ବାହାର ରାଜ୍ୟରୁ ଆସୁଥିବା ଓଡ଼ିଆଙ୍କୁ ଡିଜିପିଙ୍କ କଡ଼ା ଚେତାବନୀ

ଭୁବନେଶ୍ୱର, ୪ା୫(ବ୍ୟୁରୋ): ବାହାର ରାଜ୍ୟରୁ ଫେରୁଥିବା ପ୍ରବାସୀ ଓଡ଼ିଆଙ୍କୁ ଡିଜିପି ଅଭୟ କଡ଼ା ଚେତାବନୀ ଦେଇଛନ୍ତି। କ୍ୱାରାଣ୍ଟାଇନ ନିୟମ ମାନିବାକୁ ସେ ଟୁଇଟ୍‌ କରି ଅପିଲ୍‌ କରିଛନ୍ତି। ସେ ଟୁଇଟ୍‌କରି କହିଛନ୍ତି ଯେ, ପ୍ରବାସୀ ଓଡ଼ିଆମାନେ କ୍ୱାରାଣ୍ଟାଇନ ନିୟମ ନ ମାନିଲେ ଆଇନ ଅନୁସାରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ। ଅନ୍ୟକୁ କ୍ଷତି ପହଞ୍ଚାଉଥିବା କୌଣସି ହରକତକୁ ବରଦାସ୍ତ କରାଯିବ ନାହିଁ। ନିୟମରେ କୌଣସି ବି ଅବହେଳା ହେଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଡିଜିପି ଟୁଇଟ୍‌କରି ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ବିଭାଗ ଚଢ଼ାଉକୁ ନେଇ ଉତ୍ତେଜନା

ପରଜଙ୍ଗ, ୬।୯(ଡି.ଏନ୍‌.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ବଜାରରେ ଥିବା ବ୍ୟବସାୟିକ ପ୍ରତିଷ୍ଠାନରେ ଶୁକ୍ରବାର ବିଦ୍ୟୁତ୍‌ ବିଭାଗ ପକ୍ଷରୁ ଚଢ଼ାଉକୁ ନେଇ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଛି।...

ହରିଦାସପୁର ପିଇଓ ସ୍ମିତାରାଣୀ ମୃତ୍ୟୁ ଘଟଣା: ମହିଳା କମିଶନ ଅଧ୍ୟକ୍ଷାଙ୍କ ଇସ୍ତଫା ଦାବି ତେଜିଲା

ଭୁବନେଶ୍ୱର,୨୯ା୧୦(ବ୍ୟୁରୋ): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ (ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ରହସ୍ୟଜନକ ମୃତ୍ୟୁକୁ ନେଇ ଆନ୍ଦୋଳନକୁ ତୀବ୍ର କରିଛି ଭାଜପା।...

ମହାରାଷ୍ଟ୍ରରେ କରୋନା ନେଲାଣି ୩୦୧ ମୁଣ୍ଡ

ମୁମ୍ବାଇ,୨୫।୪: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପୁଥିବା ବେଳେ ଏବେ ଏହା ଏକ ପ୍ରକାର ଅଣାୟତ୍ତ ହୋଇ ପଡିଲାଣି ବୋଲି କୁହାଯାଉଛି। ପ୍ରତିଦିନ ଏଠାରେ...

ପୁରୀରେ ୭ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, ଶ୍ରୀମନ୍ଦିର ସୌନ୍ଦର୍ଯ୍ୟକରଣ ପ୍ରକଳ୍ପର କଲେ ସମୀକ୍ଷା

ପୁରୀ ଅଫିସ, ୧୬ା୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ପୁରୀ ଗସ୍ତରେ ଆସି ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ୭ଟି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ମୁଖ୍ୟମନ୍ତ୍ରୀ...

ଯୁବପିଢ଼ିଙ୍କ ଦକ୍ଷତା ବିକାଶକୁ ଗୁରୁତ୍ୱ

ଭୁବନେଶ୍ୱର,୧୬ା୭(ବ୍ୟୁରୋ): ଓଡ଼ିଶାର ଯୁବପିଢ଼ିଙ୍କ ଦକ୍ଷତା ବୃଦ୍ଧି ସହ ସେମାନଙ୍କ ଲାଗି ନିଯୁକ୍ତି ସୁଯୋଗ ସୃଷ୍ଟି କରିବାକୁ ରାଜ୍ୟ ସରକାର ବିଭିନ୍ନ ସଂସ୍ଥା ସହ ୪ଟି ଏମ୍‌ଓୟୁ...

ସାନିଟାଇଜ ସହ ଭୂତାଣୁନାଶକ ଧୂଆଁ ସ୍ପ୍ରେ

ଭୁବନେଶ୍ୱର, ୨।୪ (ବ୍ୟୁରୋ)/ କଟକରୋଡ, (ଡି.ଏନ.ଏ.): କରୋନା ଭୂତାଣୁ ସଂକ୍ରମଣରୁ ଭୁବନେଶ୍ୱରକୁ ରକ୍ଷା କରିବା ପାଇଁ ଆରମ୍ଭ ହୋଇଛି ବିଶୋଧନ କାର୍ଯ୍ୟକ୍ରମ। ବୁଧବାର ଦ୍ୱିତୀୟ ଦିନରେ...

ସାନିଟାଇଜ୍‌ ହେଲା ସଂକ୍ରାମକ ରୋଗ ଚିକିତ୍ସାଳୟ

ପୁରୀ ଅଫିସ,୨।୪: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ପ୍ରଶାସନ ପକ୍ଷରୁ ବୁଧବାର ସଂକ୍ରାମକ ରୋଗ ଚିକିତ୍ସାଳୟ (ଆଇଡିଏଚ୍‌)କୁ ସାନିଟାଇଜ୍‌ କରାଯାଇଛି। ଏହା ପରିସରରେ ଥିବା...

ରାଜ୍ୟରେ ୨୮୫୧ ଡାକ୍ତର ପଦବୀ ଖାଲି

ଭୁବନେଶ୍ୱର, ୨।୭(ବ୍ୟୁରୋ)- ରାଜ୍ୟରେ ବର୍ତ୍ତମାନ ୨୮୫୧ ଡାକ୍ତର ପଦବୀ ଖାଲି ପଡ଼ିଛି। ଏଥିମଧ୍ୟରୁ ମୟୂରଭଞ୍ଜ ଜିଲାରେ ସର୍ବାଧିକ ୧୯୯ଟି ପଦବୀ ରହିଛି। ସେହିଭଳି ଗଞ୍ଜାମରେ ୧୮୯...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *