ବିଏସ୍‌-୪ ଯାନ ବିକ୍ରି ଅବଧି ବଢ଼ାଇବାକୁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ,୧୮-୩: ବିଏସ୍‌-୪ ଯାନ ବିକ୍ରି ଏବଂ ପଞ୍ଜୀକରଣ ଅବଧି ଆସନ୍ତା ମେ ମାସ ଶେଷ ଯାଏ ବଢାଇବାକୁ ଫେଡେରେଶନ ଅଫ୍‌ ଅଟୋମୋବାଇଲ ଡିଲର୍ସ ଆସୋସିଏଶନ (ଏଫ୍‌ଏଡିଏ) ମଙ୍ଗଳବାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛି। ବିଭିନ୍ନ ମଡେଲର ଷ୍ଟକର ବିକ୍ରି ସାରିବା ଲାଗି ସୁପ୍ରିମକୋର୍ଟରେ ଆବେଦନ କରାଯାଇଥିବା ସଂଘ ପକ୍ଷରୁ ସୂଚନା ଦିଆଯାଇଛି। ଏପ୍ରିଲ ୧ରୁ ବିଏସ୍‌-୪ ଯାନ ବିକ୍ରି ଏବଂ ପଞ୍ଜୀକରଣ ହୋଇ ପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ପ୍ରସଙ୍ଗ ଉପରେ ସର୍ବୋଚ୍ଚ ନ୍ୟାୟାଳୟ ତ୍ୱରିତ ଭାବେ ବିଚାର କରିବା ନେଇ ଆଶା ରହିଛି ବୋଲି ସଂଘର ସଭାପତି ଆଶିଷ ହର୍ସରାଜ କାଲେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଭାବିତ ହୋଇପାରେ ଇରାନ ରପ୍ତାନି

ନୂଆଦିଲ୍ଲୀ,୬-୧: ଆମେରିକା-ଇରାନ ମଧ୍ୟରେ ଏବେ ଯୁଦ୍ଧ ଆଶଙ୍କା ଲାଗି ରହିଛି। ଦୁଇ ଦେଶ ମଧ୍ୟରେ ତିକ୍ତତା ବଢିଲେ ପାରସ୍ୟ ଗଲ୍ଫ ଦେଶଗୁଡିକୁ ଭାରତର ରପ୍ତାନି ପ୍ରଭାବିତ...

୧୦ ହଜାର କର୍ମଚାରୀ ଛଟେଇ କରିବ ଇନ୍‌ଫୋସିସ୍‌

ନୂଆଦିଲ୍ଲୀ,୬-୧୧: ଦେଶରେ ମାନ୍ଦାବସ୍ଥା ଚାଲିଥିବା ବେଳେ କଗ୍‌ନିଜାଣ୍ଟ ପରେ ପ୍ରମୁଖ ଆଇଟି କମ୍ପାନୀ ଇନ୍‌ଫୋସିସ୍‌ରେ କର୍ମଚାରୀ ଛଟେଇ ନେଇ ମଙ୍ଗଳବାର ଜଣାପଡିଛି। କମ୍ପାନୀ ଏହାର ମଧ୍ୟମ...

୪୦୩ ପଏଣ୍ଟ ବଢ଼ିଲା ସେନ୍‌ସେକ୍ସ

ନୂଆଦିଲ୍ଲୀ: ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ(ବିଏସ୍‌ଇ)ର ସେନ୍‌ସେକ୍ସ ବୁଧବାର ଭଲ କାରବାର କରିବାକୁ ସକ୍ଷମ ହୋଇଛି। କୋଭିଡ୍‌ ଭାକ୍ସିନ ଆସିବାକୁ ଥିବାରୁ ନିବେଶକଙ୍କ ମନୋଭାବ ଦୃଢ ରହିଛି।...

ଆସୁଛି ହାଲ୍‌କା ହଳଦିଆ ରଙ୍ଗର ୨୦ ଟଙ୍କିଆ ନୋଟ୍‌

ମୁମ୍ବାଇ,୨୮-୪: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଖୁବଶୀଘ୍ର ୨୦ ଟଙ୍କିଆ ନୂଆ ନୋଟ୍‌ ବଜାରକୁ ଛାଡ଼ିବାକୁ ଯାଉଛି। ମହାତ୍ମା ଗାନ୍ଧୀ  ସିରିଜର ଏହି ନୂଆ ନୋଟ୍‌ରେ ଗଭର୍ନର...

ଅର୍ଥ ବ୍ୟବସ୍ଥାରେ ମାନ୍ଦାବସ୍ଥା ନାହିଁ: ଅନୁରାଗ

ନୂଆଦିଲ୍ଲୀ,୪ା୨ ଦେଶର ଅର୍ଥ ବ୍ୟବସ୍ଥାରେ ବର୍ତ୍ତମାନ ମାନ୍ଦାବସ୍ଥା ନ ଥିବା ସରକାରଙ୍କ ପକ୍ଷରୁ ସୋମବାର ସୂଚନା ଦିଆଯାଇଛି। ୨୦୧୪-୧୯ ମଧ୍ୟରେ ଭାରତ ଜି-୨୦ ଦେଶ ସମୂହଙ୍କ...

କିଶୋର ବିୟାନୀଙ୍କୁ ବଡ଼ ଝଟକା

ନୂଆଦିଲ୍ଲୀ, ୪ା୨:  ଆମେରିକାର ପ୍ରମୁଖ କମ୍ପାନୀ ଆମାଜନ ସହ ବିବାଦରେ ଫସିଥିବା ଫ୍ୟୁଚର ଗ୍ରୁପ୍‌ର ମୁଖ୍ୟ ନିର୍ବାହୀ କିଶୋର ବିୟାନୀଙ୍କୁ ବଡ଼ ଝଟକା ଲାଗିଛି। ଦେଶର ଶେୟାର...

ନିବେଶ ବୃଦ୍ଧି ପାଇଁ ୧୫ ଗ୍ଲୋବାଲ୍‌ ଫଣ୍ଡ୍‌ ହାଉସ୍‌ ସହିତ ଆଲୋଚନା କରିବେ ମୋଦି

ନୂଆଦିଲ୍ଲୀ, ୨୨।୧୦: ଦେଶରେ ବିବେଶ ବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖୁବ୍‌ ଶୀଘ୍ର ୧୫ ଗ୍ଲୋବାଲ ଫଣ୍ଡ୍‌ ସାଉସ୍‌ର ପ୍ରତିନିଧିଙ୍କ ସହିତ ଆଲୋଚନା କରିବେ।...

ଚାଇନାକୁ ପୁଣି ବଡ଼ ଝଟ୍‌କା ଦେଲା ଭାରତୀୟ ରେଲଓ୍ବେ

ନୂଆଦିଲ୍ଲୀ, ୨୨।୮: ଚାଇନାକୁ ଗୋଟିଏ ପରେ ଗୋଟିଏ ଝଟ୍‌କା ଲାଗିବାରେ ଲାଗିଛି। ଏବେ ଭାରତୀୟ ରେଲଓ୍ବେ ପୁଣି ଏକ ବଡ଼ ଝଟ୍‌କା ଚାଇନାକୁ ଦେଇଛି। ଭାରତୀୟ...

BGU
Play 250+ Trending Games
Archives

Model This Week

Why Dharitri