ବାହାର ରାଜ୍ୟରୁ ଆସୁଥିବା ଓଡ଼ିଆଙ୍କୁ ଡିଜିପିଙ୍କ କଡ଼ା ଚେତାବନୀ

ଭୁବନେଶ୍ୱର, ୪ା୫(ବ୍ୟୁରୋ): ବାହାର ରାଜ୍ୟରୁ ଫେରୁଥିବା ପ୍ରବାସୀ ଓଡ଼ିଆଙ୍କୁ ଡିଜିପି ଅଭୟ କଡ଼ା ଚେତାବନୀ ଦେଇଛନ୍ତି। କ୍ୱାରାଣ୍ଟାଇନ ନିୟମ ମାନିବାକୁ ସେ ଟୁଇଟ୍‌ କରି ଅପିଲ୍‌ କରିଛନ୍ତି। ସେ ଟୁଇଟ୍‌କରି କହିଛନ୍ତି ଯେ, ପ୍ରବାସୀ ଓଡ଼ିଆମାନେ କ୍ୱାରାଣ୍ଟାଇନ ନିୟମ ନ ମାନିଲେ ଆଇନ ଅନୁସାରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ। ଅନ୍ୟକୁ କ୍ଷତି ପହଞ୍ଚାଉଥିବା କୌଣସି ହରକତକୁ ବରଦାସ୍ତ କରାଯିବ ନାହିଁ। ନିୟମରେ କୌଣସି ବି ଅବହେଳା ହେଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଡିଜିପି ଟୁଇଟ୍‌କରି ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁର୍ମୂଷୁ ଅବସ୍ଥାରେ ମଠ ମହନ୍ତଙ୍କୁ ବ୍ୟାଙ୍କକୁ ବୋହି ଆଣିଲେ ଶିଷ୍ୟ

ଭବାନୀପାଟଣା/ଧର୍ମଗଡ଼,୭।୭(ସ୍ବ.ପ୍ର./ଡି.ଏନ.ଏ.): କଳାହାଣ୍ଡି ଜିଲା ଧର୍ମଗଡ଼ ଷ୍ଟେଟ ବ୍ୟାଙ୍କରୁ ଟଙ୍କା ଉଠାଣ ପାଇଁ ଜଣେ ମୁମୂର୍ଷୁ ବୃଦ୍ଧ ମହନ୍ତଙ୍କୁ ବୋହି ଆଣାଯାଇଛି। ମହନ୍ତଙ୍କୁ ବୋହି ଆଣୁଥିବା ଦୃଶ୍ୟ...

ଗଣମାଧ୍ୟମ ପରାମର୍ଶଦାତା ପଦରୁ ମାନସ ମଙ୍ଗରାଜଙ୍କ ଇସ୍ତଫା

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ପଦରୁ ମାନସ ରଞ୍ଜନ ମଙ୍ଗରାଜ ଇସ୍ତଫା ଦେଇଛନ୍ତି। ରାଜ୍ୟ ସଭା ପ୍ରାର୍ଥୀ ଭାବେ ମନୋନୀତ ହେବା ପରେ ସେ...

ଗଞ୍ଜାମରେ ସମୁଦ୍ର ପଥ ମୁକୁଳା, ସୁରକ୍ଷା ଚିନ୍ତା

ଛତ୍ରପୁର,୭ା୨(ଡି.ଏନ.ଏ.)- ଗଞ୍ଜାମ ଜିଲା ଦେଇଯାଇଥିବା ସମୁଦ୍ର ପଥ ମୁକୁଳା ରହିଛି। ଏନେଇ ସୁରକ୍ଷା ଚିନ୍ତା ଆହୁରି ବଢିଯାଇଛି। ସାମୁଦ୍ରିକ ଥାନା ବୋଟ୍‌ରେ ସମୁଦ୍ରରେ ପାଟ୍ରୋଲିଂ ହୋଇପାରୁନି।...

ଖସିଲା ପାରଦ, ତାତିରୁ ତ୍ରାହି

ଭୁବନେଶ୍ୱର,୨୦।୪(ବ୍ୟୁରୋ): ଶେଷରେ ତାତିରୁ ତ୍ରାହି ମିଳିଛି। କିଛିଦିନ ହେବ ୪୦ ଡିଗ୍ରୀ ଉପରେ ରହୁଥିବା ରାଜ୍ୟର ଅନେକ ସହରର ତାପମାତ୍ରା ଶୁକ୍ରବାର ହ୍ରାସ ପାଇଛି। ସବୁ ସହରରେ...

ଅନୁପଙ୍କୁ ରାତିଅଧିଆ ମାରାଥନ ଜେରା

ଝାରସୁଗୁଡ଼ା, ୨୨।୨(ଡି.ଏନ.ଏ.): ବହୁ ଚର୍ଚ୍ଚିତ କଳ୍ପନା ଦାଶ ଓ ତାଙ୍କ ଝିଅ ବବ୍‌ଲି ହତ୍ୟା ଘଟଣାରେ ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ଛତିଶଗଡ ପୋଲିସ ମାରାଥନ...

ଆଇସିୟୁରେ ବାପା, ପାରିବାରିକ ବିବାଦ ମାମଲା ଶୀଘ୍ର ସାରିବାକୁ ବର୍ଷାଙ୍କୁ ଅନୁଭବଙ୍କ ଟୁଇଟ୍‌

କଟକ ଅଫିସ,୧୪ା୩: କେନ୍ଦ୍ରାପଡ଼ା ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଓ ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ଚାଲିଥିବା ପାରିବାରିକ କଳହ...

ବିମାନବନ୍ଦରରେ ଦେଖାଇବାକୁ ପଡ଼ିବ ଆରଟି-ପିସିଆର ନେଗେଟିଭ ରିପୋର୍ଟ

କୋଲକାତା,୧୪।୪: ସାରା ଦେଶରେ କରୋନା ପ୍ରକୋପ ଜାରି ରହିଛି। ଦିନକୁ ଦିନ କରୋନା ମାମଲା ବୃଦ୍ଧି ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି।...

୧୨ ଘଣ୍ଟା ବାଲେଶ୍ୱର ବନ୍ଦ

ବାଲେଶ୍ୱର ଅଫିସ, ୧୭ା୬ ବାଲେଶ୍ୱର ଜିଲା ପୋଲିସ ପ୍ରଶାସନର ନିଷ୍କ୍ରିୟତା ଯୋଗୁ ସହରରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡିଛି। ଏହାର ପ୍ରତିବାଦରେ ଗୁରୁବାର ପୂର୍ବାହ୍ନ ୬ଟାରୁ ସନ୍ଧ୍ୟା...

Advertisement
Archives

Model This Week