ବିଗ୍‌ ବଜାର ପକ୍ଷରୁ ଡୋରଷ୍ଟେପ ଡେଲିଭରି ସେବା

ଭୁବନେଶ୍ୱର,୯।୫: ବର୍ତ୍ତମାନର ଚ୍ୟାଲେଞ୍ଜିଂ ସମୟରେ ବିଗ୍‌ ବଜାର ପକ୍ଷରୁ ଡୋର ଷ୍ଟେପ୍‌ ଡେଲିଭରି ସେବା ଯୋଗାଇ ଦିଆଯାଉଛି। ଲକ୍‌ଡାଉନ ସମୟରେ ଗ୍ରାହକଙ୍କ ଘର ଦୁଆରରେ ସେବା ଯୋଗାଇଦେବା ଲାଗି କମ୍ପାନୀ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି। ଶପ୍‌ ଡଟ୍‌ ବିଗ୍‌ବଜାର ଡଟ୍‌ କମ୍‌ ସାଇଟକୁ ଯାଇ ଗ୍ରାହକ ବିଭିନ୍ନ ସାମଗ୍ରୀ ଅର୍ଡର କରିବାକୁ ସୁବିଧା ପାଇବେ। କେଉଁ ଏରିଆରେ ରହୁଛନ୍ତି, ତା’ର ପିନ୍‌ କୋଡ୍‌ ଏବଂ ନିକଟସ୍ଥ ବିଗ୍‌ ବଜାର ଚୟନକରି ସାମଗ୍ରୀ ଚୟନ କରିବାକୁ ହେବ। ଏହା ପରେ ଗ୍ରାହକଙ୍କୁ କଣ୍ଟାକ୍ଟ ଲେସ୍‌ ଏବଂ ନିରାପତ୍ତା ଭିତ୍ତିକ ଡେଲିଭରି ପ୍ରଦାନ କରାଯିବ ବୋଲି ସୂଚନା ରହିଛି। ଫୋନ୍‌ କଲ୍‌ ଏବଂ ହ୍ବାଟ୍ସଆପ୍‌ ଜରିଆରେ ମଧ୍ୟ ଗ୍ରାହକମାନେ ସାମଗ୍ରୀ ଅର୍ଡର ଦେଇପାରିବେ। ଏହାବାଦ ଷ୍ଟୋର ପିକ୍‌ ବିକଳ୍ପ ଏବଂ କେତେକ ସହରରେ ବିଗ୍‌ ବଜାର ଅନ୍‌ ହ୍ବିଲ୍‌ ମଧ୍ୟ ଆରମ୍ଭ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳଯାତ୍ରୀଙ୍କ ପାଇଁ ଖୁସିଖବର! ବୋର୍ଡିଂ ନିୟମରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୨୨।୨: ଭାରତୀୟ ରେଳବାଇ ଯାତ୍ରୀମାନଙ୍କୁ ଏକ ବଡ଼ ସୁବିଧା ଦେବାକୁ ପ୍ରସ୍ତୁତି ଚଳାଇଛି। ଏଣିକି ଯାତ୍ରୀମାନେ ନିଜର ବୋର୍ଡିଂ ପଏଣ୍ଟ (ଯେଉଁ ଷ୍ଟେଶନରୁ ଟ୍ରେନ ଚଢ଼ିବେ) ବଦଳାଇବା…

ଟ୍ରମ୍ପଙ୍କୁ ଝଟ୍‌କା, ଏତେ କିମଯିବ ସୁନାଦର! ରେଟ୍‌ ଶୁଣିଲେ ନାଚି ଉଠିବେ ଆପଣ…

ନୂଆଦିଲ୍ଲୀ,୨୨।୨: ଆମେରିକାର ସୁପ୍ରିମକୋର୍ଟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ପାରସ୍ପରିକ ଶୁଳ୍କକୁ ପ୍ରତ୍ୟାହାର କରିଦେଇଛନ୍ତି। ଏହି ନିଷ୍ପତ୍ତିର କିଛି ଘଣ୍ଟା ପରେ, ଟ୍ରମ୍ପ ସମସ୍ତ…

