ବିକ୍ରି ହେଲାନି ଧାନ: ରାସ୍ତା ଉପରେ ଗଦାକଲେ ଚାଷୀ

ବରଗଡ଼ ଅଫିସ,୧୨।୨: ବରଗଡ଼ ଜିଲାରେ ଏବେ ମଧ୍ୟ ଖରିଫ ଧାନ ବିକ୍ରି ସମସ୍ୟା ଦୂର ହୋଇ ପାରିନାହିଁ। ଟୋକନ ନ ମିଳିବାରୁ ଜିଲାର ଅନେକ ଚାଷୀ ସେମାନଙ୍କ ଅମଳ ଧାନକୁ ବିକ୍ରି କରିପାରିନାହାନ୍ତି। ଏହି କାରଣ ଯୋଗୁ ଜିଲାର ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକ ଅନ୍ତର୍ଗତ ରାଜେନ୍ଦ୍ରପୁର, ବିଜାଢ଼ୋଲ, ଡଭା, ଛୋଟ ଅନକି, କନ୍ଦାଡଙ୍ଗର, କୁସମଦର୍ହା ଆଦି ଗ୍ରାମର ୧୯୧ ଜଣ ଚାଷୀ ସେମାନଙ୍କ ଅମଳ ଧାନ ବିକ୍ରିରୁ ବଞ୍ଚିତ ଅଛନ୍ତି। ଏ ନେଇ ବିଭାଗୀୟ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରାଯିବା ସତ୍ତ୍ୱେ କିଛି ସୁଫଳ ମିଳି ନ ଥିବା ଅଭିଯୋଗ କରିଛନ୍ତି। ଏହାର ପ୍ରତିବାଦରେ ବୁଧବାର ଉପରୋକ୍ତ ଗ୍ରାମର ଚାଷୀମାନେ ଡଭା ଗ୍ରାମ ରାସ୍ତା ଉପରେ ଧାନ ଗଦା କରିଛନ୍ତି। ଫଳରେ ଝାରବନ୍ଧ-ଡଭା, ଝାରବନ୍ଧ-ଛତିଶଗଡ଼ ଏବଂ ଝାରବନ୍ଧ-ନୂଆପଡା ରାସ୍ତାରେ ଯାନବାହନ ଚଳାଚଳ ଠପ୍‌ ହୋଇଯାଇଛି। ଅଶୋକ ସାହୁ, ଭାଗବତିଆ ପଟେଲ, ଭୁବନାନନ୍ଦ ନାଏକ ପ୍ରମୁଖ ଏହାର ନେତୃତ୍ୱ ନେଇଥିବାବେଳେ ଶତାଧିକ ଚାଷୀ ଏଥିରେ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାନସର୍‌ ମେଡିସିନକୁ ମିଳିଲା ମଞ୍ଜୁରୀ: ରୋଗୀଙ୍କ ପାଇଁ ବଡ଼ ଆଶ୍ୱସ୍ତି

ଓ୍ବାଶିଂଟନ୍‌,୨୭।୮: ଆମେରିକାର ଖାଦ୍ୟ ଏବଂ ଔଷଧ ପ୍ରଶାସନ (FDA) ମେଟାଷ୍ଟାଟିକ ପାନକ୍ରିଏଟିକ କ୍ୟାନସର୍‌ ରୋଗର ଚିକିତ୍ସା ପାଇଁ ରେଭଲ୍ୟୁସନ ମେଡିସିନ୍ସର ନୂତନ ଔଷଧ ‘ରାସୋକ’କୁ ଅନୁମୋଦନ କରିଛି।…

୩୦୦ରୁ ଅଧିକ ଭାରତୀୟଙ୍କ ପତ୍ତା ମିଳୁନି, ଚିନ୍ତାରେ ପରିବାର: କେଉଁ ରାଜ୍ୟରୁ କେତେ ନିଖୋଜ ଜାଣନ୍ତୁ…

କାଠମାଣ୍ଡୁ,୨୭।୮: ନେପାଳରେ ପ୍ରବଳ ବନ୍ୟା ଓ ଭୂସ୍ଖଳନ ଭୟଙ୍କର ଧ୍ୱଂସଲୀଳା ରଚିଛି। ଏହି ପ୍ରାକୃତିକ ବିପର୍ଯ୍ୟୟରେ ଏପର୍ଯ୍ୟନ୍ତ ୧୬୨ ଜଣଙ୍କ ମୃତ୍ୟୁ ନିଶ୍ଚିତ ହୋଇଛି। ମୃତକଙ୍କ ସଂଖ୍ୟା…

କିଏ ଏହି ଅନୟା ବାଙ୍ଗର, ଆପଣ ତାଙ୍କ ବିଷୟରେ କେତେ ଜାଣନ୍ତି? ଜାଣନ୍ତୁ ଜୀବନ କାହାଣୀ

ନୂଆଦିଲ୍ଲୀ,୨୭।୮: କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ଦ୍ୱାରା ସମ୍ପ୍ରଦାୟ କ୍ରିକେଟ ଖେଳିବାକୁ ଅନୁମତି ଦିଆଯିବା ପରେ ଅନାୟା ବାଙ୍ଗର ବହୁତ ଚର୍ଚ୍ଚାର ବିଷୟ ହୋଇଛନ୍ତି। ସେ ସମ୍ପ୍ରତି ଖେଳକୁ…

ଟିମ ଇଣ୍ଡିଆରେ ସ୍ଥାନ ପାଇଲେ ଦ୍ରାବିଡ-ସେହ୍ବାଗଙ୍କ ପୁଅ: ଏହି ଦେଶ ବିପକ୍ଷରେ ଖେଳିବେ ଦିନିକିଆ ସିରିଜ୍‌

ନୂଆଦିଲ୍ଲୀ,୨୭।୮: ପୂର୍ବତନ ଟିମ ଇଣ୍ଡିଆ ଅଧିନାୟକ ରାହୁଲ ଦ୍ରାବିଡ ଏବଂ କିମ୍ବଦନ୍ତୀ ଓପନର ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଏବେ ଟିମ ଇଣ୍ଡିଆ ଜର୍ସି ପିନ୍ଧି ନଜର ଆସିବେ।…

ଆମ୍ବଗଛରେ ଝୁଲୁଛି ପୁଷ୍ପାଞ୍ଜଳୀଙ୍କ ମୃତଦେହ, ଦେହରେ….

ପାଟଣା,୨୭ା୮(ବୀର କିଶୋର ଦାଶ): ପାଟଣା ଥାନା ଡାଳପକା ପଞ୍ଚାୟତର ବନବୀର ଗ୍ରାମର ଆମ୍ବଗଛରୁ ଜଣେ ଯୁବତୀଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି । ମୃତ ଯୁବତୀ ଜଣକ…

ଯୁବକ ସଂଘ ପକ୍ଷରୁ ରାସ୍ତା ସଫେଇ ଅଭିଯାନ: ଗ୍ରାମବାସୀଙ୍କ ପ୍ରଶଂସା

କର୍ଲାମୁଣ୍ଡା,୨୭।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରା ରାଧା ମାଧବ ଯୁବକ ସଂଘ ପକ୍ଷରୁ ଗାଁର ପରିବେଶକୁ ସ୍ବଚ୍ଛ ଓ ସୁନ୍ଦର ରଖିବା ଲକ୍ଷ୍ୟରେ…

ଏତେ ଅଧିକ ବଢିଯିବ ଅଣ୍ଡା ଦାମ୍‌, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ, ୨୭।୮: ପିଆଜ, ଚିନି ଓ ଡାଲିର ବଢ଼ୁଥିବା ଦର ମଧ୍ୟରେ ଏବେ ଅଣ୍ଡାର ଦାମ ମଧ୍ୟ ବହୁତ ବଢ଼ିବାର ଆଶଙ୍କା ରହିଛି। ଗତ ଏକ ବର୍ଷ…

ବିବାହର ୨ ବର୍ଷ ପରେ ଗୁମର ଖୋଲିଲେ ଶୋଭିତା: ନାଗା ଚୈତନଙ୍କ ସହ…

ମୁମ୍ବାଇ: ବିବାହର ପ୍ରାୟ ଦୁଇ ବର୍ଷ ପରେ ଶୋଭିତା ତାଙ୍କ ବୈବାହିକ ଜୀବନ ବିଷୟରେ ମୁହଁ ଖୋଲିଛନ୍ତି। ଅଭିନେତ୍ରୀ ଶୋଭିତା ଧୂଲିପାଲା ଏବଂ ନାଗା ଚୈତନ୍ୟ ୨୦୨୪ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri