Posted inଜାତୀୟ

ବିଏଚ୍‌ୟୁରେ ‘ଭୂତ ବିଦ୍ୟା’ ଉପରେ ଆରମ୍ଭ ହେବ ୬ ମାସିଆ ପାଠ୍ୟକ୍ରମ

ବାରାଣସୀ,୨୫।୧୨: ବିଏଚ୍‌ୟୁରେ ଖୁବ୍‌ ଶୀଘ୍ର ‘ଭୂତ ବିଦ୍ୟା’ ଉପରେ ୬ ମାସିଆ ପାଠ୍ୟକ୍ରମ ଆରମ୍ଭ ହେବ। ଲୋକମାନଙ୍କ ମଧ୍ୟରେ ରହିଥିବା ଅନ୍ଧବିଶ୍ୱାସକୁ କିପରି ଦୂର କରାଯାଇପାରିବ ତାହା ଏହି ପାଠ୍ୟକ୍ରମର ଲକ୍ଷ୍ୟ ବୋଲି କୁହାଯାଉଛି। ଏହି ପାଠ୍ୟକ୍ରମରେ କେଉଁ କେଉଁ ବିଷୟ ସ୍ଥାନୀତ ହେବ ତାହାର ଏକ ସିଲାବସ୍‌ ପ୍ରଫେସର ବି.କେ. ଦ୍ୱିବେଦୀଙ୍କ ସହାୟତାରେ ପ୍ରସ୍ତୁତ କରାଯାଇଛି। ୨୦୨୦ ଜାନୁୟାରୀଠାରୁ ଏହି ପାଠ୍ୟକ୍ରମ ଉପରେ ଶିକ୍ଷାଦାନ ଆରମ୍ଭ କରାଯିବ ବୋଲି ବିଏଚ୍‌ୟୁ ପକ୍ଷରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଏପି ହେଉଛି ଛୋଟ ରିଚାର୍ଜ, ୨୦୧୩ର ମୋଦି ହେଉଛନ୍ତି କେଜରିଓ୍ବାଲ : ଓଓ୍ବାଇସିଙ୍କ କଟାକ୍ଷ…

ନୂଆଦିଲ୍ଲୀ,୨୮।୧୧ : ଦିଲ୍ଲୀ ମ୍ୟୁନିସିପାଲିଟି କର୍ପୋରେଶନ (ଏମସିଡି) ନିର୍ବାଚନ ପୂର୍ବରୁ ଅଲ ଇଣ୍ଡିଆ ମୁସଲିମ ଇତେହାଦୁଲ ମୁସଲିମନ (ଏଆଇଏମଆଇଏମ) ମୁଖ୍ୟ ଅସଦୁଦ୍ଦିନ ଓୱାଇସି ଦିଲ୍ଲୀ ମୁଖ୍ୟମନ୍ତ୍ରୀ...

ନୋଟ୍‌ବନ୍ଦୀ ନିଷ୍ପତ୍ତି କାଏମ ରହିଛି କହିବା ଠିକ୍‌ ନୁହେଁ: କଂଗ୍ରେସ

ନୂଆଦିଲ୍ଲୀ,୩।୧: ବିମୁଦ୍ରୀକରଣ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ କାଏମ ରଖିଛନ୍ତି କହିବା ବିଭ୍ରାନ୍ତିକର ଓ ଭୁଲ୍‌ ବୋଲି କଂଗ୍ରେସ କହିଛି। ନିଷ୍ପତ୍ତି ଗ୍ରହଣ ପ୍ରକ୍ରିୟାର ସୀମିତ ପ୍ରସଙ୍ଗ ଉପରେ...

