Posted inଜାତୀୟ

ବାହାରେ ଛେପ ପକାଇବା ଦଣ୍ଡନୀୟ ଅପରାଧ: ଦେବାକୁ ପଡ଼ିବ ଜରିମାନା !

ଅହମଦାବାଦ, ୧୫।୩: କରୋନା ସଂକ୍ରମଣ ନେଇ ଗୁଜରାଟ ସରକାରଙ୍କ ପକ୍ଷରୁ ସଚେତନତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ବାହାରେ ଛେପ ପକାଇବାକୁ ସରକାରଙ୍କ ପକ୍ଷରୁ ଲୋକଙ୍କୁ ବାରଣ କରାଯାଇଛି। ବାହାରେ ଛେପ ପକାଇବାକୁ ଦଣ୍ଡନୀୟ ଅପରାଧ ଭାବେ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଏହାର ଅମାନ୍ୟ କରୁଥିବା ବ୍ୟକ୍ତି ବିଶେଷଙ୍କ ବିରୋଧରେ ଜରିମାନା ଲାଗୁ କରାଯିବ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ନୋଟିସ ଜାରି ହୋଇଛି। ଏନେଇ ସ୍ବାସ୍ଥ୍ୟ ସଚିବ ଜୟନ୍ତୀ ରାୟ ସୂଚନା ଦେଇଛନ୍ତି। ଭାରତୀୟ ମହାମାରୀ ଅଧିନିୟମ ୧୮୯୭ ଅନ୍ତର୍ଗତ ଏଭଳି ପଦେକ୍ଷପ ଗ୍ରହଣ କରାଯାଇଥିବା ସେ କହିଛନ୍ତି। ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କେରୋନା ସଂକ୍ରମଣ ଦୃଷ୍ଟିଗୋଚର ହୋଇ ନାହିଁ। ତେବେ ସୁରକ୍ଷା ଦୃଷ୍ଟିରୁ ରାଜ୍ୟ ସରକାରଙ୍କ ପକ୍ଷରୁ ଏପରି ନିଷ୍ପତ୍ତି ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ବିବାହରେ କେରଳ ସରକାର ଯୋଗାଇ ଦେବେ ଘର

ଥିରୁଭାନନ୍ତପୁରମ,୭।୩: କେରଳ ସରକାର ଏବେ ଇଣ୍ଟର-କାଷ୍ଟ ମ୍ୟାରେଜ ପାଇଁ ଘର ଯୋଗାଇ ଦେବେ ବୋଲି କହିଛନ୍ତି। କେରଳର ସ୍ବାସ୍ଥ୍ୟମନ୍ତ୍ରୀ କେକେ ଶୈଳଜା ଶନିବାର ଏହି ସୂଚନା...

ଅପରେଶନ ଧ୍ୱସ୍ତ: ୩୨୪ ସ୍ଥାନରେ ଚଢ଼ାଉ

ନୂଆଦିଲ୍ଲୀ,୧୮ା୫: ଆତଙ୍କବାଦୀ-ଗ୍ୟାଙ୍ଗ୍‌ଷ୍ଟର-ନାର୍କୋ ମେଣ୍ଟ ବିରୋଧରେ ୯ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୩୨୪ ସ୍ଥାନରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ପକ୍ଷରୁ ବୁଧବାର ଚଢ଼ାଉ କରାଯାଇଛି।...

ବଢ଼ିଲା କରୋନା ଗ୍ରାଫ୍‌: ୨୪ ଘଣ୍ଟାରେ ୨୫ ହଜାରରୁ ଅଧିକ ଆକ୍ରାନ୍ତ

ନୂଆଦିଲ୍ଲୀ,୧୪।୩: ଦେଶରେ ପୁଣି କରୋନା ଗ୍ରାଫ୍‌ ବଢ଼ିବାରେ ଲାଗିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ସଂଖ୍ୟା ବୃଦ୍ଧି ପାଇ ଚାଲିଛି। ସରକାରଙ୍କ ଚିନ୍ତା ବଢ଼ିବା ସହିତ ପୁଣି...

୨୦ ବର୍ଷ ସରକାରୀ ଜମିରେ ବାସ କରୁଥିବା ଯାଯାବର ଲୋକଙ୍କ ନାମରେ ହେବ ଜମି ମାଲିକାନା…

ଚଣ୍ଡିଗଡ଼, ୧୬।୬ : ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ଘୋଷଣା କରିଛନ୍ତି ଯେ ୨୦ ବର୍ଷ ଧରି ସରକାରୀ ଜମିରେ ବାସ କରୁଥିବା ଯାଯାବର...

ଉମେଶ ପାଲ୍‌ ହତ୍ୟା ପାଇଁ ଜେଲରୁ ହୋଇଥିଲା ଷଡ଼ଯନ୍ତ୍ର

ନୂଆଦିଲ୍ଲୀ, ୧।୩: ୨୦୦୫ରେ ବିଏସ୍‌ପି ବିଧାୟକ ରାଜୁ ପାଲ୍‌ ହତ୍ୟା ମାମଲାର ମୁଖ୍ୟ ସାକ୍ଷୀ ଥିବା ଉମେଶ ପାଲ୍‌ଙ୍କୁ ହତ୍ୟା କରିବା ପାଇଁ ଉତ୍ତରପ୍ରଦେଶର ବରେଲି...

ଦେଶରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧,୭୧୮ ନୂଆ କରୋନା ସଂକ୍ରମିତ

ନୂଆଦିଲ୍ଲୀ,୩୦।୪: ଦେଶରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧,୭୧୮ ନୂଆ ରୋଗୀ ଚିହ୍ନଟ ହେବା ପରେ ଏବେ...

କେନ୍ଦ୍ର ସରକାରଙ୍କୁ ସୁପ୍ରିମ୍‌କୋର୍ଟଙ୍କ ଛାଟ…

ନୂଆଦିଲ୍ଲୀ,୬।୯: ଟ୍ରିବ୍ୟୁନାଲ ସଂସ୍କାର ଆଇନ ପ୍ରଣୟନ ନେଇ କେନ୍ଦ୍ର ସରକାରଙ୍କୁ ସୁପ୍ରିମକୋର୍ଟ କଡ଼ା ସମାଲୋଚନା କରିଛନ୍ତି। ସଂସ୍କାର ଅଧିନିୟମ ସଂସ୍କାର ଆଇନ ଦ୍ୱାରା ଟ୍ରିବ୍ୟୁନାଲର ସଦସ୍ୟ...

ମୁଖ୍ୟମନ୍ତ୍ରୀ ହେବାକୁ ଚାହୁଁ ନାହାନ୍ତି ନୀତୀଶ!

ପାଟନା,୧୨ ।୧୧: ବିହାର ବିଧାନସଭା ନିର୍ବାଚନରେ ଏନ୍‌ଡିଏକୁ ବହୁମତ ମିଳିଥିବା ବେଳେ ଏବେ ସେ ସରକାର ଗଠନ କରିବାକୁ ଯାଉଛି । ହେଲେ ନୀତୀଶ କୁମାର...

Advertisement
Archives

Model This Week