଏବଂ ହତ୍ୟା ମାମଲାରେ ୪ ଦୋଷୀଙ୍କ ସୁରକ୍ଷା ପାଇଁ ଜେଲ୍‌ ପ୍ରଶାସନ ପ୍ରତିଦିନ ୫୦ ହଜାର ଟଙ୍କା ଖର୍ଚ୍ଚ କରୁଛି।...

ନବଜାତ ଶିଶୁପୁତ୍ରଙ୍କ ନାମ ‘ନାଗରିକତା’ ରଖିଲେ ଶରଣାର୍ଥୀ ମହିଳା

ନୂଆଦିଲ୍ଲୀ,୧୨।୧୨: ନାଗରିକତା ସଂଶୋଧନ ବିଲ୍‌ ନେଇ ରାଜ୍ୟ ସଭାରେ ଗୃହୀତ ହୋଇଛି। ଏବେ ପାକିସ୍ତାନ, ବାଂଲାଦେଶ, ଆଫଗାନିସ୍ତାନରୁ ଭାରତକୁ ଆସିଥିବା ଅଣ-ମୁସଲମାନ ଶରଣାର୍ଥୀଙ୍କୁ ଭାରତୀୟ ନାଗରିକତା...

ଥମିବାର ନାଁ ଧରୁନି ସଂକ୍ରମଣ…

ନୂଆଦିଲ୍ଲୀ,୧୮।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪...

Advertisement
Archives

Model This Week