ବିକାଶଶୀଳ ଦେଶରେ ଅଧିକ ହାର୍ଟ ରୋଗୀ

ହୃଦ୍‌ ଜନିତ ସମସ୍ୟା ଯୋଗୁ ୧୯୯୦ରେ ୧୨.୩ ନିୟୁତ ଏବଂ ୨୦୧୩ରେ ୧୭.୩ ନିୟୁତ ଲୋକଙ୍କର ଜୀବନ ଯାଇଛି । ୧୯୭୦ ପରେ ହାର୍ଟ ରୋଗୀଙ୍କ ସଂଖ୍ୟା ବିକଶିତ ଦେଶ ତୁଳନାରେ ବିକାଶଶୀଳ ଦେଶରେ ଅଧିକ ହୋଇଛି । ଏଥିଯୋଗୁ ୮୦ ପ୍ରତିଶତ ପୁରୁଷଙ୍କ ମୃତ୍ୟୁ ଘଟୁଥିବାବେଳେ ୭୫ ପ୍ରତିଶତ ମହିଳାଙ୍କ ମୃତ୍ୟୁ ହୋଇଥାଏ ବୋଲି ଓ୍ବାଲ୍ଡ ହାର୍ଟ ଫାଉଣ୍ଡେଶନ୍‌ ରିପୋର୍ଟରେ ପ୍ରକାଶ ପାଇଛି। ପୁରୁଷଙ୍କଠାରେ ହାର୍ଟ ସମସ୍ୟା ମହିଳାଙ୍କଠାରୁ ୧୦ ବର୍ଷ ପୂର୍ବରୁ ପ୍ରକାଶ ପାଇଥାଏ। ମାନସିକ ଚାପ, ଅନିୟନ୍ତ୍ରିତ ଖାଦ୍ୟପେୟ, ଡାଇବେଟିସ୍‌, ଉଚ୍ଚରକ୍ତଚାପ ଆଦି ହାର୍ଟ ଆଟାକର ମୁଖ୍ୟ କାରଣ ବୋଲି ଏହି ରିପୋର୍ଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଫା ରଖନ୍ତୁ ଫ୍ରିଜ୍‌

ଠିକ୍‌ ଭାବରେ ଜିନିଷ ସାଇତି ରଖିଲେ ଫ୍ରିଜ୍‌ ଶୀଘ୍ର ଅପରିଷ୍କାର ହେବ ନାହିଁ। ତେଣୁ କେଉଁ ଜିନିଷ କେଉଁଠି ରଖିବେ ସେ ସମ୍ପର୍କରେ ଭଲଭାବେ ଜାଣି...

କଶ୍ମୀରୀଙ୍କ ମାନବାଧିକାର ସୁରକ୍ଷାକୁ ଗୁରୁତ୍ୱ ଦିଅ

ଜେନିଭା,୧୦ା୯(ପି.ଟି.)-୩୭୦ ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରର ସ୍ଥିତି ଓ ପାକ୍‌ପଟୁ ଦେଖାଦେଇଥିବା ବିପଦକୁ ନେଇ ଜାତିସଂଘ ମାନବାଧିକାର ସୁରକ୍ଷା କମିଶନ (ୟୁଏନ୍‌ଏଚ୍‌ଆର୍‌ସି) ଚିନ୍ତାବ୍ୟକ୍ତ କରିଛନ୍ତି। ଭାରତ ଓ...

ବାଇଡେନ-ଜିନ୍‌ପିଙ୍ଗ୍‌ଙ୍କ ମଧ୍ୟରେ ହେବ ଆଲୋଚନା

ଓ୍ବାଶିଂଟନ,୨୭ା୭: ତାଇଓ୍ବାନ ଏବଂ ୟୁକ୍ରେନ ଯୁଦ୍ଧକୁ ନେଇ ୪ ମାସର ତିକ୍ତତା ବୃଦ୍ଧି ପରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏବଂ ଚାଇନା ରାଷ୍ଟ୍ରପତି ସି...

ଏସବୁ ଘରୋର ଉପଚାରରେ ଦୂର ହେବ ଗ୍ୟାସ ସମସ୍ୟା

ବର୍ତ୍ତମାନ ସମୟରେ ପେଟ ଗ୍ୟାସ ହେବା ମୁଖ୍ୟ ସମସ୍ୟା ପାଲଟିଛି। ବେଳେବେଳେ ଗ୍ୟାସ ଯୋଗୁ ପେଟ ଦରଜ ହେବା ସହ ଭୀଷଣ ମୁଣ୍ଡ ବିନ୍ଧା ହୋଇଥାଏ।...

୨୦ ବର୍ଷର ହିସାବ, ପ୍ରତିଦିନ ଖର୍ଚ୍ଚ ହୋଇଛି ୨୯୦ ନିୟୁତ ଡଲାର…

ଓ୍ବାଶିଂଟନ/କାବୁଲ,୧୪।୯: ଗତ ୨୦ ବର୍ଷ ମଧ୍ୟରେ ଆମେରିକାର ଆଫଗାନିସ୍ତାନ ଅଭିଯାନ ବିଫଳ ରହିଛି। ଶେଷରେ ୨୦୦୧ର ସ୍ଥିତି ଦେଶରେ ଫେରିଛି। ଏହି ସମୟ ମଧ୍ୟରେ ଆମେରିକା...

ଭାରତ- ଇଣ୍ଟରନେଟ୍‌ କମ୍ପାନୀ ସହ କାମ କରିବାକୁ ଚାହୁଁଛି ଆମେରିକା

ଓ୍ବାଶିଂଟନ,୧୨ା୬: ଆମେରିକାର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ଯେ, ଜୋ -ବାଇଡେନ ପ୍ରଶାସନ ଭୁଲ ତଥ୍ୟର ପ୍ରସାରକୁ ମୁକାବିଲା କରିବା ଏବଂ ଅଭିବ୍ୟକ୍ତିର ସ୍ବାଧୀନତାକୁ ସମ୍ମାନ...

କରୋନା ପରେ ଚିନ୍ତା ବଢ଼ାଇଲା ମାରବର୍ଗ ସଂକ୍ରମଣ

କେପ୍‌ ଟାଉନ୍‌,୮।୭: ବିଶ୍ୱ ଗତ ୨ବର୍ଷରୁ ଉର୍ଦ୍ଧ୍ୱ ହେଲା କରୋନା ମହାମାରୀ ସହ ସଂଘର୍ଷ କରୁଛି। ଇତିମଧ୍ୟରେ ଆଉ ଏକ ନୂଆ ସଂକ୍ରମଣ ସାମ୍ନାକୁ ଆସିଛି।...

ରୋଷେଇ ଘରର ଔଷଧ

ଆପଣ ଜାଣନ୍ତି କି ରୋଷେଇ ଘରେ ନିତ୍ୟ ବ୍ୟବହୃତ ହେଉଥିବା ଏଭଳି କେତେକ ଖାଦ୍ୟଦ୍ରବ୍ୟ ରହିଛି, ଯାହା ଶରୀରକୁ ସୁସ୍ଥ ରଖିବାରେ ସହାୟକ ହୋଇଥାଏ। ଏଥିରେ...

Advertisement
Archives

Model This Week