ବାହାର ରାଜ୍ୟର ଶ୍ରମିକଙ୍କୁ ବଣ୍ଟାଗଲା ରନ୍ଧାଖାଦ୍ୟ

ରାଇକିଆ,୨୮।୩(ଡି.ଏନ୍‌.ଏ.)- କରୋନା ସାଧାରଣ ଦିନ ମଜୁରିଆଙ୍କ ଚିନ୍ତା ବଢ଼ାଇଛି। ବିଶେଷକରି ବାହାର ରାଜ୍ୟରୁ ଆସି ଦିନମଜୁରିଆ ଭାବେ କାମ କରୁଥିବା ଶ୍ରମିକ ପରିବାର ଲକ୍‌ଡାଉନ କଟକଣା ପରେ ସମସ୍ୟାରେ ଘାଣ୍ଟି ହେଉଛନ୍ତି। ଏହା ନଜରକୁ ଆସିବା ପରେ ସେମାନଙ୍କ ପାଇଁ ପ୍ରଶାସନ ତରଫରୁ ଶନିବାର ରନ୍ଧାଖାଦ୍ୟ ବ୍ୟବସ୍ଥା କରାଯାଇଥିଲା। ମଧ୍ୟପ୍ରଦେଶ ଭୋପାଳରୁ ଆସି ଅଟକି ଯାଇଥିବା କେତେକ ପରିବାରଙ୍କୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଇ ଥିଲା। ବିଡ଼ିଓ ପ୍ରବୀଣ ବାଣୁଆ, ରାଇକିଆ ସରପଞ୍ଚ ପଞ୍ଚୁ ପ୍ରଧାନ, ବେରେଡାକିଆ ସରପଞ୍ଚ ରଶ୍ମିତା ପ୍ରଧାନଙ୍କ ଉପସ୍ଥିତିରେ ଖାଦ୍ୟ ଦିଆଯିବା ସହିତ କିଭଳି ସୁରକ୍ଷିତ ରହିବେ ସେ ନେଇ ପରାମର୍ଶ ଦିଆ ଯାଇଥିଲା। ସେହିପରି ରାଇକିଆ ବଜାରରେ ବୁଲୁଥିବା କିଛି ମାନସିକ ବିକାରଗ୍ରସ୍ତଙ୍କୁ ମଧ୍ୟ ଖାଦ୍ୟ ଯୋଗାଇ ଦିଆ ଯାଇଥିଲା। ଏଥିରେ କିଛି ସ୍ଥାନୀୟ ଯୁବକ ଏବଂ ସ୍ବେଛାସେବୀ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ଘେରରେ ୨୦ରୁ ଊର୍ଦ୍ଧ୍ୱ ଗାଁ 

ବାଲୁଗାଁ ,୧୮ା୭(ଡି.ଏନ୍‌.ଏ.): ଲଗାଣ ବର୍ଷା ଯୋଗୁ ଚିଲିକା ବ୍ଲକ ଅଧୀନ ୨୦ରୁ ଊର୍ଦ୍ଧ୍ୱ ଗ୍ରାମ ଜଳବନ୍ଦୀରେ ରହିଥିବା ବେଳେ ଏକାଧିକ ଗ୍ରାମକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛି। ବର୍ଷା...

ଯନ୍ତ୍ରୀରେ ମାଓବାଦୀ-ପୋଲିସ ଗୁଳିବିନିମୟ ଘଟଣା: ଜଣେ ମାଓବାଦୀ ମୃତ, ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ

ମାଲକାନଗିରି,୨୭।୧୧।(ଡି.ଏନ୍‌.ଏ.)-ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଯନ୍ତ୍ରୀ ପଞ୍ଚାୟତ ତୋଟାଗୁଡା ଜଙ୍ଗଲରେ ଗୁରୁବାର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏଥିରେ ଜଣେ ହାଡକୋର...

