ଗଞ୍ଜାମ,୨୮।୯(ଡି.ଏନ୍.ଏ.): ଗଞ୍ଜାମ ସହରରେ ଦୀର୍ଘ ୧୦ ବର୍ଷଧରି ବିକାଶ ହେଉ ନ ଥିବା ଭାଜପା ବ୍ଲକ ପକ୍ଷରୁ ପ୍ରତିବାଦ କରାଯାଇଛି। ସହରର ବିଭିନ୍ନ ସମସ୍ୟା ସମାଧାନ ଲାଗି ଭାଜପା ଏନ୍ଏସି ମଣ୍ଡଳ ପକ୍ଷରୁ ଶୁକ୍ରବାର ଜିଲାପାଳଙ୍କ ଉଦ୍ଦେଶ୍ୟରେ ଏନ୍ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ସୁନିଲ କୁମାର ଟୁଡୁଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ମୁଖ୍ୟ ନାଳର ପୁନଃ ଉଦ୍ଧାର, ଡ୍ରେନ୍ ଉପରେ ଜବରଦଖଲ ଉଚ୍ଛେଦ, ପରିମଳ ସେବା ବିପର୍ଯ୍ୟସ୍ତ ସାଙ୍ଗକୁ ବିଭିନ୍ନ ଓ୍ବାର୍ଡର ଡମ୍ପିଂୟାର୍ଡ, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କୁ ଆବାସ ପ୍ରଦାନ ଆଦି ଦାବି ରହିଛି । ଏଥିରେ ଏନ୍ଏସି ମଣ୍ଡଳ ସଭାପତି କାନ୍ତାରୀ ଦଳାଇ, ସୁଦାମ ଜେନା, ଭାଗ୍ୟବାନ ପ୍ରଧାନ, ବ୍ଲକ ଅଧ୍ୟକ୍ଷ ପ୍ରଶାନ୍ତ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।
ବିକାଶଠାରୁ ବହୁ ପଛରେ ଗଞ୍ଜାମ ଏନ୍ଏସି: ସହରର ଉନ୍ନତି ପାଇଁ ଭାଜପା ପକ୍ଷରୁ ଦାବିପତ୍ର
Posted inଆମ ଜିଲା ଖବର, ଗଞ୍ଜାମ View All

ସ୍ବାଭିମାନ ଅଞ୍ଚଳରେ ଉଡ଼ିଲା ତ୍ରିରଙ୍ଗା
ଚିତ୍ରକୋଣ୍ଡା,୧୫।୮(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଗୁରୁପ୍ରିୟା ସେତୁ ନିକଟରେ ଉଡ଼ିଲା ତ୍ରିରଙ୍ଗା। ପାପରମେଟେଲା ଥାନାଧିକାରୀ ଚନ୍ଦ୍ରକାନ୍ତି ତାଣ୍ଡିଙ୍କ ନେତୃତ୍ୱରେ ଗୁରୁପ୍ରିୟା ସେତୁ ଏବଂ...

ଅନୁଗୋଳ ଜିଲା ତ୍ରୟୋଦଶ ଯୋଜନା କମିଟି ବୈଠକ ଆରମ୍ଭ
ଅନୁଗୋଳ ଅଫିସ,୪।୧୨: ଅନୁଗୋଳ ଜିଲା ତ୍ରୟୋଦଶ ଯୋଜନା କମିଟି ବୈଠକ ଜିଲାପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ମଧ୍ୟାହ୍ନରେ ଆରମ୍ଭ ହୋଇଛି। ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ...

ଗୋଷ୍ଠୀ ସଂଘର୍ଷରୁ ଯୁବ ଇଞ୍ଜିନିୟରଙ୍କୁ ହତ୍ୟା
ନୟାଗଡ଼ ଅଫିସ,୧୪।୪: ନୟାଗଡ଼ ସହରରେ ଦଣ୍ଡପବର୍ର୍ ବୁଧବାର ରାତିରେ ଶୋଭାଯାତ୍ରା ଚାଲିଥିବା ବେଳେ ଗୋଷ୍ଠୀ ସଂଘର୍ଷ ଘଟିଛି। ଏହି ଘଟଣାରେ ନୟାଗଡ଼ ଟାଉନ ଥାନା ଅଧୀନ...

ଚିତ୍ରକୋଣ୍ଡା ଡ୍ୟାମ୍ର ସୁରକ୍ଷା ଯାଞ୍ଚ
ଚିତ୍ରକୋଣ୍ଡା,୧୯ା୧: ଓଡ଼ିଶା ଡ୍ୟାମ୍ ସେଫ୍ଟି କମିଟିର ୩ ଜଣିଆ ବିଶେଷଜ୍ଞ ଦଳ ମଙ୍ଗଳବାର ଚିତ୍ରକୋଣ୍ଡା ଡ୍ୟାମ୍ ଓ ସ୍ପିଲ୍ୱେର ସୁରକ୍ଷା ସମ୍ପର୍କରେ ଯାଞ୍ଚ କରିଛନ୍ତି। ଟିମ୍ରେ...

ଅଶ୍ୱିନୀ, ଅବନୀଙ୍କ କାର୍ଟୁନ୍ ପୁରସ୍କୃତ
ବଲାଙ୍ଗୀର ଅଫିସ,୬ା୫: ଛତିଶଗଡ ସରକାରଙ୍କ ସଂସ୍କୃତି ବିଭାଗ, ଛତିଶଗଡ ପର୍ଯ୍ୟଟନ ବୋର୍ଡ ଏବଂ ରାୟପୁର (ଛତିଶଗଡ)ରୁ ପ୍ରକାଶିତ ପ୍ରତିଷ୍ଠିତ ମାସିକ କାର୍ଟୁନ୍ ପତ୍ରିକା ‘କାର୍ଟୁନ୍ ଓା୍ବଚ୍’ର...

‘ୟାସ୍’ ପାଇଁ କଟକଣା: ଚଣ୍ଡିଖୋଲରୁ ବାଲେଶ୍ୱର ମଧ୍ୟରେ ଗାଡ଼ି ଚଳାଚଳ ବନ୍ଦ
ଯାଜପୁର ଅଫିସ,୨୫।୫: ସମ୍ଭାବ୍ୟ ବାତ୍ୟା ‘ୟାସ୍’ ଏବେ ଉପକୂଳମୁହାଁ। ଏହାର ବିଶେଷ ପ୍ରଭାବ ଭଦ୍ରକ ଓ ବାଲେଶ୍ୱରରେ ପଡ଼ିବ। ଏହି ସମୟରେ ପ୍ରବଳ ବର୍ଷା ହେବା...

ପୌର ବଜେଟ ଫାଇଲ ଚୋରି ଭିଡିଓ ଭାଇରାଲ
ଯାଜପୁର ରୋଡ,୧୪ା୪(ଡି.ଏନ.ଏ.):ବ୍ୟାସନଗର ପୌରପାଳିକା ତରଫରୁ ଗତ ବୁଧବାର ୨୦୨୩-୨୪ ଆର୍ଥିକ ବର୍ଷ ନିମନ୍ତେ ବଜେଟ ଉପସ୍ଥାପନ କରାଯାଇଛି। ଏହି ବଜେଟରେ କୌଣସି ବିଷୟରେ ତାଳମେଳ ରହୁ...

କରୋନା କଟକଣା ବୁଡ଼ାଇଛି ବ୍ୟବସାୟ
ଦେଓଗାଁ,୧୯ା୮(ଡି.ଏନ.ଏ.) – ବଲାଙ୍ଗୀର ଜିଲା ସଦର ଓ ଦେଓଗାଁ ବ୍ଲକ ଅଞ୍ଚଳରେ ବସବାସ କରୁଥିବା ବାଉଁଶ କାରିଗରମାନେ କରୋନା କଟକଣା ଯୋଗୁ ସଙ୍କଟରେ ପଡିଛନ୍ତି। ଏଥିପାଇଁ...