ଜେସିବିର ବ୍ୟବହାର ପ୍ରାୟ ସମସ୍ତ ସ୍ଥାନରେ ଦେଖିବାକୁ ମିଳିଥାଏ। ଏହା ଖୁବ୍ ଧୀର ଗତିରେ ଚାଲିଥାଏ ବୋଲି ଜାଣିଛେ। କିନ୍ତୁ ମାର୍ଟିନ୍ ନାମକ ଜଣେ ବ୍ୟକ୍ତି ଜେସିବିକୁ ଏତେ ଦ୍ରୁତଗତିରେ ଚଳାଇଛନ୍ତି ଯେ, ବିଏମ୍ଡବ୍ଲ୍ୟୁ ଏବଂ ମର୍ସିଡିଜ୍ ବି ପଛରେ ପଡ଼ିଯିବେ। ମାର୍ଟିନ୍ ଜେସିବିକୁ ଘଣ୍ଟାପ୍ରତି ୨୧୭ କିମି ବେଗରେ ଚଳାଇ ଗିନିଜ୍ ରେକର୍ଡ ସୃଷ୍ଟି କରିଛନ୍ତି।
ଗିନିଜ୍ ବୁକ୍ର ଓ୍ବେବ୍ସାଇଟ୍ରୁ ଜଣାପଡ଼ିଛି, ଏହାକୁ ଚଳାଉଥିବା ଡ୍ରାଇଭର ବିଶ୍ୱରେ ସବୁଠୁ ଦ୍ରୁତ ବେଗରେ ଜେସିବି ଚଲାଇ ରେକର୍ଡ କରିବାକୁ ଚାହୁଁଥିଲେ। ମାର୍ଟିନ୍ କହିଛନ୍ତି, ଟର୍ନିଂରେ ସେ ଗାଡ଼ିକୁ ଜୋର୍ରେ ବୁଲାନ୍ତି ନାହିଁ। କାରଣ ଏହାର ଏକ୍ସେଲ୍ ପଛରେ ରହିଛି। ଏଥିପାଇଁ କେବଳ ଗିୟର ଶିପ୍ଟିଂକୁ ନିଜର ଫୋକସ୍ ରଖିଥିଲେ।
୧୧ବର୍ଷରେ ପ୍ରଥମ ଥର ମୋଦି ସରକାରଙ୍କୁ ଜୋରଦାର ଝଟ୍କା, ପାସ୍ ପରିପାରିଲେନି ଗୋଟିଏ ବି ବିଲ୍
ନୂଆଦିଲ୍ଲୀ,୧୭।୪: ସଂସଦର ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନର ଦ୍ୱିତୀୟ ଶୁକ୍ରବାର ସଂଧ୍ୟାରେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଭିଭାଷଣ ପରେ, ମହିଳା ସଂରକ୍ଷଣ ବିଲ (ସମ୍ୱିଧାନ ୧୩୧ତମ…
ସିବିଏସ୍ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ
ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…
ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ
ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…
ମହିଳା ସଂରକ୍ଷଣ ବିଲ୍ କାଟ୍ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…
ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…
କାର୍-ବସ୍ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ
ୟାଦ୍ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍ରେ ଶୁକ୍ରବାର ଏକ କାର୍ ଏବଂ ଘରୋଇ ବସ୍କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…
ମୋଦି ସରକାରଙ୍କୁ ଝଟ୍କା, ଲୋକ ସଭାରେ କାଟ୍ ଖାଇଲା ମହିଳା ସଂରକ୍ଷଣ ବିଲ୍
ନୂଆଦିଲ୍ଲୀ,୧୭।୪: କାଟ୍ ଖାଇଲା ମହିଳା ସଂରକ୍ଷଣ ବିଲ୍ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍…
ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ
କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…
ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ
ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…
Archives

