ବିଗୁଡ଼ୁଛି ୟେସ୍‌ ବ୍ୟାଙ୍କର ଆର୍ଥିକ ସ୍ଥିତି: ସଙ୍କଟରେ ମହାପ୍ରଭୁଙ୍କ ୫୪୫ କୋଟି ଟଙ୍କା; ଉଦ୍‌ବେଗ ପ୍ରକାଶ କଲେ ବୁଦ୍ଧିଜୀବୀ

ପୁରୀ ଅଫିସ,୬।୩: ୟେସ୍‌ ବ୍ୟାଙ୍କ ଏବେ ଦେବାଳିଆ ପରିସ୍ଥିତିରେ ପହଞ୍ଚିଛି। ଏହି ବ୍ୟାଙ୍କରେ ଜଗନ୍ନାଥ ମହାପ୍ରଭୁଙ୍କ ୫୪୫ କୋଟି ଟଙ୍କାର ଜମାପାଣ୍ଠି ରହିଥିବାରୁ ଏହି ଟଙ୍କାର ଭାଗ୍ୟକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ପରିଚାଳନା କମିଟି ବିନା ଅନୁମୋଦନରେ କିଭଳି ଏତେ ପରିମାଣର ଟଙ୍କା ଏକ ଘରୋଇ ବ୍ୟାଙ୍କରେ ରଖାଗଲା ତାହାକୁ ନେଇ ବୁଦ୍ଧିଜୀବୀମାନେ ପ୍ରଶ୍ନ ଉଠାଇଛନ୍ତି। ତେଣୁ ମହାପ୍ରଭୁଙ୍କ ଏହି ଟଙ୍କା ୟେସ୍‌ ବ୍ୟାଙ୍କରୁ ଉଠାଯାଇ କିଭଳି ଜାତୀୟକରଣ ବ୍ୟାଙ୍କରେ ଜମା ହେବ ସେ ନେଇ ବ୍ୟବସ୍ଥା କରିବାକୁ ବୁଦ୍ଧିଜୀବୀ, ସେବାୟତଙ୍କ ସହ ଭକ୍ତମାନେ ଦାବି କରିଛନ୍ତି। ଅପରପକ୍ଷେ ଏହି ପ୍ରସଙ୍ଗରେ ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀ ଓ ଜିଲା ପ୍ରଶାସନିକ ଅଧିକାରୀ ମୁହଁ ଖୋଲୁ ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୟାବହ ଅଗ୍ନିକାଣ୍ଡ: ୧୪ ବଖରା, ଝିଅ ବାହାଘର ପାଇଁ ଥିବା ଟଙ୍କା, ଗହଣା ଭସ୍ମ

ଭୁବନ, ୨୯ା୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଭୁବନ ବ୍ଲକ ବାଲିବୋ ପଞ୍ଚାୟତ ଅଧୀନ ବାଉଁଶକଣ ଗ୍ରାମର ମାଟିଆସାହିରେ ଶୁକ୍ରବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୫ ପରିବାରର...

ଶୈଳଶ୍ରୀବିହାର, ନୀଳାଦ୍ରିବିହାରରେ ଘରେ ଘରେ ଜ୍ୱର; ନିୟନ୍ତ୍ରଣକୁ ଆସୁନି…

ଭୁବନେଶ୍ୱର, ୧।୮ (ବ୍ୟୁରୋ): ରାଜଧାନୀରେ ତୀବ୍ର ବେଗରେ ବ୍ୟାପୁଛି ଡେଙ୍ଗୁ। ସହରରୁ ଦିନକୁ ୨୦ରୁ ୩୦ଜଣ ରୋଗୀ ଚିହ୍ନଟ ହେଉଥିବାବେଳେ ଶନିବାର ଗୋଟିଏ ଦିନରେ ଆଉ...

ସଂକ୍ରମଣକୁ ତାଳ ଦେଇ ବଢ଼ିଚାଲିଛି କୋଭିଡ୍‌ କଣ୍ଟେନ୍‌ମେଣ୍ଟ ଜୋନ୍‌; ଆଜି ଆଉ ୭ ଅଞ୍ଚଳ…

ଭୁବନେଶ୍ୱର,୯।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ବଢ଼ୁଛି କରୋନା ସଂକ୍ରମଣ। ଏଥିସହ ତାଳ ଦେଇ ବଢ଼ି ଚାଲିଛି କଣ୍ଟେନମେଣ୍ଟ ଜୋନ୍‌ । ବିଏମ୍‌ସିର ଦକ୍ଷିଣ-ପୂର୍ବ ଜୋନରେ ରବିବାର ଆଉ...

ମୋ ଝିଅକୁ ତଣ୍ଟିଚିପି ମାରିଦେଲେ

ଦିଗପହଣ୍ଡି,୧୩ା୯(ଡି.ଏନ.ଏ.): ସ୍ତ୍ରୀ ହତ୍ୟା ଅଭିଯୋଗରେ ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଲକ୍ଷ୍ମଣ ନାଇକଙ୍କୁ ପୋଲିସ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ଏ ନେଇ...

ଅଙ୍ଗନଓ୍ବାଡି କର୍ମୀଙ୍କୁ ଦୁର୍ବ୍ୟବହାର ଅଭିଯୋଗ : ପ୍ରତିବାଦରେ ସିଡିପିଓଙ୍କ ଅଫିସ୍‌ ଘେରାଉ

ତାଳଚେର, ୧୩ା୬(ନି.ପ୍ର.) – ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରାଯାଇଥିବା ଅଭିଯୋଗ କରି ପ୍ରତିବାଦରେ ବୁଧବାର ତାଳଚେର ବ୍ଲକ ଅଙ୍ଗନଓ୍ବାଡି କର୍ମୀ ସଂଘ ପକ୍ଷରୁ...

ପ୍ରବଳ ବର୍ଷିବ: ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ସମ୍ଭାବନା

ଭୁବନେଶ୍ୱର,୬।୮(ବ୍ୟୁରୋ): ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଆନ୍ଧ୍ର ଉପକୂଳରେ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ୭ ତାରିଖ ବେଳକୁ ଉତ୍ତର-ପଶ୍ଚିମ ତତସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ...

ପୁରୀ ଥଇଥାନ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୯(ବ୍ୟୁରୋ): ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌ ପାଇଁ ସ୍ବତନ୍ତ୍ର ଥଇଥାନ ପ୍ୟାକେଜ୍‌ ସୋମବାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବାସଗୃହ ଅଧିଗ୍ରହଣ ପାଇଁ ସ୍ବତନ୍ତ୍ର ଥଇଥାନ...

ଶଟ୍‌ଡାଉନ୍‌ରେ ମାଟ୍ରିକ ମୂଲ୍ୟାୟନ ବନ୍ଦ

ଭୁବନେଶ୍ୱର,୬।୬(ବ୍ୟୁରୋ): କରୋନା ମୁକାବିଲା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ଓ ରବିବାର ୧୧ ଜିଲାକୁ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ତେବେ ଶଟ୍‌ଡାଉନ୍‌ ଘୋଷିତ ଉକ୍ତ...

Advertisement
Archives

Model This Week