Posted inଖେଳ

ବାୟୁସେନା ପାଇଲଟଙ୍କ ସହ ସମୟ ବିତାଇଲେ ଭାରତୀୟ କ୍ରିକେଟର

ନାଗପୁର,୧୦।୧୧(ପି.ଟି.)- ଏଠାରେ ରବିବାର ଖେଳାଯିବାକୁ ଥିବା ସିରିଜ ନିର୍ଣ୍ଣାୟକ ମ୍ୟାଚ୍‌ ପୂର୍ବରୁ ଭାର୦ତୀୟ କ୍ରିକେଟରମାନେ ବାୟୁସେନାର ସୂର୍ଯ୍ୟକିରଣ ଏରୋବେଟିକ ଟିମ ସହ କିଛି ସମୟ ଅତିବାହିତ କରିଛନ୍ତି। ନାଲି ୟୁନିଫର୍ମ ସହ ପାଇଲଟମାନେ ଶିଖର ଧାଓ୍ବନ, ରିଷଭ ପନ୍ତ ଓ ମନୀଷ ପାଣ୍ଡେଙ୍କ ସହ ପାଖାପାଖି ଏକ ଘଣ୍ଟା ଅତିବାହିତ କରିଥିଲେ। ଏହି ଅବସରରେ ହେଡ୍‌ କୋଚ୍‌ ରବି ଶାସ୍ତ୍ରୀଙ୍କୁ ଏକ ସ୍ମରଣିକା ପ୍ରଦାନ କରିଥିଲେ। ଏଠାରେ ‘ଏୟାର ଫେଷ୍ଟ-୨୦୧୯’ ଚାଲୁଥିବାରୁ କ୍ରିକେଟର ଓ ପାଇଲଟଙ୍କ ମିଳନପର୍ବ ସ୍ବତନ୍ତ୍ର ଭାବେ ଆୟୋଜନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଝୁଲଣଙ୍କୁ ‘ଡବଲ୍‌’ ଦାୟିତ୍ୱ: ମୁମ୍ବାଇ ଇଣ୍ଡିଆନ୍ସ ପରାମର୍ଶଦାତା-ବୋଲିଂ କୋଚ୍‌ ନିଯୁକ୍ତ

ନୂଆଦିଲ୍ଲୀ,୫।୨: ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିବା ଭେଟେରାନ ବୋଲର୍‌ ଝୁଲଣ ଗୋସ୍ବାମୀଙ୍କୁ ଆସନ୍ତା ମହିଳା ପ୍ରିମିୟର ଲିଗ୍‌(ଡବ୍ଲ୍ୟୁଏଏଲ୍‌)ର ଉଦ୍‌ଘାଟନୀ ସିଜନ ଲାଗି ମୁମ୍ବାଇ ଇଣ୍ଡିଆନ୍ସର...

ଟ୍ରେନିଂ ପୂର୍ବରୁ ମିଟିଂରେ ଧୋନୀ ନିଷ୍ପତ୍ତି ଶୁଣାଇଥିଲେ

ନୂଆଦିଲ୍ଲୀ,୨୪।୩: ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ର ଅଧିନାୟକ ପଦରୁ ଓହରି ଯାଇଛନ୍ତି ମହେନ୍ଦ୍ର ସିଂ ଧୋନୀ। ଧୋନୀ ଦଳର ନେତୃତ୍ୱ ହସ୍ତାନ୍ତର ପାଇଁ ଚିନ୍ତା କରୁଥିଲେ।...

ଲୋକଙ୍କୁ ସାହାଯ୍ୟ ମାଗିଲେ ରିଷଭ ପନ୍ତ, ଜାଣନ୍ତୁ କାହିଁକି

ଚେନ୍ନାଇ,୮।୨: ରବିବାର ଉତ୍ତରାଖଣ୍ଡର ଚାମୋଲି ଜିଲାରେ ନନ୍ଦାଦେବୀ ଗ୍ଲେସିୟର ଫାଟିବାରୁ ଋଷିଗଙ୍ଗା ଉପତ୍ୟକାରେ ହଠାତ୍‌ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହି କାରଣରୁ ଅତି କମରେ...

