Posted inଜାତୀୟ

‘ବାୟୁ’ ପାଇଁ ଭୟ ନାହିଁ ଘରକୁ ଫେରିି ପାରିବେ ସୁରକ୍ଷିତ ସ୍ଥାନରେ ଥିବା ଲୋକେ: ରୂପାନି

ଗାନ୍ଧୀନଗର,୧୪।୬: ସାମୁଦ୍ରିକ ଝଡ଼ ‘ବାୟୁ’ ଏବେ ଆଉ ଗୁଜରାଟ ପ୍ରତି ବିପଦ ସୃଷ୍ଟି କରିବ ନାହିଁ। ଏହା ତା’ର ଦିଗ ବଦଳାଇ ସାରିଛି। ଏହା ପଶ୍ଚିମ ମୁହାଁ ହୋଇଥିବାରୁ ଏବେ ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେଇଥିବା ଲୋକେ ନିଜ ନିଜ ଘରକୁ ଫେରି ପାରିବେ ବୋଲି ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାନି କହିଛନ୍ତି। ଶୁକ୍ରବାର ବରିଷ୍ଠ ଅଧିକାରୀଙ୍କ ସହ ବସିଥିବା ଏକ ବୈଠକ ପରେ ରୂପାନି ସୁରକ୍ଷିତ ସ୍ଥାନରେ ଥିବା ପ୍ରାୟ ୨.୭୫ ଲକ୍ଷ ଲୋକଙ୍କୁ ନିଜ ନିଜ ଘରକୁ ଫେରି ଆସିବାକୁ କହିବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶିଷ୍ଟ ବ୍ୟକ୍ତିଙ୍କ ନାଁରେ ୨୯ ବିମାନବନ୍ଦର, ଟର୍ମିନାଲ

ନୂଆଦିଲ୍ଲୀ,୧୭।୧୦(ପି.ଟି.): ଦେଶର ମୋଟ ୨୪ ବିମାନବନ୍ଦର ଏବଂ ୫ ଟର୍ମିନାଲକୁ ବିଶିଷ୍ଟ ବ୍ୟକ୍ତିବିଶେଷଙ୍କ ନାମରେ ନାମିତ କରାଯାଇଛି। ତଥ୍ୟ ଜାଣିବା ଅଧିକାର (ଆର୍‌ଟିଆଇ) ଆବେଦନ ବଳରେ...

ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସୱେରେ ବଡ ଧରଣର ସଡ଼କ ଦୁର୍ଘଟଣା, ୪ ମୃତ ୪୨ରୁ ଅଧିକ ଗୁରୁତର ଆହତ

ଲକ୍ଷ୍ନୌ,୨୩ ।୧୦: ଇଟାୱା ଜିଲାର ସୈଫଇ ସ୍ଥିତ ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ ୱେର ଚ୍ୟାନେଲ ନମ୍ବର ୧୦୩ ନିକଟରେ ଦ୍ରୁତ ଗତିରେ ଯାଉଥିବା ଡବଳ ବସ ଆଗରେ...

ଏକକାଳୀନ ୧୫ ମହାପୁରୁଷଙ୍କ ଚିତ୍ର ଆଙ୍କିଲେ ଯୁବତୀ

ଲକ୍ଷ୍ନୌ, ୨୯।୧୦: କଳା ଈଶ୍ୱରଙ୍କ ପ୍ରଦତ୍ତ ଏଭଳି ଏକ ଉପହାର, ଯାହାର କୌଣସି ତୁଳନା ନାହିଁ। କେତେଜଣ ବ୍ୟକ୍ତି ନିଜ ଅନନ୍ୟ ପ୍ରତିଭା ମାଧ୍ୟମରେ ଲୋକଙ୍କ...

ଯୋଗୀ ସରକାରଙ୍କ ସମୟରେ ରାଜ୍ୟରେ ୨୦ ସାଧୁ-ସନ୍ଥଙ୍କ ହତ୍ୟା: କଂଗ୍ରେସ

ଲକ୍ଷ୍ନୌ, ୧୧।୧୦: ଉତ୍ତରପ୍ରଦେଶର ଗୋଣ୍ଡାରେ ରାମ ଜାନକୀ ମନ୍ଦିର ପୂଜାରୀ ସମ୍ରାଟ ଦାସଙ୍କୁ ଗୁଳି ମାଡ଼ ହେବା ଘଟଣାରେ ବିରୋଧୀ ଦଳଙ୍କ ପକ୍ଷରୁ ଶାସକ ଭାଜପାକୁ...

ସ୍ୱାମୀ ବିବେକାନନ୍ଦଙ୍କ ବିଚାରର ଆଜିବି ରହିଛି ପ୍ରାସଙ୍ଗିକତା: ଶାହା

କୋଲକାତା,୧୯ ।୧୨: ପଶ୍ଚିମବଙ୍ଗରେ ଆଉ କିଛି ମାସ ପରେ ହେବାକୁ ଯାଉଛି ବିଧାନସଭା ନିର୍ବାଚନ । ଏବେଠାରୁ କିନ୍ତୁ ସେଠାରେ ରାଜନୀତି ହେଲାଣି ସରଗରମ ।...

ନିର୍ଭୟା ମାମଲା: ଦୋଷୀ ମୁକେଶ କହୁଛନ୍ତି ଘଟଣା ଦିନ ସେ ଦିଲ୍ଲୀରେ ନ ଥିଲେ

ନୂଆଦିଲ୍ଲୀ,୧୭।୩: ନିର୍ଭୟା ଗଣବଳାତ୍କାର ମାମଲାର ଅନ୍ୟତମ ଦୋଷୀ ମୁକେଶ ଏବେ ଫାଶୀ ଦଣ୍ଡାଦେଶକୁ ଏଡାଇବାକୁ ନୂଆ ଉପାୟ ଚିନ୍ତା କରିଛନ୍ତି। ଏବେ ପୁଣିଥରେ ସେ କୋର୍ଟର...

ଉଡାଣ ଭରିବାର ମାତ୍ର ୧ମିନିଟ୍‌ ମଧ୍ୟରେ ଘର ସହ ଧକ୍କା ହେଲା ବିମାନ: ଭିଡିଓ ଭାଇରାଲ

ରାଞ୍ଚି,୨୪।୩: ଝାଡ଼ଖଣ୍ଡର ଧାନବାଦ ଜିଲାରେ ଉଡାଣ ଭରିବାର ମାତ୍ର କିଛି ସମୟ ମଧ୍ୟରେ ଏକ ଗ୍ଲାଇଡର୍‌ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ୫୦୦ମିଟର...

ରୋହିତଙ୍କ ବିରୋଧରେ ହେବନି କଡ଼ା କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୯।୭: ଘରୋଇ ଟିଭି ଚ୍ୟାନେଲ ଆଙ୍କର ରୋହିତ ରଞ୍ଜନଙ୍କ ବିରୋଧରେ କୌଣସି ରାଜ୍ୟ କଡ଼ା କାର୍ଯ୍ୟାନୁଷ୍ଠାନ ନ ନେବାକୁ ଶୁକ୍ରବାର ସୁପ୍ରିମକୋର୍ଟ ନିର୍ଦ୍ଦେଶ ଜାରି କରିଛନ୍ତି।...

Advertisement
Archives

Model This Week