ବାହୁଡ଼ୁଛନ୍ତି ମହାପ୍ରଭୁ: ବଡ ଠାକୁରଙ୍କ ରଥଟଣା ଆରମ୍ଭ

ପୁରୀ ଅଫିସ, ୧୨।୭: ରଥାରୂଢ଼ ଓ ଛେରାପହଁରା ନୀତି ଶେଷ ହେବା ପରେ ରଥଟଣା ଆରମ୍ଭ ହୋଇଛି। ପୂର୍ବାହ୍ନ ୧.୧୫ରେ ସର୍ବପ୍ରଥମେ ବଡ ଠାକୁର ବଳଭଦ୍ରଙ୍କ ରଥଟଣା କାର୍ଯ୍ୟ ଆରମ୍ଭ ହୋଇଛି। ପୂର୍ବରୁ ଅପରାହ୍ନ ୪ଟାରେ ରଥଟଣା ଲାଗି ନୀତି ନିର୍ଘଣ୍ଟ ହୋଇଥିଲା। ମାତ୍ର ସଅଳ ନୀତିକାନ୍ତି ଯୋଗୁ ୨ ଘଣ୍ଟା ୪୫ ମିନିଟ ପୂର୍ବରୁ ରଥ ଟଣା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଚଳଚ୍ଚିତ୍ର ଜଗତରେ ବୃହତ୍‌ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ’

ଭୁବନେଶ୍ୱର,୨୬।୩(ବ୍ୟୁରୋ): ଆଗକୁ ପୁଣି ଥରେ ନୂଆ ରୂପରେ ଝଲସିବ କଳିଙ୍ଗ ଷ୍ଟୁଡିଓ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କଳିଙ୍ଗ ଷ୍ଟୁଡିଓର ପୁନର୍ବିକାଶ ଲାଗି ଶିଳାନ୍ୟାସ କରିଛନ୍ତି।...

ଟ୍ରେନ୍‌ ବଗିରେ କରୋନା ହସ୍ପିଟାଲ: ଭୁବନେଶ୍ୱର, ଖୋର୍ଦ୍ଧା ରୋଡ ଷ୍ଟେଶନରେ ହେବ କୋଭିଡ କେୟାର ସେଣ୍ଟର

ଭୁବନେଶ୍ୱର, ୮।୫(ବ୍ୟୁରୋ): ରାଜ୍ୟର ୨ଟି ରେଳ ଷ୍ଟେଶନରେ କୋଭିଡ କେୟାର ସେଣ୍ଟର ହେବ। ଭୁବନେଶ୍ୱର ଓ ଖୋର୍ଦ୍ଧା ରୋଡ ଷ୍ଟେଶନରେ ଟ୍ରେନ୍‌ ବଗିରେ କୋଭିଡ କେୟାର...

ବିଦ୍ୟୁତ୍‌ ସଂସ୍ପର୍ଶରେ ଯୁବକଙ୍କ ପ୍ରାଣ ଗଲା

ବାଲେଶ୍ୱର ଅଫିସ, ୨୭।୯: ବାଲେଶ୍ୱର ଚାନ୍ଦିପୁର ଥାନା ବଡ଼କିଆ ଗ୍ରାମର ବସନ୍ତ ସାମଲ (୩୫) ଶୁକ୍ରବାର ପୂର୍ବାହ୍ନରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ପ୍ରାଣ ହରାଇଛନ୍ତି। ବସନ୍ତ...

ଜୁନ୍‌ ୩୦ ଯାଏ କୌଣସି ରାଜନୈତିକ କାର୍ଯ୍ୟକ୍ରମ କରିବ ନାହିଁ ବିଜେଡି

ଭୁବନେଶ୍ୱର,୭।୬(ବ୍ୟୁରୋ): ଭାଜପାର ଭର୍ଚୁଆଲ ରାଲି ନେଇ ବିଜେଡି ନେତା ସଞ୍ଜୟ ଦାସବର୍ମା ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, କିଏ କ’ଣ ରାଲି କଲା ସେଥିରେ ଆମର...

ପୂର୍ବତନ ଉପବାଚସ୍ପତି ଗୁରୁତର

ମାଲକାନଗିରି,୩୦ା୬: ପୂର୍ବତନ ଉପ ବାଚସ୍ପତି ତଥା ମାଲକାନଗିରି ଜିଲା ଚିତ୍ରକୋଣ୍ଡା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ପ୍ରହଲ୍ଲାଦ ଦୋରା ମଙ୍ଗଳବାର ରାତିରେ ଅସୁସ୍ଥ ହୋଇପଡିଛନ୍ତି। ତାଙ୍କୁ...

ଦୁଇଦିନ ବର୍ଷା, ସତର୍କ ରହିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ: ବଜ୍ରପାତ ନେଇ ଆଜି ୯ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୯ା୧(ବ୍ୟୁରୋ): ରାଜ୍ୟରେ ପୁଣି ବର୍ଷା ହେବାର ସମ୍ଭାବନା। ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ...

୧ ଲକ୍ଷ ଦସ୍ତଖତ ଲାଗି ଅଭିଯାନ ଆରମ୍ଭ: ଅହିଂସାକୁ ସମ୍ବିଧାନର ମୁଖବନ୍ଧରେ ସ୍ଥାନିତ କରିବାକୁ ପ୍ରୟାସ

ଭୁବନେଶ୍ୱର, ୧୦ା୮(ବ୍ୟୁରୋ): ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ ତମ ଜନ୍ମ ବାର୍ଷିକ ଅବସରରେ ଅହିଂସାକୁ ସମ୍ବିଧାନର ମୁଖବନ୍ଧରେ ସ୍ଥାନୀତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ଲଘୁଚାପ: ତୁହାକୁ ତୁହା ବର୍ଷା

ଭୁବନେଶ୍ୱର,୯ା୮(ବ୍ୟୁରୋ):ଉତ୍ତର ବଙ୍ଗୋପସାଗର, ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅବପାତ(ଡିପ୍ରେଶନ)ରେ ପରିଣତ ହେବ। ଏଥିସହିତ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ...

Advertisement
Archives

Model This Week