ବିଗ୍‌ ବଜାର ଦେଉଛି ଡୋର୍‌ଷ୍ଟେପ ଡେଲିଭରି

ଭୁବନେଶ୍ୱର,୩। ୫: କରୋନା ବିରୋଧରେ ଲଢେଇ ଜାରି ରଖିବା ସହ ବିଗ୍‌ ବଜାର ପକ୍ଷରୁ ବର୍ତ୍ତମାନ ଲୋକଙ୍କୁ ଡୋର୍‌ଷ୍ଟେପ ଡେଲିଭରି ବା ଘର ଦୁଆର ମୁହଁରେ ସାମଗ୍ରୀ ପହଞ୍ଚାଇବା ସେବା ପ୍ରଦାନ କରାଯାଉଛି। ଜରୁରୀକାଳିନ ସମୟରେ ଗ୍ରାହକଙ୍କୁ ସହାୟତା ଯୋଗାଇ ଦେବା ଲାଗି ସବୁ ପ୍ରକାରର ଉପାୟ ଗ୍ରହଣ କରାଯାଉଥିବା ସୂଚନା ରହିଛି। ଗ୍ରାହକ ସପ୍‌ ଡଟ୍‌ ବିଗ୍‌ ବଜାର ଡଟ୍‌ କମ୍‌ରେ ବିଭିନ୍ନ ସୁବିଧା ଲାଭ କରି ପାରିବେ। ନିଜ ଅଞ୍ଚଳର ପିନ୍‌ କୋଡ୍‌ ଦେଇ ନିକଟସ୍ଥ ବିଗ୍‌ ବଜାର ଷ୍ଟୋର ଚୟନ ଦ୍ୱାରା ଆବଶ୍ୟକ ସାମଗ୍ରୀ କାର୍ଟରେ ଯୋଗ କରିବାକୁ ପଡିବ। ଏହା ପରେ ବିଗ୍‌ ବଜାର ପକ୍ଷରୁ ସ୍ପର୍ଶବିହୀନ ଓ ସୁରକ୍ଷିତ ଭାବେ ଗ୍ରାହକଙ୍କ ଦୁଆର ମୁହଁରେ ଡେଲିଭରି ପ୍ରଦାନ କରାଯିବ। ଫୋନକଲ ଏବଂ ହ୍ବାଟସ ଅପ୍‌ ମେସେଜ ଜରିଆରେ ମଧ୍ୟ ସାମଗ୍ରୀ ଅର୍ଡର କରିହେବ ବୋଲି ବିଗ୍‌ ବଜାର ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁସ୍ମିତା ସେନଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଲଳିତ ମୋଦି, କହିଲେ ଏମିତି କଥା ସଭିଏଁ ଚକିତ

ନୂଆଦିଲ୍ଲୀ,୨।୬: ୨୦୨୨ ମସିହାରେ, ଏକ ଇନଷ୍ଟାଗ୍ରାମ ପୋଷ୍ଟ ଏତେ ଝଡ଼ ସୃଷ୍ଟି କରିଥିଲା ଯେ ଏହା ସୋସିଆଲ ମିଡିଆ ଠାରୁ ଆରମ୍ଭ କରି ମନୋରଞ୍ଜନ ଜଗତ ପର୍ଯ୍ୟନ୍ତ…

ମଣ୍ଡିରୁ ଉଠୁନି ଧାନ,ଚାଷୀଙ୍କ ରାସ୍ତାରୋକୋ: ଅଟକି ରହିଛି ଶହ ଶହ ଯାନବାହନ

ଭବାନୀପାଟଣା,୨।୬(ଉତ୍ତମ କୁମାର ଦାଶ):ଧାନ ବିକ୍ରି ପ୍ରକ୍ରିୟାରେ ଅନିୟମିତତାକୁ ନେଇ ମଙ୍ଗଳବାର ସକାଳୁ କଳାହାଣ୍ଡି ଜିଲା ମୋଟର -ଜୟପାଟଣା ମୁଖ୍ୟ ରାସ୍ତା ବଡକୁଟରୁ ଛକ ନିକଟରେ ସ୍ଥାନୀୟ ଚାଷୀ…

ଦିଲ୍ଲୀ ଗଲେ ନବୀନ, ବଢୁଛି ଚର୍ଚ୍ଚା: ଦେବୀ କହିଲେ…

ଭୁବନେଶ୍ୱର,୨ା୬(ସୁନିତ୍‌ ମିଶ୍ର):ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ୭ଦିନିଆ ନୂଆଦିଲ୍ଲୀ ଗସ୍ତ କରିଛନ୍ତି। ନବୀନ ନିର୍ଦ୍ଦିଷ୍ଟ ଭାବେ କେଉଁ ଉଦ୍ଦେଶ୍ୟ ନେଇ ଦିଲ୍ଲୀ…

ଆସିଲା ମୌସୁମୀ, ଖୁବଶୀଘ୍ର ଛୁଇଁବ କେରଳ

ନୂଆଦିଲ୍ଲୀ,୨।୬: ଦେଶର ପାଣିପାଗ ଢାଞ୍ଚାରେ ଏକ ବଡ଼ ପରିବର୍ତ୍ତନ ଆଶା କରାଯାଉଛି। ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ଯେ ଦକ୍ଷିଣ-ପଶ୍ଚିମ ମୌସୁମୀ ଯେକୌଣସି ମୁହୂର୍ତ୍ତରେ କେରଳରେ ପହଞ୍ଚିପାରେ।…

ଶିମିଳିପାଳରେ ମାଉସ୍‌ ଡିଅର: ଜୋର୍‌ ଧରିଲା ଚର୍ଚ୍ଚା

ବାରିପଦା,୨ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନ ଓଡ଼ିଶାର ଏକ ଅନନ୍ୟ ବନ୍ୟପ୍ରାଣୀ ଆବାସସ୍ଥଳୀ ଭାବେ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଏଠାରେ ବିଶ୍ୱର କ୍ଷୁଦ୍ର…

ଶୈବପୀଠକୁ ୨ କୋଟି ଟଙ୍କା ମଞ୍ଜୁର: ଅଞ୍ଚଳରେ ଖେଳିଗଲା ଖୁସିର ଲହରୀ

ବରଗଡ଼,୨।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ଲକ ଅନ୍ତର୍ଗତ ଗାଇସୀମାସ୍ଥିତ ଅଷ୍ଟଶମ୍ଭୁ ପୀଠ ମଧ୍ୟରେ ଅନ୍ୟତମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ମନ୍ଦିର ବିକାଶ ପାଇଁ ରାଜ୍ୟ ସରକାର ୨କୋଟି ଟଙ୍କା…

ବିନା କଟ୍‌ନୀରେ ମଣ୍ଡିରୁ ଉଠୁନି ଧାନ: ସିଏସ୍‌ଓଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼,୨।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ବିତି ଯାଇଛି। ହେଲେ ଏପର୍ଯ୍ୟନ୍ତ ଜିଲାରେ ଧାନ ବିକ୍ରିବଟାରେ ଦେଖାଯାଇଥିବା ସମସ୍ୟା ଅସମାହିତ ରହିଛି। ଟୋକନ ସମସ୍ୟା…

ଭାଜପା ଛାଡ଼ି ନୂଆ ଦଳ ଗଢ଼ିବେ ଆନ୍ନାମଲାଇ, କାହିଁକି ଏହି ନିଷ୍ପତ୍ତି ଜାଣନ୍ତୁ

ଚେନ୍ନାଇ,୨।୬: ଦକ୍ଷିଣ ଭାରତରେ ଭାଜପାର ଅନ୍ୟତମ ପ୍ରମୁଖ ଚେହେରା ତଥା ତାମିଲନାଡୁରେ ଦଳର ପୂର୍ବତନ ସଭାପତି କେ. ଆନ୍ନାମଲାଇ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଛନ୍ତି । ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri