Posted inଜାତୀୟ

ବାୟୁସେନା ଓ୍ବିଙ୍ଗ୍‌ କମାଣ୍ଡର ଅଭିନନ୍ଦନଙ୍କ ପରାକ୍ରମ ଉପରେ ଭିଡ଼ିଓ ଗେମ୍‌କୁ ଲୋକାର୍ପିତ କଲେ ଧାନୋଓ୍ବା

ନୂଆଦିଲ୍ଲୀ,୩୧।୭: ଭାରତୀୟ ବାୟୁସେନା ଓ୍ବିଙ୍ଗ୍‌ କମାଣ୍ଡର ଅଭିନନ୍ଦନ ବର୍ଥମାନଙ୍କ ପରାକ୍ରମ ଉପରେ ଏକ ଭିଡ଼ିଓ ଗେମ୍‌ ପ୍ରସ୍ତୁତ କରାଯାଇଛି। ଏହାର ରିଲିଜ୍‌ ବୁଧବାର କରାଯାଇଛି । ଏହାକୁ ବାୟୁସେନା ମୁଖ୍ୟ ବୀରେନ୍ଦ୍ର ସିଂ ଧାନୋଓ୍ବା ଲୋକାର୍ପିତ କରିଛନ୍ତି। ଭାରତୀୟ ବାୟୁସେନା ପକ୍ଷରୁ ପ୍ରସ୍ତୁତ କରାଯାଇଥିବା ଏହି ଭିଡ଼ିଓ ଗେମ୍‌ ଦ୍ୱାରା ସାଧାରଣ ଲୋକେ ଯବାନଙ୍କ ବୀରତା ସମ୍ପର୍କରେ ଜାଣି ପାରିବେ ବୋଲି କୁହାଯାଉଛି। ଏହି ମୋବାଇଲ୍‌ ଗେମ୍‌ରେ ମିଗ୍‌-୨୧, ମିଗ୍‌-୨୯, ମିରାଜ୍‌-୨୦୦୦, ସୁଖୋଇ-୩୦, ଏମ୍‌କେଆଇ ସହିତ ରାଫାଲ ଯୁଦ୍ଧ ବିମାନକୁ ସାମିଲ୍‌ କରାଯାଇଛି। ଏହା ଲୋକଙ୍କୁ ଆନନ୍ଦ ଦେବ ବୋଲି ଓ୍ବିଙ୍ଗ୍‌ କମାଣ୍ଡର ଅନୁପମ ବାନାର୍ଜୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସ୍ଥାଗତ ବିଫଳତା

ଦୃଢ଼ ରାଜନୈତିକ କୌଶଳ ଆପଣାଉଥିବା ସରକାରମାନେ ସାଧାରଣତଃ କଠୋର ଆଇନ ଆଣି ସେସବୁକୁ କଡ଼ାକଡ଼ି ଭାବେ କାର୍ଯ୍ୟକାରୀକରି ସଙ୍କଟର ମୁକାବିଲା କରିଥାନ୍ତି। ଏଭଳି ସ୍ଥିତିରେ ବେଳେବେଳେ ପ୍ରଯୁକ୍ତି…

LPG ପରେ ଏବେ ପେଟ୍ରୋଲ-ଡିଜେଲକୁ ନେଇ ବଡ଼ ଖବର, ଜାରି ହେଲା ନୂଆ ମୂଲ୍ୟ

ନୂଆଦିଲ୍ଲୀ,୧।୮: ଆଜିଠାରୁ ନୂତନ ମାସ ଅର୍ଥାତ୍‌ ଅଗଷ୍ଟ ୧, ୨୦୨୬ର ଶୁଭାରମ୍ଭ ହୋଇଯାଇଛି। ସକାଳୁ ସକାଳୁ ଯେଉଁଠାରେ କମର୍ସିଆଲ ଏଲପିଜି ସିଲିଣ୍ଡରର ଦର ହ୍ରାସ ପାଇଥିବାର ଖବର…

ନୂଆ ମାସ, ନୂଆ ନିୟମ! ଅଗଷ୍ଟ ୧ରୁ ବଦଳିଲା ଅନେକ ବ୍ୟବସ୍ଥା, ଜାଣନ୍ତୁ କ’ଣ କ’ଣ…

ନୂଆଦିଲ୍ଲୀ,୧।୮: ପ୍ରତି ମାସର ପ୍ରଥମ ଦିନ ପରି ଅଗଷ୍ଟ ମାସ ମଧ୍ୟ ଏହା ସହିତ କିଛି ପରିବର୍ତ୍ତନ ନେଇ ଆସୁଛି, ଯାହା ଆମର ଏବଂ ଆପଣଙ୍କ ଜୀବନ…

ଅମରପାଲିରେ +୨ କଲେଜ ପ୍ରତିଷ୍ଠା ଦାବି: ୪୦ରୁ ଅଧିକ ଗ୍ରାମର ଛାତ୍ରୀଛାତ୍ର ହେବେ ଉପକୃତ

ଅମରପାଲି,୧ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳ ଅମରପାଲିରେ ଏକ +୨ କଲେଜ ପ୍ରତିଷ୍ଠା ପାଇଁ ସ୍ଥାନୀୟ ଅଞ୍ଚଳବାସୀଙ୍କ ଦାବି ଜୋରଦାର ହେଉଛି। ଏହି…

ସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା, ତେଜିଲା ଅସନ୍ତୋଷ

ବରଗଡ଼,୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଥିବା ରାଣାପ୍ରତାପ ହାଇସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା ଚାଲଛି। ଏଭଳି ଅଭିଯୋଗ କରି ସ୍କୁଲ ପରିଚାଳନା କମିଟି ଏବଂ ଶିକ୍ଷକ, ଅଭିଭାବକ…

ଗଜପତି ଝିଅ ସ୍ବାଗତିକାଙ୍କୁ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ ସମ୍ମାନ: ଛୁଟୁଛି ଶୁଭେଚ୍ଛାର ସୁଅ

ପାରଳାଖେମୁଣ୍ଡି,୧ା୮(ଗିରିଧାରୀ ପରିଚ୍ଛା):ଗଜପତି ଜିଲାର ଝିଅ ସ୍ବାଗତିକା ପାଣିଗ୍ରାହୀ ଜିଲା ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଆନ୍ତର୍ଜାତିକ ସ୍ତରରେ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ରେ ସ୍ବାଗତିକା ସଫଳତା ସାଉଁଟିଛନ୍ତି।…

ମହାନଦୀରେ ବଡ଼ ବନ୍ୟା ସ୍ଥିତି: ଆଜି ଆକାଶମାର୍ଗରୁ ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(ରବିନାରାୟଣ ଜେନା)/ ସମ୍ବଲପୁର,(ପ୍ରମୋଦ ବହିଦାର) ୧।୮: ରାଜ୍ୟରେ ଲଗାଣ ବର୍ଷା ଯୋଗୁ ସୃଷ୍ଟି ହୋଇଥିବା ବନ୍ୟା ଏବେ ଭୟଙ୍କର ରୂପ ନେଉଛି। କେଉଁଠି ଘରଦ୍ୱାର ଧୋଇ ନେଉଛି…

ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

ଜୟପୁର,୧ା୮(ପବନ ପାଣିଗ୍ରାହୀ): ସ୍କୁଲରୁ ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଶୁକ୍ରବାର ୨ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri