ବିଉଟି ପାର୍ଲର ଖୋଲିବାକୁ ଦାବି

ଝାରସୁଗୁଡା ଅଫିସ,୨୮।୫- ଓଡିଶା ବିଉଟି ଆସୋସିଏଶନ ଝାରସୁଗୁଡା ଜିଲା ଶାଖା ପକ୍ଷରୁ ଗୁରୁବାର ସହରର ସମସ୍ତ ବିଉଟି ପାର୍ଲର ଖୋଲିବାକୁ ଦାବି କରାଯାଇଛି। ସଂଘର ସଭାନେତ୍ରୀ ବିମଲା ରୋଚବାନି ଓ ସମ୍ପାଦିକା ମମତା ପଟୁଆଙ୍କ ନେତୃତ୍ୱରେ ଅନ୍ୟ କର୍ମକର୍ତ୍ତାମାନେ ଜିଲାପାଳଙ୍କ କାର୍ଯ୍ୟାଳୟରେ ଉପସ୍ଥିତ ରହି ଜିଲାପାଳଙ୍କୁ ଲିଖିତ ଭାବେ ଦାବି ଜଣାଇଛନ୍ତି। ଏହି ଲକ୍‌ଡାଉନ୍‌ ଯୋଗୁ ସେମାନେ ବହୁତ କ୍ଷତି ସହିଥିବା ବେଳେ ଦୋକାନ ଘର ମାଲିକଙ୍କୁ ଘର ଭଡା ଦେବାକୁ ପଡୁଛି। ଏଭଳି ପରିସ୍ଥିତିରେ ପ୍ରଶାସନ ପକ୍ଷରୁ ବହୁ ସତର୍କତା ଓ କଟକଣାରେ ସେଲୁନ ଖୋଲିବାକୁ ନିର୍ଦ୍ଦେଶ ଦିଆ ସରିଛି। ଏଣୁ ସରକାରଙ୍କ ସମସ୍ତ କଟକଣା ସେମାନେ ମାନିବାକୁ ପ୍ରସ୍ତୁତ। ତାଙ୍କ ଦାବିକୁ ଗୁରୁତ୍ୱର ସହିତ ନେଇ ବିଉଟି ପାର୍ଲର ଖୋଲିବାକୁ ଅନୁମତି ଦିଆଯାଉ ବୋଲି ସଂଘ ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ACSO, ଲାଞ୍ଚ ନେବାବେଳେ ରେଡ୍‌ ହ୍ୟାଣ୍ଡରେ ଧରାପଡ଼ିଲେ

କେନ୍ଦୁଝର,୨୭ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ଚମ୍ପୁଆ ଅତିରିକ୍ତ ସିଭିଲ ସପ୍ଲାଏ ଅଧିକାରୀ (ACSO)।  ତାଙ୍କ ନାଁ ଭୂମାରାମ ମୁର୍ମୁ ବୋଲି ଜଣାପଡ଼ିଛି।…

ତାଳଚୁଆ ସାମୁଦ୍ରିକ ଥାନାରେ ଥାର୍ଡ ଡିଗ୍ରୀ : ମହିଳା ଓ ତାଙ୍କ ପୁଅଙ୍କୁ ଥାନାରେ ମାଡ଼

ଭୁବନେଶ୍ୱର/ରାଜନଗର, ୨୭।୫(ତ୍ରିନାଥ ମହାନ୍ତି/ଭାସ୍କର ରାଉତରାୟ): ବାରଙ୍ଗ ଥାନାରେ ଜଣେ ଯୁବକଙ୍କୁ ପତ୍ନୀ ହତ୍ୟା ସନ୍ଦେହରେ ପୋଲିସ ଉଠାଇ ଆଣି ଥାର୍ଡ ଡିଗ୍ରୀ ଦେଇ ଗୁରୁତର କରି ଆଇସିୟୁ’ରେ…

