Posted inଜାତୀୟ

ବାୟୁସେନା ଓ୍ବିଙ୍ଗ୍‌ କମାଣ୍ଡର ଅଭିନନ୍ଦନଙ୍କ ପରାକ୍ରମ ଉପରେ ଭିଡ଼ିଓ ଗେମ୍‌: ଜୁଲାଇ ୩୧ରେ ହେବ ରିଲିଜ୍‌

ନୂଆଦିଲ୍ଲୀ,୨୫।୭: ଭାରତୀୟ ବାୟୁସେନା ଓ୍ବିଙ୍ଗ୍‌ କମାଣ୍ଡର ଅଭିନନ୍ଦନ ବର୍ଥମାନଙ୍କ ପରାକ୍ରମ ଉପରେ ଏକ ଭିଡ଼ିଓ ଗେମ୍‌ ପ୍ରସ୍ତୁତ କରାଯାଇଛି। ଏହାର ରିଲିଜ୍‌ ଜୁଲାଇ ୩୧ରେ ହେବ। ଏହାକୁ ବାୟୁସେନା ପକ୍ଷରୁ ପ୍ରସ୍ତୁତ କରାଯାଇଛି। ଏହାଦ୍ୱାରା ସାଧାରଣ ଲୋକେ ଯବାନଙ୍କ ବୀରତା ସମ୍ପର୍କରେ ଜାଣି ପାରିବେ ବୋଲି ବାୟୁସେନା ପକ୍ଷରୁ କୁହାଯାଇଛି। ଏହି ମୋବାଇଲ୍‌ ଗେମ୍‌ରେ ମିଗ୍‌-୨୧, ମିଗ୍‌-୨୯, ମିରାଜ୍‌-୨୦୦୦, ସୁଖୋଇ-୩୦, ଏମ୍‌କେଆଇ ସହିତ ରାଫାଲ ଯୁଦ୍ଧ ବିମାନକୁ ସାମିଲ୍‌ କରାଯାଇଛି। ଏହା ଲୋକଙ୍କୁ ଆନନ୍ଦ ଦେବ ବୋଲି ଓ୍ବିଙ୍ଗ୍‌ କମାଣ୍ଡର ଅନୁପମ ବାନାର୍ଜୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନେ ଥିଲେ ଶ୍ରମିକ, ଆଜି ମନ୍ତ୍ରୀ

ନୂଆଦିଲ୍ଲୀ,୮ା୭: କୁହାଯାଏ, ଭାଗ୍ୟ ଆଉ ଭଗବାନ ଯାହାକୁ ସାହା ହୁଅନ୍ତି ତା’ର କିଛି ବି ଅସୁବିଧା ହୁଏ ନାହିଁ। ଦିନେ ନା ଦିନେ ସେ ସଫଳତାର...

ଟିଏମ୍‌ସି, ସିପିଆଇ ଏବଂ ଏନ୍‌ସିପି ଉପରେ ଝୁଲୁଛି ଖଣ୍ଡା: ରଦ୍ଦ ହୋଇପାରେ ଜାତୀୟ ରାଜନୈତିକ ଦଳ ମାନ୍ୟତା

ନୂଆଦିଲ୍ଲୀ,୨୯।୮: ଟିଏମ୍‌ସି, ସିପିଆଇ ଏବଂ ଏନ୍‌ସିପି ଉପରେ ଜାତୀୟ ରାଜନୈତିକ ଦଳ ମାନ୍ୟତା ହରାଇବା ଖଣ୍ଡା ଝୁଲୁଛି। ଲୋକ ସଭା ନିର୍ବାଚନରେ ଜାତୀୟ ରାଜନୈତିକ ଦଳ...

୨୦୨୧ରେ ପଶ୍ଚିମବଙ୍ଗରୁ ମୂଳପୋଛ ହେବ ତୃଣମୂଳ କଂଗ୍ରେସ: ବାବୁଲ୍‌ ସୁପ୍ରିୟୋ

କୋଲକାତା,୨୧।୭: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସର ଦିନ ଶେଷ ହେବାକୁ ବସିଛି। ଆସନ୍ତା ୨୦୨୧ ବିଧାନସଭା ନିର୍ବାଚନରେ ଏହା ରାଜ୍ୟରୁ ମୂଳପୋଛ ହେବ ବୋଲି ଜଙ୍ଗଲ ଓ...

ଭାଜପାକୁ ଝଟ୍‌କା ଦେବେକି ଅଜିତ !

ମୁମ୍ବାଇ,୨୬।୧୧: ମହାରାଷ୍ଟ୍ର ମହାଭାରତର ମଙ୍ଗଳବାର ଅନ୍ତ ଘଟିବ ବୋଲି ଆଲୋଚନା ହେଉଛି। କାରଣ ଏହାକୁ ନେଇ ମଙ୍ଗଳବାର ସୁପ୍ରିମକୋର୍ଟ ରାୟ ଦେବାର ଅଛି। ହେଲେ ଅନ୍ୟପଟେ...

୯ ମାସ ପରେ ଖୋଲିଲା ସ୍କୁଲ: ୬୨ ଶିକ୍ଷକ କରୋନା ପଜିଟିଭ୍‌

ମୁମ୍ବାଇ,୫।୧: ମହାରାଷ୍ଟ୍ରରେ ୯ ମାସ ପରେ ସ୍କୁଲ ଖୋଲିବା ପାଇଁ ସରକାର ଅନୁମତି ଦେଇଛନ୍ତି। ସୋମବାରଠାରୁ ସ୍କୁଲ ଖୋଲିଥିବାବେଳେ ଏବେ ୬୨ ଶିକ୍ଷକଙ୍କ ନମୁନା ପରୀକ୍ଷା...

ବିଶ୍ୱବିଦ୍ୟାଳୟ ନାମଲେଖାରେ ହେବ ଆପ୍ଟିଚ୍ୟୁଡ୍‌ ଟେଷ୍ଟ୍‌ !

ନୂଆଦିଲ୍ଲୀ,୨୬।୧୨: ଏଣିକି ବିଶ୍ୱବିଦ୍ୟାଳୟ ନାମଲେଖା ସମୟରେ ଶିକ୍ଷାର୍ଥୀଙ୍କ ଆପ୍ଟିଚ୍ୟୁଡ୍‌ ଟେଷ୍ଟ୍‌ କରାଯିବ। ଫଳରେ କଟ୍‌ଅଫ୍‌ ମାର୍କ ନେଇ ଶିକ୍ଷାର୍ଥୀଙ୍କ ଉପରେ ବୃଦ୍ଧି ପାଉଥିବା ଚାପରୁ ମୁକ୍ତି...

ପଞ୍ଜାବ କଂଗ୍ରେସରେ ଘଡ଼ିକେ ଘୋଡ଼ା

ଚଣ୍ଡିଗଡ଼/ନୂଆଦିଲ୍ଲୀ,୨୯।୯: କ୍ରିକେଟରରୁ ରାଜନେତା ସାଜିଥିବା ନବଜୋତ୍‌ ସିଂ ସିଦ୍ଧୁ କଂଗ୍ରେସ ସଭାପତି ପଦରୁ ଇସ୍ତଫା ଦେବା ପରେ ପଞ୍ଜାବ ରାଜନୀତିରେ ଅନିଶ୍ଚିତତା ଦେଖାଦେଇଛି। ଏହି ଗୁରୁତ୍ୱପୂର୍ଣ୍ଣ...

ଜୟମାଲା ସମୟରେ ବନ୍ଧୁକ ଚଳାଇଲେ ଦବଙ୍ଗ କନ୍ୟା: ଭିଡିଓ ଭାଇରାଲ

ପ୍ରତାପଗଡ଼, ୧।୬: ଅନେକ ଥର ବିବାହ ସମୟରେ ବର ହର୍ଷ ଫାଇରିଂ କରୁଥିବାର ଦୃଶ୍ୟ ଦେଖିବାକୁ ମିଳେ। ହେଲେ କେବେ କନ୍ୟା ହର୍ଷ ଫାଇରିଂ କରୁଥିବାର...

Advertisement
Archives

Model This Week