Posted inଜାତୀୟ

ବାୟୁସେନା ହେଲିକପ୍ଟର ଖସାଇବା ଘଟଣା: କୋର୍ଟ ମାର୍ଶାଲର ସମ୍ମୁଖୀନ ହେବେ ୨ ଅଧିକାରୀ

ନୂଆଦିଲ୍ଲୀ, ୧୫ା୧୦: ଗତ ଫେବୃୟାରୀ ୧୭ରେ ଭାରତୀୟ ବାୟୁସେନାର ଏକ ହେଲିକପ୍ଟରକୁ ଅଜାଣତରେ ମିଶାଇଲ ମାଡ଼ କରି ଖସାଇବା ଘଟଣାରେ ୨ ଅଧିକାରୀ କୋର୍ଟ ମାର୍ଶାଲର ସମ୍ମୁଖୀନ ହେବେ। ଏନେଇ ବାୟୁସେନା ମୁଖ୍ୟ ରାକେଶ କୁମାର ସିଂ ଭାଦୌରିଆ ପ୍ରକାଶ କରିଛନ୍ତି। ଏଥିସହ ଅନ୍ୟ ୪ କର୍ମଚାରୀଙ୍କ ବିରୋଧରେ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ରୁଷିଆ ନିର୍ମିତ ଏମ୍‌ଆଇ-୧୭ ହେଲିକପ୍ଟରକୁ ପାକିସ୍ତାନର ଭାବି ବାୟୁସେନା ପକ୍ଷରୁ ମିଶାଇଲ ମାଡ଼ କରାଯାଇଥିଲା। ହେଲିକପ୍ଟରଟି ଧ୍ୱଂସ ପାଇଯାଇଥିବାବେଳେ ଏଥିରେ ଥିବା ୬ ଭାରତୀୟ ଯବାନ ପ୍ରାଣ ହରାଇଥିଲେ। ଏହା ଏକ ତ୍ରୁଟି ଥିଲା ବୋଲି ପୂର୍ବରୁ ବାୟୁସେନା ମୁଖ୍ୟ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ସଂରକ୍ଷଣ ବିଲ୍‌କୁ ସମର୍ଥନ କଲେ ମାୟାବତୀ, କିନ୍ତୁ…

ନୂଆଦିଲ୍ଲୀ,୧୯।୯: ଦେଶର ନୂତନ ସଂସଦ ଏବଂ ମହିଳା ସଂରକ୍ଷଣ ବିଲ୍‌ ସମ୍ପର୍କରେ ବହୁଜନ ସମାଜ ପାର୍ଟି ସଭାପତି ମାୟାବତୀ ନିଜର ପ୍ରଥମ ପ୍ରତିକ୍ରିୟା ଦେଇଛନ୍ତି। ବିଏସପି...

ଆମ୍‌ ଆଦମୀ ପାର୍ଟିରେ ଯୋଗଦେଲେ ଭାଜପା ନେତା

ନୂଆଦିଲ୍ଲୀ,୨୫।୧: ପୂର୍ବତନ ରାଜ୍ୟମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟି(ଭାଜପା)ର ଜଣେ ବରିଷ୍ଠ ନେତା ଶନିବାର ପଦ୍ମଛାଡି ଝାଡୁ ଧରିଛନ୍ତି। ଅର୍ଥାତ୍‌ ଭାଜପା ନେତା ହରଶରଣ ସିଂ...

ଜେଲରେ ପି. ଚିଦାମ୍ବରମ୍‌ଙ୍କୁ ଭେଟିଲେ ରାହୁଲ, ପ୍ରିୟଙ୍କା

ନୂଆଦିଲ୍ଲୀ,୨୭।୧୧: ଆଇଏନଏକ୍ସ ମିଡିଆ ଦୁର୍ନୀତି ମାମଲାରେ ଗିରଫ ହୋଇ ତିହାଡ ଜେଲ୍‌ରେ ଥିବା ପୂର୍ବତନ ଅର୍ଥମନ୍ତ୍ରୀ ତଥା କଂଗ୍ରେସ ନେତା ପି. ଚିଦାମ୍ବରମଙ୍କୁ ଭେଟିଛନ୍ତି କଂଗ୍ରେସର...

ଦେଶରେ ହିଂସା ସୃଷ୍ଟି କରୁଛନ୍ତି ମୋଦି ସରକାର: ରାହୁଲ

ଜୟପୁର,୨୮।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି ରାହୁଲ ଗାନ୍ଧୀ। ସେ ରାଜସ୍ଥାନ ଜୟପୁରରେ ଯୁବ ଆକ୍ରୋଶ ରାଲିରେ...

ନଭେମ୍ବର ୧୧, ୧୨ରେ ଲାଗୁ ହେବନାହିଁ ଅଡ୍‌ ଇଭିନ୍‌ ନମ୍ବର: କେଜରିଓ୍ବାଲ

ନୂଆଦିଲ୍ଲୀ,୮।୧୧: ଅଡ୍‌-ଇଭିନ ନମ୍ବରକୁ ନେଇ ଦିଲ୍ଲୀବାସିଙ୍କୁ ମିଳିଛି ସାମାନ୍ୟ ଆଶ୍ୱସ୍ତି। କାରଣ ନଭେମ୍ବର ୧୧ ଓ ୧୨ରେ ଶ୍ରୀ ଗୁରୁ ନାନକ ଦେବଙ୍କ ୫୫୦ ତମ...

କଂଗ୍ରେସର ନାଁ ପରିବର୍ତ୍ତନ କରିବାକୁ ରାହୁଲଙ୍କୁ ଚିଠି ଲେଖିଲା ହିନ୍ଦୁ ମହାସଭା!

ନୂଆଦିଲ୍ଲୀ,୨୮ ।୨: ହିନ୍ଦୁ ମହାସଭାର ନେତା କଂଗ୍ରେସର ସଦସ୍ୟତା ଗ୍ରହଣ କରିବା ପରେ କଂଗ୍ରେସ ଦୁଇ ଭାଗରେ ବିଭକ୍ତ ହୋଇଯାଇଛି । ଏବେ ହିନ୍ଦୁ ମହାସଭା...

ସୁଶୀଲ ମୋଦିଙ୍କ ଟୁଇଟ୍‌କୁ ହଟାଇଲା ଟୁଇଟର

ପାଟନା,୨୬ ।୧୧: ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଶୀଲ କୁମାର ମୋଦି ପୂର୍ବତନ ମୁଖମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ ଭାରତୀୟ ଜନତା ପାର୍ଟି(ଭାଜପା) ନେତାଙ୍କ ସହ ଭିତିରିଆ...

ଲେୟର ଶର୍ଟ ବିଜ୍ଞାପନ ନେଇ ସରକାରଙ୍କ କଡ଼ା ପଦକ୍ଷେପ, ଟୁଇଟର-ୟୁଟ୍ୟୁବରୁ ହଟାଇବାକୁ ନିର୍ଦ୍ଦେଶ…

ନୂଆଦିଲ୍ଲୀ, ୪।୬ : ବଡ଼ି ସ୍ପ୍ରେ ଲେୟର ଶର୍ଟ ବିବାଦୀୟ ବିଜ୍ଞାପନ ନେଇ ବିବାଦ ବଢ଼ିବାରେ ଲାଗିଛି। ଏନେଇ ସରକାରଙ୍କ ପକ୍ଷରୁ କଡ଼ା ପଦକ୍ଷେପ ଗ୍ରହଣ...

Advertisement
Archives

Model This Week