କରୋନା ପ୍ରଭାବ: ଜିଲା ପ୍ରଶାସନ ପକ୍ଷରୁ ଦଣ୍ଡନାଚ ବନ୍ଦ ନିର୍ଦ୍ଦେଶ

ହିିଞ୍ଜିଳିକାଟୁ, ୧୬ା୩(ଡି.ଏନ୍‌.ଏ.): କରୋନାକୁ ନେଇ ସବୁଆଡେ ଭୟର ବାତାବରଣ ସୃଷ୍ଟି ହୋଇଥିବା ବେଳେ ଏବେ ଓଡ଼ିଶାରେ ପ୍ରଥମ କରୋନା ଭାଇରସ ପଜିଟିଭ ସ୍ପଷ୍ଟ ହୋଇଛି। ଏ...

ଝାରସୁଗୁଡ଼ା ଦ୍ୱିତୀୟ କରୋନା ପଜିଟିଭ୍‌ ଲଖନ୍‌ପୁର ଅଞ୍ଚଳର, ୪୦ ବର୍ଷୀୟ ମହିଳା

ଝାରସୁଗୁଡା ଅଫିସ,୩।୫- ଝାରସୁଗୁଡା ଜିଲା ବ୍ରଜରାଜନଗର ମୁନିସିପାଲିଟି ଅଧୀନ ବୁଢ଼ୀଜାମ ଅଞ୍ଚଳକୁ ପଶ୍ଚିମବଙ୍ଗ ଅଞ୍ଚଳରୁ ଆସିଥିବା ଜଣେ ୧୮ ବର୍ଷିଆ ଯୁବତୀଙ୍କ ଗତ ବୁଧବାର କରୋନା...

ଲଗାଣ ବର୍ଷାରେ ଭୁଶୁଡ଼ିଲା କାନ୍ଥ

ଦିଗପହଣ୍ଡି,୧୩।୧୦(ଡି.ଏନ୍‌.ଏ.): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗତ ଦୁଇଦିନ ହେଲା ବର୍ଷା ଲାଗି ରହିଛି। ତୁହାକୁ ତୁହା ବର୍ଷା ଯୋଗୁ ଗଞ୍ଜାମ ଜିଲା ସାନଖେମୁଣ୍ଡି...

ରାଜସ୍ବ, ବନ ବିଭାଗ ଅଗୋଚରରେ ଚାଲିଛି ଗଛକଟା

ନାଉଗଁା,୧୧ା୧(ସ୍ବ.ପ୍ର): ନାଉଗଁା ବ୍ଲକ ଅନ୍ତର୍ଗତ କୋକିଡିହ-ତେଲସରା ୧୨ କିମି ରାସ୍ତାର ସମ୍ପ୍ରସାରଣ କାର୍ଯ୍ୟ ଆରମ୍ଭ ହୋଇଛି। ଏହି ରାସ୍ତା ପୂର୍ତ୍ତ ବିଭାଗ ଅଧୀନରେ ରହିଛି। ପୂର୍ବରୁ...

ସରକାରୀ ଯୋଜନା ବାଟ୍‌ବନା: ଦୁରଦିନ୍‌ରେ ଦମୟନ୍ତୀକଁର ପରିବାର

  କେସିଙ୍ଗା, ୧୭।୧୨ (ଡି.ଏନ୍‌.ଏ.)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଉତ୍କେଲା ପଁଚେତ୍‌ ଅଧୀନ ରିଗିଡ଼ିମାଲ ପଡ଼ର ବିଧବା ମହିଲା ଦମୟନ୍ତୀ ଜାନୀ। ସେ ୨...

‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ,୨୦ା୧: ସୁପରସୋନିକ କ୍ରୁଜ କ୍ଷେପଣାସ୍ତ୍ର ‘ବ୍ରହ୍ମୋସ’ର ଗୁରୁବାର ସଫଳ ପରୀକ୍ଷଣ ହୋଇଛି। ଚାନ୍ଦିପୁର ପରିକ୍ଷଣ କେନ୍ଦ୍ରର ୩ ନମ୍ବର ଲଞ୍ଚ ପ୍ୟାଡ୍‌ରୁ ଆଜି ପୂର୍ବାହ୍ନ...

Advertisement
Archives

Model This Week