ବାହୁବଳୀ ଅଭିନେତାଙ୍କ ନାଁରେ ମାମଲା

ହାଇଦ୍ରାବାଦ,୮।୮: ବାହୁବଳୀ ଫିଲ୍ମର ଅଭିନେତା ମଧୁ ପ୍ରକାଶଙ୍କ ନାଁରେ ବୁଧବାର ଏକ ମାମଲା ରୁଜୁ ହୋଇଛି। ତାଙ୍କ ସ୍ତ୍ରୀଙ୍କ ମୃତ୍ୟୁ ଅଭିଯୋଗରେ ପ୍ରକାଶଙ୍କ ନାଁରେ ମାମଲା ହୋଇଥିବା ଜଣାପଡିଛି। ବୁଧବାର ପ୍ରକାଶଙ୍କ ସ୍ତ୍ରୀ ଭାରତୀ ନିଜ ଘରେ ଫାଶି ଲଗାଇ ଦେଇଥିଲେ। ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଭାରତୀଙ୍କୁ ହସ୍ପିଟାଲ ନେଇଥିଲେ ମଧ୍ୟ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଭାରତୀଙ୍କ ପିତା ପ୍ରକାଶଙ୍କ ନାଁରେ ଯୌତୁକ ଜନିତ ହତ୍ୟା ଅଭିଯୋଗ ଆଣିଥିବା ପୋଲିସ ପ୍ରକାଶ କରିଛି। ସୂଚନାଯୋଗ୍ୟ, ପ୍ରକାଶ ୨୦୧୫ରେ ଭାରତୀଙ୍କୁ ବିବାହ କରିଥିଲେ। ବୁଧବାର ପୋଲିସ ପ୍ରକାଶଙ୍କୁ ଗିରଫ କରିବା ସହ ଗୁରୁବାର ତାଙ୍କୁ ଜୁଡିସିଆଲ ରିମାଣ୍ଡରେ ପଠାଯିବ ବୋଲି ପୋଲିସ କହିଛି। ପ୍ରକାଶ ଏସ୍‌ ଏସ୍‌ ରାଜାମୌଳିଙ୍କ ଫିଲ୍ମ ‘ବାହୁବଳୀ’ରେ ଏକ ଛୋଟିଆ ଚରିତ୍ରରେ ଅଭିନୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମଦିନରେ ୫ଟି ରେକର୍ଡ ଭାଙ୍ଗିଲା ସଲମାନଙ୍କ ଫିଲ୍ମ ‘ଭାରତ’

ସୁପରଷ୍ଟାର ସଲମାନ ଖାନଙ୍କ ବହୁପ୍ରତିକ୍ଷୀତ ଫିଲ୍ମ ‘ଭାରତ’ ଇଦ ଅବସରରେ ରିଲିଜ ହୋଇଯାଇଛି। ପ୍ରଥମଦିନରେ ଫିଲ୍ମ ୪୨.୩୦କୋଟି ଟଙ୍କା ରୋଜଗାର କରି ବକ୍ସଅଫିସ୍‌ ରେକର୍ଡ ଭାଙ୍ଗିଛି।...

ଦିଲ୍ଲୀ କୋର୍ଟରେ ବିସ୍ଫୋରଣ

ନୂଆଦିଲ୍ଲୀ,୯।୧୨: ରାଜଧାନୀର ରୋହିଣୀ କୋର୍ଟରେ ଗୁରୁବାର ସକାଳେ ଏକ ବିସ୍ଫୋରଣ ଘଟିଛି। ଏଥିରେ ଜଣେ ବ୍ୟକ୍ତି ଆହତ ହୋଇଥିବା ପୋଲିସ ପକ୍ଷରୁ କୁହାଯାଇଛି। ତେବେ ବିସ୍ଫୋରଣର...