ମୁଁ ବି ମୋଦିଙ୍କ ବରାବର ହୋଇଗଲିଣି: ସିସୋଡିଆ

ନୂଆଦିଲ୍ଲୀ,୯ ।୨: ଦିଲ୍ଲୀର ଆମ ଆଦମୀ ପାର୍ଟି(ଏଏପି) ଓ ଭାଜପା ମଧ୍ୟରେ ଗୁପ୍ତଚର ଅଭିଯୋଗକୁ ନେଇ ରାଜନୀତି ଆରମ୍ଭ ହୋଇଯାଇଛି । ଭାଜପାର ଗୁପ୍ତଚର ଅଭିଯୋଗ...

‘ଆଦିପୁରୁଷ’ର ନିର୍ଦ୍ଦେଶକ, ନିର୍ମାତା, ସଂଳାପ ଲେଖକଙ୍କୁ ସମନ ଜାରି କଲେ ଆହ୍ଲାବାଦ ହାଇକୋର୍ଟ

ଲକ୍ଷୌ,୧।୭: ଆହ୍ଲାବାଦ ହାଇକୋର୍ଟର ଲକ୍ଷୌ ବେଞ୍ଚ ବିବାଦୀୟ ଫିଲ୍ମ ‘ଆଦିପୁରୁଷ’ରନିର୍ଦ୍ଦେଶକ ଓମ ରାଉତ, ନିର୍ମାତା ଭୂଷଣ କୁମାର, ସଂଳାପ ଲେଖକ ମନୋଜ ମୁନ୍ତାଶିରଙ୍କୁ ସମନ ଜାରି...

ଇଡି ସମନକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କଲେ ହେମନ୍ତ ସୋରେନ୍‌

ନୂଆଦିଲ୍ଲୀ,୧୮ା୯ : ମନିଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ସମନକୁ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଛନ୍ତି। ସମନ ପ୍ରତ୍ୟାହାର ନ କଲେ...

ହିନ୍ଦୁ ପରିଚୟ ଦେଇ ମଧ୍ୟପ୍ରଦେଶ ଯୁବତୀଙ୍କୁ ବିବାହ କଲେ କଶ୍ମୀର ମୁସଲିମ୍‌ ଯୁବକ; ତାପରେ…

ଗ୍ବାଲିଅର, ୧୮।୮: ଦେଶରେ ପୁଣିଥରେ ‘ଲଭ୍‌ ଜିହାଦି’ ମାମଲା ସାମ୍ନାକୁ ଆସିଛି। ଏଥର ଲଭ୍‌ ଜିହାଦିର ଶିକାର ହୋଇଛନ୍ତି ମଧ୍ୟପ୍ରଦେଶ ଗ୍ବାଲିଅରର ଜଣେ ଯୁବତୀ। ଅଭିଯୁକ୍ତ...

‘କର୍ନାଟକ ଭଳି ମଧ୍ୟପ୍ରଦେଶରେ ମଧ୍ୟ…’ବୈଠକ ପରେ ପ୍ରତିକ୍ରିୟା ରଖିଲେ ରାହୁଲ

ନୂଆଦିଲ୍ଲୀ,୨୯।୫: ମଧ୍ୟପ୍ରଦେଶରେ ବିଧାନସଭା ନିର୍ବାଚନ ସମ୍ପର୍କରେ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ଅଧ୍ୟକ୍ଷତାରେ କଂଗ୍ରେସ ମୁଖ୍ୟାଳୟରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକ...

ଡ୍ରାଇଭିଂ ସମୟରେ ଅଧିକାଂଶ ଭାରତୀୟ ମୋବାଇଲ ବ୍ୟବହାର କରନ୍ତି

ଡ୍ରାଇଭିଂ ସମୟରେ ମୋବାଇଲ ବ୍ୟବହାର କରିବାର କୁପରିଣତି ଜାଣିବା ପରେ ମଧ୍ୟ ଭାରତରେ ପାଖାପାଖି ୬୨ ପ୍ରତିଶତ ଲୋକ ଡ୍ରାଇଭିଂ ସମୟରେ ମୋବାଇଲ ବ୍ୟବହାର କରୁଥିବା...

Advertisement
Archives

Model This Week