ବିଗ୍‌ବସ୍‌ ବଦଳାଇଲା ଭାଗ୍ୟ: ମହେଶ ଭଟ୍ଟଙ୍କ ଫିଲ୍ମରେ ନଜର ଆସିବେ ଆସିମ୍‌, ନାୟିକା ସାଜିବେ ସନ୍ନି !

ବମ୍ବେ: ଲୋକପ୍ରିୟ ରିଆଲିଟି ଶୋ’ ବିଗ୍‌ବସ ଭାଗ ନେଉଥିବା ପ୍ରତିଯୋଗୀଙ୍କ ଭାଗ୍ୟ ବଦଳାଇଦିଏ। ଠିକ୍‌ ଏପରି କିଛି ଘଟିଛି ‘ବିଗ୍‌ବସ୍‌-୧୩’ର ପ୍ରତିଯୋଗୀ ଅସିମ୍‌ ରିଆଜଙ୍କ କ୍ଷେତ୍ରରେ। ଅସିମ୍‌ ଚଳିତ ସିଜନ୍‌ର ସବୁଠାରୁ ଅଧିକ ପସନ୍ଦ କରାଯାଉଥିବା ସେଲିବ୍ରିଟି ପାଲଟିଛନ୍ତି। ଏଣୁ ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ମହେଶ ଭଟ୍ଟ ତାଙ୍କୁ ଫିଲ୍ମରେ ନେବାକୁ ଯାଉଥିବା ଶୁଣିବାକୁ ମିଳିଛି। ଏଥିରେ ତାଙ୍କ ବିପକ୍ଷରେ ନାୟିକା ସାଜିବେ ସନ୍ନି ଲିଓନି। ଆଧିକାରିକ ଭାବେ ଫିଲ୍ମ ନେଇ ଘୋଷଣା ହୋଇ ନ ଥିଲେ ହେଁ ଆସିମ୍‌ଙ୍କ ପ୍ରଶଂସକମାନେ ବେଶ୍‌ ଖୁସି ଅଛନ୍ତି।

ଆସିମ୍‌ଙ୍କ ଘର ଜମ୍ମୁ-କଶ୍ମୀର। ପେସାରେ ସେ ଜଣେ ମଡେଲ। ବିଗ୍‌ବସ୍‌ ଘରକୁ ଆସିବା ଦିନଠାରୁ ସେ ଟକ୍‌ ଅଫ୍‌ ଦ ଟାଉନ୍‌ ହୋଇରହିଛନ୍ତି। ତାଙ୍କ ଫିଟ୍‌ନେସ୍‌ ଏବଂ ଚେହେରା ଅନେକଙ୍କୁ ଦିଓ୍ବାନା କରିଛି। ଏଥିସହ ଶୋ’ରେ ଅନ୍ୟତମ ପ୍ରତିଯୋଗୀ ହିମାଂଶୀ ଖୁରାନ୍ନାଙ୍କ ସହ ତାଙ୍କ ସମ୍ପର୍କ ଚର୍ଚ୍ଚାରେ ରହିଆସୁଛି। ଲୋକପ୍ରିୟତା ଯୋଗୁ ସେ ଶୋ’ ଜିତିବାର ଦମ୍‌ ରଖିଥିବା ଆଲୋଚନା ହେଉଛି।

ଇତିମଧ୍ୟରେ ଏହା ତେର ସିଜନ୍‌ରେ ପହଞ୍ଚିଛି। ସବୁଥର ଭଳି ଚଳିତ ଥର ମଧ୍ୟ ଦର୍ଶକଙ୍କ ଭଲପାଇବା ବହୁଳ ଭାବେ ମିଳୁଛି। ଫଳରେ ସବୁଠାରୁ ସଫଳତମ ସିଜନ୍‌ ହୋଇଛି ‘ବିଗ୍‌ବସ୍‌-୧୩’।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଲାଗୁ ହେଲା ପେଟ୍ରୋଲ-ଡିଜେଲର ନୂଆ ଦାମ୍‌

ନୂଆଦିଲ୍ଲୀ,୩।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲର ଦର ଏବଂ ତେଲ କମ୍ପାନୀଗୁଡ଼ିକର ରୋଜଗାରକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ରପ୍ତାନି ଉପରେ ଲାଗୁ…

ଜରି ବ୍ୟାଗରେ ନେଇ ଯାଉଥିଲେ ଦେଶୀ ମଦ ପାଉଚ, ଅଚାନକ ପଛରୁ ଧରିଲା ଅବକାରୀ ଥାନା ପୋଲିସ, ତା’ପରେ…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଅବକାରୀ ଥାନା ପୋଲିସ ବି. ତୁରୁୁବୁଡ଼ି ଗ୍ରାମର ରମେଶ ରେଡ୍ଡୀଙ୍କୁ ଅବକାରୀ ଥାନା ମାମଲା ନଂ.୭୫/୨୬-୨୭ ଅନୁଯାୟୀ ଗିରଫ କରିଛନ୍ତି। ତାଙ୍କ…

ପିକେଙ୍କ ବିଜୟଠୁ ଭାଜପାର ପରାଜୟ କାହିଁକି ଚର୍ଚ୍ଚାରେ? ବାଙ୍କୀପୁର ଫଳାଫଳର ପ୍ରଭାବ ପଡ଼ିବ ଦିଲ୍ଲୀ ଗାଦି ଉପରେ!

ପାଟନା,୩।୮: ବାଙ୍କୀପୁରରେ ପ୍ରଶାନ୍ତ କିଶୋରଙ୍କ ବିଜୟ ରାଜନୀତିରେ ଏକ ନୂଆ କୌତୂହଳ ସୃଷ୍ଟି କରିଛି। ଆଜି ସକାଳ ପର୍ଯ୍ୟନ୍ତ ଯେଉଁ ବାଙ୍କୀପୁର ବିଧାନସଭା ଆସନକୁ ଭାଜପାର ଦୁର୍ଗ…

ପ୍ରଶାନ୍ତ କିଶୋରଙ୍କୁ ଜିତାଇଦେଲେ Gen-Z? ହେଲା ବଡ଼ ଖୁଲାସା…

ପାଟନା,୩।୮: ପାଟନାର ହାଇ-ପ୍ରୋଫାଇଲ୍ ବାଙ୍କୀପୁର ବିଧାନସଭା ଆସନରେ ଜନ ସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର ୧୯,୩୨୪ ଭୋଟ୍‌ରେ ବିଜୟ ହାସଲ କରିଛନ୍ତି। ୩୨ ରାଉଣ୍ଡ ଗଣତିରେ…

ମ୍ୟାଚ୍‌ ଫିକ୍ସଂ କରି ୮ ବର୍ଷ ବାସନ୍ଦ ହେଲେ ଏହି କ୍ରିକେଟର

ଦୁବାଇ,୩ା୮: ୟୁଏସ୍‌ଏ ଖେଳାଳି ବୋଦୁଗମ ଅଖିଳେଶ ରେଡ୍ଡୀ ଏକ ମ୍ୟାଚ୍‌ ଫିକ୍ସଂ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ୮ ବର୍ଷ ଲାଗି ସମସ୍ତ ପ୍ରକାର କ୍ରିକେଟରୁ ବାସନ୍ଦ…

ରାଗିକି ଇସ୍ତଫା ଦେଲେ ୨ ବିଧାୟକ

ବେଙ୍ଗାଲୁରୁ,୩।୮: କର୍ନାଟକରେ କଂଗ୍ରେସ ସରକାରଙ୍କ କ୍ୟାବିନେଟ ବିସ୍ତାରକୁ ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟିଥିବାବେଳେ ନୂତନ ଭାବରେ ପ୍ରକାଶିତ ମନ୍ତ୍ରୀ ତାଲିକା ସେହି ବିଧାୟକମାନଙ୍କୁ ନିରାଶ କରିଛି…

ଝାଡ଼ଖଣ୍ଡର ‘ସୋନମ ୱାଙ୍ଗଚୁକ୍’! ଜାଣନ୍ତୁ କିଏ ଏହି ଦେବେନ୍ଦ୍ର ମାହାତୋ, ଯିଏ ଛାତ୍ରଙ୍କ ହକ୍‌ ପାଇଁ ଆମରଣ ଅନଶନରେ…

ନୂଆଦିଲ୍ଲୀ,୩।୮: ନିଟ୍ (NEET) ପେପର ଲିକ୍‌କୁ ନେଇ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ ପ୍ରଦର୍ଶନ କିଛିଟା ପ୍ରଶମିତ ହୋଇଥିଲେ ବି ଝାଡ଼ଖଣ୍ଡରେ ଏବେ ବି ନିଆଁ ଜଳୁଛି, ଆଉ ଏହାର…

ବାଙ୍କିପୁର ବିଜେତା ପ୍ରଶାନ୍ତ କିଶୋର କେତେ ଧନୀ? ପାଟନାରୁ ଦିଲ୍ଲୀ-ନୋଏଡା ପର୍ଯ୍ୟନ୍ତ ରହିଛି…

ପାଟନା,୩।୮: ପ୍ରଶାନ୍ତ କିଶୋର ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ବଡ଼ ବ୍ୟବଧାନରେ ଜିତିଛନ୍ତି। ସେ ଭାଜପାର ନୀରଜ ସିହ୍ନାଙ୍କୁ ୧୮ ହଜାରରୁ ଅଧିକ ଭୋଟ୍‌ରେ ପରାସ୍ତ କରିଛନ୍ତି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri