ବିଗ୍‌ ବସ୍‌ରେ ଫ୍ୟାମିଲି ଉଇକ୍‌

ବମ୍ବେ: ଛୋଟ ପରଦାର ଲୋକପ୍ରିୟ ରିଆଲିଟି ଶୋ’ ବିଗ୍‌ବସ୍‌ ଦର୍ଶକଙ୍କ ଖୁବ୍‌ ମନୋରଞ୍ଜନ କରୁଛି। ପ୍ରେମ, ବନ୍ଧୁତ୍ୱ ଏବଂ ଡ୍ରାମାକୁ ନେଇ ଚଳିତ ସିଜିନ ଚର୍ଚ୍ଚାରେ ରହିଛି। ଘର ଭିତରେ ବନ୍ଦ ରହିଥିବା ଦଶଜଣ ପ୍ରତିଯୋଗୀ ଚଳିତ ସପ୍ତାହରେ ତାଙ୍କ ପରିବାରଲୋକଙ୍କୁ ଭେଟିବେ। ମଙ୍ଗଳବାର ପ୍ରସାରିତ ଏପିସୋଡରେ ଏହାର ଝଲକ ଦେଖିବାକୁ ମିଳିଛି। ପ୍ରତିଯୋଗୀ ଶେହନାଜ ଗିଲଙ୍କ ବାପା, ମାହିରା ଶର୍ମାଙ୍କ ମା’, ଆରତି ସିଂହଙ୍କ ଭାଇ, ଶୈଫାଲୀଙ୍କ ସ୍ବାମୀ ବିଗ୍‌ବସ୍‌ ଘରେ ପ୍ରବେଶ କରିବେ। ବୁଧବାର ଏହା ଦେଖିବାକୁ ମିଳିବ। ଏହାକୁ ନେଇ ପ୍ରତିଯୋଗୀମାନେ ବେଶ ଖୁସିଥିବା ଦେଖାଯାଉଛି। ଏହାର ଝଲକ ଥିବା କିଛି ଭିଡିଓ କଲର୍ସ ସୋସିଆଲ ପୃଷ୍ଠାରେ ଶେୟାର କରାଯିବା ପରେ ଦର୍ଶକଙ୍କ ଉତ୍କଣ୍ଠା ବଢ଼ିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri