ବିଏମ୍‌ସିର ବସିବ ଦ୍ୱିତୀୟ କର୍ପୋରେସନ ବୈଠକ

ଭୁବନେଶ୍ୱର, ୧୮।୮ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମର (ବିଏମ୍‌ସି)ରେ ଶୁକ୍ରବାର କର୍ପୋରେସନ ବୈଠକ ବସିବ। ନୂତନ କର୍ପୋରେଟର ଏବଂ ମେୟର ନିର୍ବାଚିତ ହେବାପରେ ଏହା ତାଙ୍କର ଦ୍ୱିତୀୟ କର୍ପୋରେସନ ବୈଠକ ହେବ। ଏଥିପାଇଁ ବିଏମ୍‌ସି ପକ୍ଷରୁ ଏଜେଣ୍ଡା ପ୍ରସ୍ତୁତ ହୋଇଯାଇଛି। ତେବେ ବୈଠକରେ ପରିମଳ ବ୍ୟବସ୍ଥାର ଘରୋଇକରଣ ଏବଂ ବିଭିନ୍ନ ଦିଗକୁ ନେଇ ପ୍ରସ୍ତୁତ ହୋଇଥିବା ଏଜେଣ୍ଡା ଉପରେ ଉପରେ ଆଲୋଚନା ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

୧୯ ଖର୍ଚ୍ଚ ପର୍ଯ୍ୟବେକ୍ଷକଙ୍କୁ ଦିଆଗଲା ତାଲିମ

ଭୁବନେଶ୍ୱର, ୧୨ା୩(ବ୍ୟୁରୋ): ପୌରସଂସ୍ଥା ନିର୍ବାଚନ ନିମନ୍ତେ ନିଯୁକ୍ତ ହୋଇଥିବା ଖର୍ଚ୍ଚ ପର୍ଯ୍ୟବେକ୍ଷକଙ୍କ ଏକ ତାଲିମ କାର୍ଯ୍ୟକ୍ରମ ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି।...

ରଞ୍ଜନ କୁମାର ଦାସ ସଂସ୍କୃତି ବିଭାଗ ଭାରପ୍ରାପ୍ତ ନିର୍ଦ୍ଦେଶକ

ଭୁବନେଶ୍ୱର,୧।୧୧(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ଶାସନ ସଚିବ ରଞ୍ଜନ କୁମାର ଦାସଙ୍କୁ ବିଭାଗର ଭାରପ୍ରାପ୍ତ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ...

ଓଡ଼ିଆ ଆଇଆର୍‌ଏସ୍‌ ଅଫିସର ଜାତିସଂଘ ଟ୍ୟାକ୍ସ କମିଟି ବିଶେଷଜ୍ଞ

ନୂଆଦିଲ୍ଲୀ, ୨୩ା୭: ଅର୍ଥ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଥିବା ଓଡ଼ିଆ ଆଇଆର୍‌ଏସ୍‌ ଅଫିସର ରଶ୍ମିରଞ୍ଜନ ଦାସ ୨୦୨୧-୨୦୨୫ ବର୍ଷ ପାଇଁ ଜାତିସଂଘ ଟ୍ୟାକ୍ସ କମିଟି ସଦସ୍ୟ...

ପରୀକ୍ଷା କେନ୍ଦ୍ର ପାଇଁ ସହର ବଦଳାଇପାରିବେ ଛାତ୍ରୀଛାତ୍ର

ଭୁବନେଶ୍ୱର, ୨୧।୧୦(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍‌ଇ) ଦଶମ ଓ ଦ୍ୱାଦଶ ଟର୍ମ-୧ ପରୀକ୍ଷା ପାଇଁ ଛାତ୍ରୀଛାତ୍ରମାନେ ପରୀକ୍ଷା କେନ୍ଦ୍ର ପରିବର୍ତ୍ତନ କରିପାରିବେ। ଏ ନେଇ...

ଇକୋ ଟୁରିଜମ ଅଞ୍ଚଳ ପାଇଁ ଜାରି ହେଲା ଗାଇଡ୍‌ ଲାଇନ

ଭୁବନେଶ୍ୱର,୧୫।୩ (ବ୍ୟୁରୋ): କରୋନା ଭୂତାଣୁ ଜନିତ ରୋଗକୁ ନେଇ ଜଙ୍ଗଲ ଓ ପରିବେଶ ବିଭାଗ ଉକୋ ଟୁରିଜମ ପାଇଁ ଶୁକ୍ରବାର ଏକ ଗାଇଡ ଲାଇନ ଜାରି...

ଆରମ୍ଭ ହେଲା ଟ୍ରେନ୍‌ ଟିକେଟ୍‌ ବୁକିଂ: ପ୍ରଥମ ଦିନରେ ୪ ଲକ୍ଷ ୨୩ ହଜାର ୫୫୦ ସିଟ୍‌ ବୁକ୍‌

ଭୁବନେଶ୍ୱର,୨୨।୫(ବ୍ୟୁରୋ): ଆସନ୍ତା ଜୁନ୍‌ ପହିଲାରୁ ଟ୍ରେନ୍‌ ସେବା ଆରମ୍ଭ ହେବ। ଏଥିପାଇଁ ଗୁରୁବାରଠାରୁ ୨ଶହ ଟ୍ରେନ୍‌ ପାଇଁ ଟିକେଟ୍‌ ବୁକିଂ ଆରମ୍ଭ ହୋଇଛି। ପ୍ରଥମ ଦିନରେ...

ଓଡ଼ିଆ ଫିଲ୍ମର ହିନ୍ଦୀ, ଇଂଲିଶ ନାମକରଣ : ବିବାଦ ଉଠୁଥିଲେ ବି ମିଳୁଛି ସ୍ବୀକୃତି

ଭୁବନେଶ୍ୱର,୯ା୯ : ଓଡ଼ିଆ ଫିଲ୍ମର ନାମ ଓ ଗୀତରେ ହିନ୍ଦୀ, ଇଂଲିଶ ବ୍ୟବହାରକୁ ନେଇ ବିବାଦ ନୂଆ କଥା ନୁହେଁ। ବିଗତ କିଛିବର୍ଷ ମଧ୍ୟରେ ନକଲ...

ଜୁନ୍‌ ୧୩ରେ ବାଚସ୍ପତି ନିର୍ବାଚନ

ଭୁବନେଶ୍ବର,୯।୬(ବ୍ୟୁରୋ): ଆସନ୍ତା ଜୁନ୍‌ ୧୩ରେ ଅନୁଷ୍ଠିତ ହେବ ବାଚସ୍ପତି ନିର୍ବାଚନ। ସେନେଇ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ ହେବ ବୋଲି ବିଧାନସଭା ସଚିବାଳୟ ପକ୍ଷରୁ ସୂଚନା ଦିଆଯାଇଛି।...

Advertisement
Archives

Model This Week