ପୁରୀର ଏକ ରିସର୍ଟରୁ ଗିରଫ ହେଲେ TMC ବିଧାୟକ

ପୁରୀ,୨୭ା୫: ପଶ୍ଚିମବଙ୍ଗର ପୂର୍ବତନ ପରିବହନ ମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ(TMC)ର ବରିଷ୍ଠ ନେତା ଦିଲ୍ଲୀପ ମଣ୍ଡଳଙ୍କୁ ଏସ୍‌ଟିଏଫ୍‌ ଦ୍ୱାରା ଗିରଫ ହୋଇଥିବା ନେଇ ସୂଚନା ମିଳିଛି ।…

ବ୍ୟବସାୟୀଙ୍କ ଦୋକାନରୁ ୪୩ ରନ୍ଧନ ଗ୍ୟାସ୍‌ ସିଲିଣ୍ଡର ଜବତ, ଅତର୍କିତ ଚଢାଉ କରି ପୋଲିସ…

ମହାକାଳପଡ଼ା, ୨୭ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଆପାଳ ସାମୁଦ୍ରିକ ଥାନା କଣ୍ଟିଲୋ ଓ ପୂର୍ବ ସୁନୀତି ଗ୍ରାମରେ ଦୁଇ ବ୍ୟବସାୟୀଙ୍କ ଦୋକାନ ଗୃହରୁ…

ବାପା ମାଛ ଧରାଳି, ପୁଅ ପାଇଲେ OAS: ବିନା କୋଚିଙ୍ଗ୍‌ରେ ମୋବାଇଲରୁ ପଢି ପାଇଲେ ସଫଳତା

ସୋରଡା,୨୭।୫( ରଜନି ମହାପାତ୍ର ): ଓଡ଼ିଶା ପବ୍ଲିକ ସର୍ଭିସ କମିଶନ ଦ୍ୱାରା ଆୟୋଜିତ ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ୨୦୨୪-୨୫ ପରୀକ୍ଷାର ଫଳାଫଳ ପ୍ରକାଶ ପାଇଛି। ସୋରଡା…

ଆମ୍ବ ଗୋଟାଇବାକୁ ଯାଇଥିଲେ ଗୁରୁବାରୀ: ଆକ୍ରମଣ କଲା ହାତୀ: ଆଉ ତା’ପରେ…

ତିଗିରିଆ,୨୭।୫(ଜାଫର ଖାଁ): କଟକ ଜିଲା ତିଗିରିଆ ଥାନା ଅନ୍ତର୍ଗତ ଭୋଗଡା ପଞ୍ଚାୟତ ବଡଭେଜିଆ ଆମ୍ବ ତୋଟାରୁ ବୁଧବାର ସକାଳେ ଆମ୍ବ ଗୋଟାଇବା ପାଇଁ ଯାଇଥିବା ଗୋକର୍ଣ୍ଣଖାଲ ଗ୍ରାମର…

ଭାରସାମ୍ୟ ହରାଇ ଗଛରେ ପିଟିଲା ଉପଜିଲାପାଳଙ୍କ ଗାଡ଼ି, ଯୋରଦାର ଝଟକାରେ ମଝିରୁ ଭାଙ୍ଗିଲା ଗଛ

ବାଙ୍କୀ,୨୭।୬( ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ଭଗିପୁର ଅଞ୍ଚଳରେ ବାଙ୍କୀ ଉପଜିଲାପାଳଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି। ସୂଚନା ଅନୁସାରେ, ଉପଜିଲାପାଳଙ୍କ ଗାଡ଼ି ହଠାତ୍‌ ଭାରସାମ୍ୟ…

OAS ପରୀକ୍ଷାରେ ୪୫ତମ ସ୍ଥାନ ଅଧିକାର କଲେ କେନ୍ଦ୍ରାପଡ଼ା ଝିଅ: ବିଜୟନଗରରେ ଉତ୍ସବ ମାହୋଲ

ମହାକାଳପଡ଼ା, ୨୭।୫ (ପ୍ରତାପ ଚନ୍ଦ୍ର ସ୍ୱାଇଁ): ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ଅଞ୍ଚଳ ବିଜୟନଗର ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri