ବିଏସ୍‌-୬ ପ୍ରମାଣପତ୍ର ଲାଭକଲା ହିରୋ

ନୂଆଦିଲ୍ଲୀ,୧୫-୬ : ହିରୋ ମୋଟୋକର୍ପ ଦେଶର ପ୍ରଥମ କମ୍ପାନୀ ଭାବେ ଏହାର ଦୁଇ ଚକିଆ ଯାନ ଲାଗି ବିଏସ୍‌-୬ ପ୍ରମାଣପତ୍ର ଲାଭ କରିଛି। କମ୍ପାନୀର ସ୍ପ୍ଲେଣ୍ଡର ଆଇସ୍ମାର୍ଟ ମୋଟର ସାଇକେଲ ଇଣ୍ଟରନ୍ୟାଶନାଲ ସେଣ୍ଟର ଫର ଅଟୋମୋଟିଭ ଟେକ୍ନୋଲୋଜି ପକ୍ଷରୁ ଟାଇପ ଆପ୍ରୁଭାଲ ପ୍ରମାଣପତ୍ର ଲାଭ କରିଛି। କମ୍ପାନୀର ଏହି ମଡେଲ ବିଏସ୍‌-୬ ନିର୍ଗମନ ନିୟମ ଅନୁପାଳନ ପରିକ୍ଷାରେ ସଫଳ ହୋଇଛି। ମଡେଲଟିକୁ କମ୍ପାନୀର ଗବେଷଣା ଏବଂ ଉନ୍ନତିକରଣ ହବ ସେଣ୍ଟର ଅଫ୍‌ ଇନୋଭେଶନ ଏବଂ ଟେକ୍ନୋଲୋଜି(ଆଇସିଏଟି) ଜୟପୁର ଠାରେ ପ୍ରସ୍ତୁତ କରାଯାଇଛି। ଏହି ପ୍ରମାଣପତ୍ର ଲାଗି ଆଇସିଏଟି ନିର୍ଦ୍ଦେଶକ ଦିନେଶ ତ୍ୟାଗୀ ହିରୋ ମୋଟୋକର୍ପକୁ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୮ ମାସର ସର୍ବୋଚ୍ଚ ସ୍ତରରେ ପାଇକାରୀ ମୁଦ୍ରାସ୍ଫୀତି

ନୂଆଦିଲ୍ଲୀ,୧୫-୧: ଏବେ ଖୁଚୁରା ମୁଦ୍ରାସ୍ଫୀତି ସାଢେ ପାଞ୍ଚ ବର୍ଷର ସର୍ବୋଚ୍ଚ ସ୍ତରରେ ରହିଥିବା ବେଳେ ପାଇକାରୀ ମୁଦ୍ରାସ୍ଫୀତି ମଧ୍ୟ ବଢିଥିବା ଜଣାପଡିଛି। ଡିସେମ୍ବରରେ ପାଇକାରୀ ମୂଲ୍ୟ...

ବେକାରି ୪୫ ବର୍ଷର ସର୍ବୋଚ୍ଚ ସ୍ତରରେ

ନୂଆଦିଲ୍ଲୀ,୧।୬: ମୋଦି ସରକାର କ୍ଷମତାକୁ ଫେରିବାର ଦ୍ୱିତୀୟ ଦିନରେ ଶୁକ୍ରବାର ଶ୍ରମ ମନ୍ତ୍ରଣାଳୟ ପକ୍ଷରୁ ବେକାରି ପରିସଂଖ୍ୟାନ ପ୍ରକାଶ କରାଯାଇଛି। ଦେଶରେ ବେକାରି ସଂଖ୍ୟା ବଢ଼ିଛି...

ପିଏମ୍‌ କିଷାନରେ କୃଷକଙ୍କୁ ୫୦,୮୫୦ କୋଟି ଟଙ୍କା ପ୍ରଦାନ

ନୂଆଦିଲ୍ଲୀ,୨୩।୨ ପ୍ରଧାନମନ୍ତ୍ରୀ କିଷାନ ଯୋଜନାରେ କେନ୍ଦ୍ର ସରକାର ୫୦,୮୫୦ କୋଟି ଟଙ୍କା ପ୍ରଦାନ କରିଥିବା ଶନିବାର କହିଛନ୍ତି। ଇନପୁଟ ଖର୍ଚ୍ଚ ଏବଂ ଘର ଖର୍ଚ୍ଚ ଉଠାଇବା...

ଅଟଳ ବିମିତ ବ୍ୟକ୍ତି କଲ୍ୟାଣ ଯୋଜନା ସୀମା ବୃଦ୍ଧି

ନୂଆଦିଲ୍ଲୀ,୧୨।୯: ମହାମାରୀ ସ୍ଥିତି ସମ୍ପୂର୍ଣ୍ଣ ଭାବେ ସୁଧୁରି ନ ଥିବାରୁ କର୍ମଚାରୀ ରାଜ୍ୟ ବୀମା ନିଗମ(ଇଏସ୍‌ଆଇସି) ପକ୍ଷରୁ ଅଟଳ ବିମିତ ବ୍ୟକ୍ତି କଲ୍ୟାଣ ଯୋଜନାର ସୀମାକୁ...

କିଓରୋ ପ୍ଲସ୍‌ ହେଲ୍‌ଥ ଫାସିଲିଟି

ଭୁବନେଶ୍ୱର,୧୨।୮:ରାଜ୍ୟର ଏକ ପ୍ରମୁଖ ସ୍ବାସ୍ଥ୍ୟଭିତ୍ତିକ ସଂସ୍ଥା ଆପ୍‌ନି ଫାର୍ମାସୀ ପକ୍ଷରୁ ଗୁରୁବାର ସ୍ଥାନୀୟ ଲକ୍ଷ୍ମୀସାଗରଠାରେ ‘କିଓରୋ ପ୍ଲସ୍‌ ହେଲ୍‌ଥ ଫାସିଲିଟି’ର ଶୁଭାରମ୍ଭ କରାଯାଇଛି। ପ୍ରଥମ ଷ୍ଟୋରର...

ମୋଦି ସରକାରଙ୍କ ଡିଜିଟାଲ ଷ୍ଟ୍ରାଇକ୍‌: ୨୯ ପ୍ରତିଶତକୁ କମିଲା ଚାଇନା ଆପ୍‌ ବଜାର

ନୂଆଦିଲ୍ଲୀ,୧୬।୨: କରୋନା ମହାମାରୀ ସଂକ୍ରମଣ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଚାଇନା ଉପରେ ଡିଜିଟାଲ ଷ୍ଟ୍ରାଇକ୍‌ କରିଥିଲେ। ୫୯ ଚାଇନା ଆପ୍‌କୁ ବ୍ୟାନ୍‌ କରାଯାଇଥିଲା।...

ଷ୍ଟାର୍ଟଅପ୍‌ କ୍ଷେତ୍ରରେ ଦ୍ରୁତ ଅଭିବୃଦ୍ଧି

ନୂଆଦିଲ୍ଲୀ,୬।୪: ବର୍ତ୍ତମାନ ସମୟରେ ଦେଶର ଷ୍ଟାର୍ଟଅପ୍‌ ପ୍ରୋଗ୍ରାମ ଏକ ପ୍ରକାର ଆନ୍ଦୋଳନ ସୃଷ୍ଟି କରିଛି। ବିଶେଷକରି ଷ୍ଟାର୍ଟଅପ୍‌ କ୍ଷେତ୍ରରେ ଦ୍ରୁତ ଅଭିବୃଦ୍ଧି ଘଟୁଛି ଏବଂ ଆସନ୍ତା...

କ୍ରମ୍ପଟନ୍‌ର ନୂତନ ଉତ୍ପାଦ

ଭୁବନେଶ୍ୱର,୧୬।୯: କ୍ରମ୍ପଟନ ଗ୍ରୀଭ୍‌ସ କଞ୍ଜ୍ୟୁମର ଇଲେକ୍ଟ୍ରିକାଲ୍ସ ଲିମିଟେଡ୍‌ର ନୂତନ ଉତ୍ପାଦକୁ ନିକଟରେ ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ବିଶେଷକରି କମ୍ପାନୀର ଗ୍ରାଇଣ୍ଡିଂରେ ଆଶ୍ୱସ୍ତ ଦେଉଥିବା ପାୱାର ଟ୍ରେନ୍‌...

Advertisement
Archives

Model This Week