Posted inଜାତୀୟ

ବାୟୁସେନା ମୁଖ୍ୟଙ୍କ ସହ ମିଗ୍‌-୨୧ ଉଡାଇଲେ ଅଭିନନ୍ଦନ

ନୂଆଦିଲ୍ଲୀ,୨।୯: ଭାରତୀୟ ବାୟୁସେନାର ଚିଫ୍‌ ମାର୍ଶଲ ବିଏସ୍‌ ଧନଓ୍ବାଙ୍କ ସହ ମିଶି ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନ ସୋମବାର ପ୍ରଥମ ଥର ଲାଗି ମିଗ୍‌-୨୧ ବିମାନ ଉଡାଇଛନ୍ତି। ଗତ ଫେବୃୟାରୀ ୨୭ରେ ପାକିସ୍ତାନର ବାଲାକୋଟ ଆକ୍ରମଣ ପରଠାରୁ ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନଙ୍କୁ ଯୁଦ୍ଧ ବିମାନ ଉଡାଇବାର ଅନୁମତି ନ ଥିଲା। ତେବେ କିଛିଦିନ ହେବ ଯୁଦ୍ଧ ବିମାନ ଉଡାିବାକୁ ଫିଟ୍‌ ଘୋଷଣା କରାଯିବା ପରେ ଏବେ ସେ ପ୍ରଥମ ଥର ଲାଗି ମିଗ୍‌-୨୧ ଯୁଦ୍ଧ ବିମାନ ଉଡାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମେଟା ନ୍ୟୁ ଇଣ୍ଡିଆର ମୁଖ୍ୟ ହେଲେ ସନ୍ଧ୍ୟା ଦେବନାଥନ୍‌

ନୂଆଦିଲ୍ଲୀ,୧୭।୧୧: ଫେସବୁକର ପ୍ୟାରେଣ୍ଟ କମ୍ପାନୀ ମେଟା ଗୁରୁବାର ସନ୍ଧ୍ୟା ଦେବନାଥନ୍‌ଙ୍କୁ ଭାରତର ନୂତନ ମୁଖ୍ୟ ଭାବେ ନିଯୁକ୍ତ କରିଛି। ଅଜିତ ମୋହନଙ୍କ ଇସ୍ତଫା ପରେ ସନ୍ଧ୍ୟାଙ୍କୁ...

ପୋଲିସ ଉପରେ କରିଥିବା ଆକ୍ରମଣର ଭିଡିଓ ଭାଇରାଲ କଲା ଆତଙ୍କବାଦୀ ସଙ୍ଗଠନ

ଜମ୍ମୁ,୧୪ ।୭: ଶ୍ରୀନଗରର ଲାଲ ବଜାରରେ ମଙ୍ଗଳବାର ଜମ୍ମୁ-କଶ୍ମୀର ପୋଲିସ ଉପରେ ଆତଙ୍କବାଦୀଙ୍କ ଦ୍ୱାରା କରାଯାଇଥିବା ଆକ୍ରମଣ ଘଟଣାର ଭିଡିଓ ଏକ ଆତଙ୍କବାଦୀ ସଙ୍ଗଠନ ଜାରି...

ବଢୁଛି ମହାରାଷ୍ଟ୍ର ପୋଲିସର ଚିନ୍ତା, ଗୋଟିଏ ଦିନରେ ୮୦ ପୋଲିସ କରୋନା ପଜିଟିଭ

ମୁମ୍ବାଇ,,୨୬।୫: କରୋନା ସଂକ୍ରମଣ ମହାରାଷ୍ଟ୍ରରେ ସର୍ବାଧିକ ଥିବା ବେଳେ ଏବେ ସେଠାରେ କରୋନା ଯୋଦ୍ଧା ସାଜିଥିବା ପୋଲିସ ମଧ୍ୟ ଏଥିରୁ ବର୍ତ୍ତି ପାରୁ ନାହାନ୍ତି। ମହାରାଷ୍ଟ୍ର...

ରାଫାଲର ଗୃହପ୍ରବେଶ

ନୂଆଦିଲ୍ଲୀ, ୨୯।୭: ବହୁ ପ୍ରତିକ୍ଷୀତ ରାଫାଲ ଯୁଦ୍ଧ ବିମାନ ରାଫାଲ ବୁଧବାର ଭାରତରେ ଗୃହପ୍ରବେଶ କରିଛି। ଫ୍ରାନ୍ସ୍‌ରୁ ୭ ହଜାର କିଲୋମିଟର ଦୂରତା ଅତିକ୍ରମ ୫ଟି...

ଜେଲରେ କାମ କରୁଥିବା ସମୟରେ ଆହତ ହେଲେ କଏଦୀଙ୍କୁ ମିଳିବ କ୍ଷତିପୂରଣ: ହାଇକୋର୍ଟ…

ନୂଆଦିଲ୍ଲୀ,୧୮।୨ : ଦିଲ୍ଲୀ ହାଇକୋର୍ଟ କହିଛନ୍ତି ଯେ ନୀତି ଅଭାବରୁ ଜଣେ କଏଦୀଙ୍କୁ ଯନ୍ତ୍ରଣା ଭୋଗିବାକୁ ଦିଆଯାଇପାରିବ ନାହିଁ ଏବଂ ବନ୍ଦୀମାନଙ୍କର ମୌଳିକ ଅଧିକାର ପ୍ରତି...

କରୋନାକୁ ଜିତିଲେ ୯୪ ବର୍ଷିୀୟ ମହିଳା

ନୂଆଦିଲ୍ଲୀ, ୧୪ା୫: ମହାରାଷ୍ଟ୍ରର ସାଙ୍ଗ୍‌ଲି ଜିଲାରେ ଜଣେ ୯୪ ବର୍ଷୀୟ ବୃଦ୍ଧା କରୋନାକୁ ପରାସ୍ତ କରିଛନ୍ତି। ସାଙ୍ଗ୍‌ଲିର ମିରାଜ୍‌ ସରକାରୀ ହସ୍ପିଟାଲରେ ସେ ଭୂତାଣୁ ଆକ୍ରାନ୍ତ...

୨ରୁ ୧୮ ବର୍ଷଙ୍କ ପାଇଁ କୋଭାକ୍ସିନ ଟ୍ରାଏଲ

ନୂଆଦିଲ୍ଲୀ, ୧୯ା୫: ଆଗାମୀ ୧୦ରୁ ୧୨ ଦିନ ମଧ୍ୟରେ ଦେଶରେ ୨ରୁ ୧୮ ବର୍ଷ ବୟସ ବର୍ଗଙ୍କ ପାଇଁ ଭାରତ ବାୟୋଟେକ୍‌ର ‘କୋଭାକ୍ସିନ’ ଟିକା ଟ୍ରାଏଲ...

ଏକତା ହିଁ ଶକ୍ତି

କୁହାଯାଏ ଏକତା ହିଁ ସବୁୁଠାରୁ ବଡ଼ ଶକ୍ତି। ଏହାଦ୍ୱାରା ବିଭିନ୍ନ ସମସ୍ୟାର ସମାଧାନ ସହଜରେ ହୋଇପାରେ। ପ୍ରାକୃତିକ ବିପର୍ଯ୍ୟୟ ହେଉ ଅବା ଦେଶ ଦେଶ ମଧ୍ୟରେ...

Advertisement
Archives

Model This Week