ବାହାର ଲୋକଙ୍କୁ ସରଣ୍ଡା ମନା: ୩ଟି ରାସ୍ତା ସିଲ୍‌କଲେ ଗ୍ରାମବାସୀ

ସରଣ୍ଡା,୩୦।୩(ଡି.ଏନ୍‌.ଏ.): କରୋନା(କୋଭିଡ-୧୯) ସଂକ୍ରମଣକୁ ରୋକିବା ପାଇଁ ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ଚକୁଳି ପଞ୍ଚାୟତ ବରଗଡ଼ ଜିଲା ସରଣ୍ଡା ଗ୍ରାମବାସୀ ସୋମବାରଠାରୁ ଗ୍ରାମକୁ ସଂଯୋଗ କରୁଥିବା ୩ଟି ପ୍ରବେଶପଥକୁ ବନ୍ଦ କରିଛନ୍ତି। ସରଣ୍ଡା ସମେତ କଟାପାଲି, ଚକୁଳି ଗ୍ରାମବାସୀ ମଧ୍ୟ ଏହି ରାସ୍ତା ଅବରୋଧକୁ ସମ୍ପୂର୍ଣ୍ଣ ସହଯୋଗ କରିଛନ୍ତି । କେବଳ ସେତିକି ନୁହେଁ, ଗତ କିଛିଦିନ ତଳେ ରାଜ୍ୟ ବାହାରୁ ଆସିଥିବା ଜଣେ ବ୍ୟକ୍ତିକୁ ଗ୍ରାମରେ ପୁରାଇ ଦେଇ ନାହାନ୍ତି। ତାଙ୍କ ସମ୍ପର୍କୀୟ ଅନ୍ୟ ସ୍ଥାନକୁ ତାଙ୍କୁ ପଠାଇଦେଇଥିବା ଜଣାପଡ଼ିଛି। ସେହିପରି ଗ୍ରାମରେ ମଦ, କୁସୁନା ଭଳି ନିଶା କାରବାରକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ଅତି ଜରୁରୀ କାମ ଥିଲେ ଗ୍ରାମବାସୀ ବାହାରକୁ ବାହାରୁଛନ୍ତି। ଚଚେତ୍‌ ସାମାଜିକ ଦୂରତ୍ୱ ରକ୍ଷାକରି ନିଜ ଗ୍ରାମ ଓ ଘର ମଧ୍ୟରେ ରହୁଛନ୍ତି। ୫୩ ନଂ. ଜାତୀୟ ରାଜପଥରୁ ବିଶ୍ୱେଶ୍ୱର ବାବା ଶିବ ମନ୍ଦିର ଓ ହାଇସ୍କୁଲ ପଟ ରାସ୍ତାକୁ ବାଉଁଶ ବାଡ଼ ଦେଇ ନିୟମିତ ଯୁବକମାନେ ପ୍ରହରା ଦେଇ ଲକ୍‌ଡାଉନ କରିଥିବା ବେଳେ ତାଳପତ୍ରଟିକ୍ରା ଦେଇ ସଂଯୋଗ କରୁଥିବା ରାସ୍ତାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ମେଟିଭ୍‌-୨ ପରୀକ୍ଷା ଫଳ ପ୍ରକାଶ ପାଉନି: ଦ୍ୱନ୍ଦ୍ୱରେ ଦଶମ ଶ୍ରେଣୀ ଛାତ୍ରୀଛାତ୍ର

ବାରିପଦା ଅଫିସ,୧୫।୫: ଗଣ ଶିକ୍ଷା ବିଭାଗ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶକୁ ନେଇ ଚଳିତ ଶିକ୍ଷା ବର୍ଷର ଦଶମ ଶ୍ରେଣୀ ଛାତ୍ରୀଛାତ୍ର ଅନିଶ୍ଚିତତା ମଧ୍ୟରେ ଗତି କରୁଛନ୍ତି।...

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ କର୍ମଚାରୀଙ୍କୁ କରୋନା

ଝାରସୁଗୁଡ଼ା ଅଫିସ,୨୫ା୭: ଝାରସୁଗୁଡ଼ା ବିଧାୟକ ତଥା ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ନବ କିଶୋର ଦାସଙ୍କ ବ୍ୟକ୍ତିଗତ କର୍ମଚାରୀ ଶନିବାର...

ଖବର ପ୍ରକାଶ ପାଇବା ପରେ ତତ୍ପରତା

ଓଡ଼ଗାଁ,୧୦ା୩ (ସ୍ବ.ପ୍ର): ନୟାଗଡ଼ ଜିଲାର ଓଡ଼ଗାଁ ସମେତ ଅନ୍ୟ ବ୍ଲକରୁ ଧାନ ବିକ୍ରିରେ ସୁଧାର ଆଣିବାକୁ ଜିଲାପାଳ ସମ୍ବଲପୁର ମିଲରଙ୍କୁ ଧାନ କିଣିବାକୁ ଅନୁମତି ପ୍ରଦାନ...

ଡ୍ରେନ୍‌ ନ ହେଲେ ଅବରୋଧ ଚେତାବନୀ

କୋଲାବନଗର,୩୦।୪(ଡି.ଏନ୍‌.ଏ.): କୋରାପୁଟ ସଦର ବ୍ଲକ ଅନ୍ତର୍ଗତ ବଡ଼କେରେଙ୍ଗା ପଞ୍ଚାୟତରେ ଡ୍ରେନ୍‌ ଅଭାବରୁ ଅସୁବିଧା ଭୋଗୁଛନ୍ତି ମାଦଳାସାହୀ ଗ୍ରାମବାସୀ। ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ସ୍ଥାନୀୟ ହନୁମାନ ମନ୍ଦିରରୁ...

କାମ ସରିନି, ରାସ୍ତାରୁ ପିଚୁ ଉଠିଲାଣି

ମୋରଡ଼ା,୩୦।୬(ଡି.ଏନ.ଏ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା ପଞ୍ଚାୟତର ପୁରୁଣାପାଣି-ଗଡ଼ିିଗଁା ରାସ୍ତାକାମ ନିମ୍ନମାନର ହେଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ନିର୍ମାଣ କାର୍ଯ୍ୟ ନ ସରୁଣୁ ରାସ୍ତାରୁ...

ଦୃଷ୍ଟିହୀନଙ୍କୁ ଜୀବନସାଥୀ କଲେ ମହିଳା

ଚମ୍ପୁଆ,୯।୩(ଡି.ଏନ୍‌.ଏ): ବିଶ୍ୱ ମହିଳା ଦିବସ ଅବସରରେ ମଙ୍ଗଳବାର କେନ୍ଦୁଝର ଜିଲା ଚମ୍ପୁଆ କୋର୍ଟ ପରିସରରେ ଦେଖିବାକୁ ମିଳିଥିଲା ଏକ ରୋଚକ ଦୃଶ୍ୟ। ଦୃଷ୍ଟିଶକ୍ତି ହରାଇଥିବା ୪୨ ବର୍ଷ...

ମଧୁ ଆପ୍‌କୁ ପ୍ରଶଂସା କଲେ ସଚିବ

ଛତ୍ରପୁର,୨୫ା୧୨(ଡି.ଏନ୍‌.ଏ.)- ଭୁବନେଶ୍ୱରଠାରେ ମଙ୍ଗଳବାର ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ ଭିଡିଓ କନଫରେନ୍ସିଂ ଜରିଆରେ ଶିକ୍ଷା ସମ୍ବନ୍ଧୀୟ ସମୀକ୍ଷା କରିଛନ୍ତି। ଏହି ପରିପ୍ରେକ୍ଷୀରେ ଛତ୍ରପୁରସ୍ଥିତ ସମଗ୍ର...

ଖଣ୍ଡପଡ଼ାରେ ଅଜଣା ରୋଗରେ୨ଶହରୁ ଊର୍ଦ୍ଧ୍ୱ ଗୋରୁ ଆକ୍ରାନ୍ତ

ଖଣ୍ଡପଡା,୧୯।୧୦(ସ୍ବ.ପ୍ର.): ଖଣ୍ଡପଡା ବ୍ଲକ ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତ ଅଞ୍ଚଳରେ ଗତ ୧୫ ଦିନ ମଧ୍ୟରେ ଅଜଣା ରୋଗରେ ୨ଶହରୁ ଊର୍ଦ୍ଧ୍ୱ ଗୋରୁ ଆକ୍ରାନ୍ତ ହୋଇଥିବାବେଳେ ସେମାନଙ୍କ...

Advertisement
Archives

Model This Week