ଦିଲ୍ଲୀ-ମିରଟ ଏକ୍ସପ୍ରେସ୍‌ ଓ୍ବେର ଦୁଇ କଡରେ ଲାଗିବ ଏକ ଲକ୍ଷ ଗଛ

ନୂଆଦିଲ୍ଲୀ,୨।୯: ଦିଲ୍ଲୀ-ମିରଟ ଏକ୍ସପ୍ରେସ୍‌ ଓ୍ବେର ଦୁଇ କଡରେ ଏବେ ପାଖାପାଖି ୧ ଲକ୍ଷ ଗଛ ଲାଗିବ ବୋଲି ଜଣାପଡିଛି। ନ୍ୟାଶନାଲ ହାଇଓ୍ବେ ଅଥରିଟଇ ଅଫ୍‌ ଇଣ୍ଡିଆ(ଏନ୍‌ଏଚ୍‌ଏଆଇ)...

ଆଗାମୀ ତ୍ରୈମାସରେ ଜିଡିପି ଅଭିବୃଦ୍ଧି ସକରାତ୍ମକ ହେବ: ଆରବିଆଇ ଗଭର୍ନର

ନୂଆଦିଲ୍ଲୀ,୪।୧୨: ଆସନ୍ତା ତ୍ରୈମାସରେ ଦେଶର ଜିଡିପି ଅଭିବୃଦ୍ଧି ନକାରାତ୍ମକରୁ ସକରାତ୍ମକକୁ ଫେରିବ ବୋଲି ଆଶା କରାଯାଉଥିବା ଆରବିଆଇ ଗଭନର୍ର୍ର ଶକ୍ତିକାନ୍ତ ଦାସ କହିଛନ୍ତି। ସେ କହିଛନ୍ତି...

ଦକ୍ଷିଣ କଶ୍ମୀରରେ ଏନ୍‌ଆଇଏ ଚଢ଼ାଉ, ୫ ସନ୍ଦିଗ୍ଧ ଗିରଫ…

ଶ୍ରୀନଗର,୧୧।୭: ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ଅଭିଯୋଗ ମିଳିବା ପରେ ଏନ୍‌ଆଇଏ, ଟିମ୍‌, ର ଏବଂ ଆଇବି ଟିମ୍‌ ପକ୍ଷରୁ ଦକ୍ଷିଣ କଶ୍ମୀରର ଅନନ୍ତନାଗରେ ଚଢ଼ାଉ କରାଯାଇଛି।...

ଦୁର୍ଗା ପେଣ୍ଡାଲରେ ଦେଖିବାକୁ ମିଳିବ ପ୍ରବାସୀ ଶ୍ରମିକଙ୍କ ଦୁଃଖ

କୋଲକତା, ୫।୧୦: ଆଗକୁ ଆସୁଛି ଦୁର୍ଗାପୂଜା। କରୋନା ଯୋଗୁ ଏଥର ଦୁର୍ଗାପୂଜା ଫିକା ପଡିବାର ସମ୍ଭାବନା ରହିଛି। ଦୁର୍ଗାପୂଜା ପାଇଁ ପ୍ରସିଦ୍ଧ କୋଲକତାରେ ଏବର୍ଷ ଏକ...

କରୋନା ଭାଇରସ ପାଇଁ ରିଲିଫ୍‌ ଫଣ୍ଡକୁ ଗୋଟିଏ ମାସର ଦରମା ଦାନ କଲେ ଦୁଷ୍ୟନ୍ତ

ଚଣ୍ଡିଗଡ଼,୨୩।୩: କରୋନା କବଳରେ ଭାରତ। ବେଳକୁ ବେଳ ବଢି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା। ଏହାକୁ ଦେଖି ଏବେ ହରିୟାଣାର ଉପ ମୁଖ୍ୟମନ୍ତ୍ରୀ ଦୁଷ୍ୟନ୍ତ ଚୌତାଲ ତାଙ୍କର...

କରୋନା ସଙ୍କଟ ସମୟରେ ବଢିଛି ଆତ୍ମହତ୍ୟା ମାମଲା: ରାମଗୋପଳ ଯାଦବ

ନୂଆଦିଲ୍ଲୀ,୧୫ ।୯: କରୋନା ଭାଇରସ ସଂକ୍ରମଣ ବିଶ୍ୱରେ ଅନେକ କ୍ଷତି ଘଟାଇଛି । ସମାଜବାଦୀ ପାର୍ଟିର ରାଜ୍ୟ ସଭା ଏମ୍‌ପି ରାମଗୋପାଳ ଯାଦବ କହିଛନ୍ତି କରୋନା...

Advertisement
Archives

Model This Week