ହୋଲି ପୂର୍ୱରୁ ବଡ଼ ଉପହାର; ରାଜ୍ୟ ସରକାରୀ କର୍ମଚାରୀ, ଶିକ୍ଷକ ଓ ପେନସନଭୋଗୀଙ୍କ ବଢିକି ଆସିବ ଦରମା

ନୂଆଦିଲ୍‌ଲୀ,୨୨।୨: ହୋଲି ପୂର୍ୱରୁ ଖୁସି ଖବର। ସରକାରୀ କର୍ମଚାରୀ, ଶିକ୍ଷକ ଓ ପେନସନଧାରୀଙ୍କ ବଢିବ ଦରମା-ଭତ୍ତା। ଏନେଇ ରାଜ୍ୟ ସରକାର ବଡ଼ ଘୋଷଣା କରିଛନ୍ତି। ରାଜ୍ୟ ସରକାର…

ଜିରୋ ବାଲାନ୍ସ ଆକାଉଣ୍ଟରୁ ଉଠାଇପାରିବେ ୧୦ହଜାର ଟଙ୍କା, ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨୧।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଥମ କାର୍ଯ୍ୟକାଳର ସବୁଠାରୁ ଲୋକପ୍ରିୟ ଯୋଜନାଗୁଡ଼ିକ ମଧ୍ୟରୁ ଗୋଟିଏ ହେଉଛି ଜନ ଧନ (ପ୍ରଧାନମନ୍ତ୍ରୀ ଜନ ଧନ) ଆକାଉଣ୍ଟ। ଏହି ଯୋଜନା…

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

Railways fare Alert: ରେଲେଓ଼୍ବ ଏହି ୧୦ଟି ଟ୍ରେନର ଭଡାରେ କଲା ପରିବର୍ତ୍ତନ, ଯାତ୍ରା କରିବା ପୂର୍ୱରୁ ଜାଣି ନିଅନ୍ତୁ ଜରୁରୀ ଖବର…

ନୂଆଦିଲ୍‌ଲୀ,୨୦।୨:ଭାରତରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି। ତେଣୁ, ଏହି ଖବର ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ପ୍ରାସଙ୍ଗିକ। ରେଳବାଇ 10ଟି ଟ୍ରେନରେ ଭଡା…

ଦେଶର ଖଣିଜ ଉତ୍ପାଦନକୁ ଓଡ଼ିଶାର ଯୋଗଦାନ ୪୩.୭

ଭୁବନେଶ୍ୱର,୨୦ା୨: ଦେଶର ଅର୍ଥନୀତିର ଚକକୁ ଗତିଶୀଳ କରିବାରେ ଓଡ଼ିଶାର ଖଣି ସମ୍ପଦ ସବୁଠାରୁ ବଡ଼ ଭୂମିକା ଗ୍ରହଣ କରିଛି। ଦେଶର ମୋଟ ଖଣିଜ ଉତ୍ପାଦନରେ ଓଡ଼ିଶାର ଅବଦାନ…

୧୦ ଗ୍ରାମ ସୁନା ବନ୍ଧକ ରଖିଲେ କେଉଁ ବ୍ୟାଙ୍କ ଦେବ ଅଧିକ ଲୋନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୨: ୨୨ କ୍ୟାରେଟ୍ ସୁନାର ବର୍ତ୍ତମାନର ମୂଲ୍ୟ ପ୍ରତି ୧୦ ଗ୍ରାମ ୧,୪୩,୩୪୦ ଟଙ୍କା। ଏହି ମୂଲ୍ୟରେ ଆପଣ ସୁନା ଜମା କରି ଋଣ ନେଇପାରିବେ। ତଥାପି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri