ବିକାଶ ପୂର୍ବାନୁମାନ ୧.୮%କୁ ଖସାଇଲା ଏସ୍‌ ଆଣ୍ଡ ପି

ନୂଆଦିଲ୍ଲୀ,୧୯।୪: କ୍ରେଡିଟ୍‌ ରେଟିଂ ଏଜେନ୍ସି ଏସ୍‌ ଆଣ୍ଡ ପି ଚଳିତ ଆର୍ଥତ୍କ ବର୍ଷ ଉପରେ ଭାରତର ବିକାଶ ହାର ପୂର୍ବାନୁମାନକୁ ୧.୮%କୁ ଖସାଇ ଦେଇଛି। କରୋନା ପ୍ରଭାବ ଯିବା ପରେ ଦେଶର ଆର୍ଥତ୍କ ଅଭିବୃଦ୍ଧି ହାରରେ ସୁଧାର ଆସିବ ବୋଲି ଏହି ଏଜେନ୍ସି ପ୍ରକାଶ କରିଛି। ୨୦୨୧-୨୨ରେ ଭାରତ ୭.୫% ହାରରେ ଅଭିବୃଦ୍ଧି ହାସଲ କରିବ ବୋଲି ଏହା ମତ ରଖିଛି। ଏହା ପୂର୍ବରୁ ଏସ୍‌ ଆଣ୍ଡ ପି ଭାରତର ବିକାଶ ହାର ୨୦୨୦-୨୧ରେ ୫.୨% ରହିବ ବୋଲି କହିଥିଲା। ମାତ୍ର ଏହାକୁ ଖସାଇ ୩.୫% କରିଥିବା ବେଳେ ପୁଣି ଥରେ ଏଥିରେ ହ୍ରାସ କରି ୧.୮% ରଖିଛି। ଏସିଆ ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳର ଅଭିବୃଦ୍ଧି ୦.୩%କୁ ଖସିବ ବୋଲି ଏହା ମତ ରଖିଛି। ସେହିଭଳି ଫିଚ୍‌ ଏବଂ ବିଶ୍ୱ ବ୍ୟାଙ୍କ ମଧ୍ୟ ଭାରତର ବିକାଶ ହାର ପୂର୍ବାନୁମାନକୁ କମାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସେଲ୍‌ରେ ୫% ଅଂଶଧନ ବିକ୍ରି ନେଇ ସରକାରଙ୍କ ଯୋଜନା

ନୂଆଦିଲ୍ଲୀ,୧୦-୨: ଷ୍ଟିଲ ଅଥରିଟି ଇଣ୍ଡିଆ ଲିମିଟେଡ(ସେଲ୍‌)ରେ ୫% ଅଂଶଧନ ବିକ୍ରି କରିବାକୁ ସରକାର ଯୋଜନା କରୁଛନ୍ତି। ଅଫର ଫର ସେଲ ଦ୍ୱାରା ଏହି ଯୋଜନାକୁ ରୂପରେଖ...

ଖସିଲା ଶେୟାର ବଜାର କାରବାର

ଭୁବନେଶ୍ୱର,୧୯।୯: ବିଗତ କିଛି ସପ୍ତାହ ହେଲା ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟୁଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସ (ଷ୍ଟକ୍‌ବଜାର) ର...

ଜି’ରେ ୭.୮% ଅଂଶଧନ ବିକ୍ରି କରିବ ଇନ୍‌ଭେସ୍କୋ

ନୂଆଦିଲ୍ଲୀ, ୭ା୪: ଜି’ ଏଣ୍ଟର୍‌ଟେନ୍‌ମେଣ୍ଟ ଏଣ୍ଟରପ୍ରାଇଜେସ୍‌ର ବଡ଼ ଅଂଶଧାରକ ଇନ୍‌ଭେସ୍କୋ ଡେଭେଲପ୍‌ମେଣ୍ଟ ମାର୍କେଟ୍‌ସ ଗୁରୁବାର ଦିନ ବ୍ଲକ୍‌ ଡିଲ୍‌ ଜରିଆରେ ଜି’କୁ ୭.୮% ଅର୍ଥାତ୍‌ ୨,୨୦୦...

ଚାଇନା ସାମଗ୍ରୀ ବର୍ଜନ ବୁମେରାଂ ସାଜିବ

ନୂଆଦିଲ୍ଲୀ,୧୧ା୬ : ଗତ ମାସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାତି ଉଦ୍ଦେଶ୍ୟରେ ସମ୍ବୋଧିତ କରି ‘ଆମତ୍ନିର୍ଭର ଭାରତ’ ଗଠନର ଆହ୍ବାନ ଦେଇଥିଲେ। ସେବେଠୁ ଭାରତୀୟଙ୍କ ମନରେ...

ବଜାରରେ ଏଚ୍‌ପିର ନୂଆ ପ୍ରିଣ୍ଟର

ଭୁବନେଶ୍ୱର,୪।୮:ଏଚ୍‌ପି ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ନୂତନ ଲେଜର ଜେଟ୍‌ ପ୍ରୋ ଏମ୍‌ଏଫ୍‌ପି ୪୧୦୪ ପ୍ରିଣ୍ଟରର ଶୁଭାରମ୍ଭ କରାଯାଇଛି। ଏହି ବହୁମୁଖୀ ପ୍ରିଣ୍ଟରଗୁଡିକ ସୁଲଭ ଓ...

ଭାରତରେ ୧୦୦ ନିୟୁତ ଡଲାର ନିବେଶ କରିବ ଏଡିବି

ନୂଆଦିଲ୍ଲୀ,୩୧। ୩: ଏସିଆନ ଡେଭଲପମେଣ୍ଟ ବ୍ୟାଙ୍କ (ଏଡିବି) ଭାରତରେ ୧୦୦ ନିୟୁତ ଡଲାର ନିବେଶ କରିବ। ଜାତୀୟ ଭିତ୍ତିଭୂମି ଏବଂ ନିବେଶ ପାଣ୍ଠି (ଏନ୍‌ଆଇଆଇଏଫ୍‌)ରେ ଏହି...

ଜି-୨୦ ଅର୍ଥମନ୍ତ୍ରୀ ସମ୍ମିଳନୀରେ ଯୋଗ ଦେବେ ସୀତାରାମନ୍‌

ନୂଆଦିଲ୍ଲୀ,୬-୬: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଜି-୨୦ ଦେଶର ଅର୍ଥମନ୍ତ୍ରୀ ତଥା କେନ୍ଦ୍ରୀୟ ବ୍ୟାଙ୍କ ଗଭର୍ନରଙ୍କ ସମ୍ମିଳନୀରେ ଯୋଗ ଦେବେ। ଜାପାନରେ ଆସନ୍ତା ୮ରୁ ଦ୍ୱିଦିବସୀୟ ସମ୍ମିଳନୀ...

ଆର୍ସେଲରମିତ୍ତଲ ପକ୍ଷରୁ ସଚେତନତା ଶିବିର

ଭୁବନେଶ୍ୱର,୩୧।୧: ଦେଶର ପ୍ରମୁଖ ଘରୋଇ ବାଣିଜି୍ୟକ ସଂସ୍ଥା ଆର୍ସେଲରମିତ୍ତଲ ପକ୍ଷରୁ ଏକ ମେଗା ସ୍ବାସ୍ଥ୍ୟ ସଚେତନତା ଶିବିର ଆୟୋଜନ କରାଯାଇଥିଲା। ଏପରିକି କେନ୍ଦୁଝର ବ୍ଲଡ ବ୍ୟାଙ୍କ...

Advertisement
Archives

Model This Week