ଆଇପିଏଲ୍‌ ଇତିହାସରେ ପ୍ରଥମଥର ଘଟିଲା ଏମିତି…

ମୁମ୍ବାଇ,୨୩।୫: ଆଇପିଏଲ ଇତିହାସରେ ପ୍ରଥମଥର ପାଇଁ ଗୋଟିଏ ସିଜିନ୍‌ରେ ୧୦୦୦ ଛକା ମାରିବାର ରେକର୍ଡ ସୃଷ୍ଟି ହୋଇଛି। ପଞ୍ଜାବ କିଙ୍ଗସ ବ୍ୟାଟ୍ସମ୍ୟାନ ଲିଆମ ଲିଭିଙ୍ଗଷ୍ଟୋନ ଚଳିତ...

ଆଜିଠୁ ବାଂଲାଦେଶ ଦିନିକିଆ ସିରିଜ୍‌

ମୀରପୁର,୪ା୧୨(ପି.ଟି.): ଭାରତ ଓ ବାଂଲାଦେଶ ମଧ୍ୟରେ ଦିନିକିଆ ସିରିଜ ରବିବାରଠାରୁ ଆରମ୍ଭ ହେବ। ଏହି ସିରିଜ୍‌ରେ ଭାରତୀୟ ଦଳ ନିଜର ବ୍ୟାଟିଂ ଲାଇନ୍‌ଅପ୍‌ ସୁଧାରିବା ଲକ୍ଷ୍ୟରେ...

ନୀଳନୟନା ଐଶ୍ଚର୍ଯ୍ୟା ରାୟଙ୍କ ପରି ଦେଖିବାକୁ ଏହି କ୍ରିକେଟର୍‌ଙ୍କ ସ୍ତ୍ରୀ

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଅଧୀନରେ ୨୦୦୯ରେ ଅନ୍ତର୍ଜାତୀୟ କ୍ରିକେଟ୍‌ ଆରମ୍ଭ କରିଥିବା ସୁଦୀପ ତ୍ୟାଗୀଙ୍କ ସ୍ତ୍ରୀ ପିୟା ତ୍ୟାଗୀ...

ନେହେରୁ କପ୍‌ ହକି ଫାଇନାଲରେ ମାରପିଟ୍‌

ନୂଆଦିଲ୍ଲୀ,୨୬।୧୧- ହକି ଗ୍ରାଉଣ୍ଡରେ ସାଧାରଣତଃ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌ ହେବା ଘଟଣା କ୍ୱଚିତ ଦେଖାଯାଏ। ମାତ୍ର ଏଭଳି ଘଟଣା ଜାତୀୟ ସ୍ତରୀୟ ହକି ଟୁର୍ନାମେଣ୍ଟ ନେହେରୁ...

ଗ୍ୟାଲୋରୀରେ ଗର୍ଲଫ୍ରେଣ୍ଡଙ୍କୁ ଚୁମ୍ବନ ଦେଇ ପ୍ରପୋଜ କରୁଥିଲେ ଭାରତୀୟ ଦର୍ଶକ, ଖେଳାଳି ମାରିଲେ ତାଳି

ସିଡନୀ,୨୯।୧୧: ଆୟୋଜକ ଅଷ୍ଟ୍ରେଲିଆ ଦ୍ୱିତୀୟ ଦିନିକିଆରେ ଭାରତୀୟ ଦଳକୁ ପୁଣି ୫୧ ରନ୍‌ରେ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ କୋହଲି ୮୯ରନ୍‌ର ଇଂନିଶ ଖେଳିଥିଲେ। ଅର୍ଦ୍ଧଶତକ...

Advertisement
Archives

Model This Week