Posted inଜାତୀୟ

ବିଗ୍‌ ବସ୍‌ ଫେମ୍‌ ସ୍ବାମୀ ଓମ୍‌ ଜୀଙ୍କ ମୁଣ୍ଡ କାଟ ପାଇଁ ୫୦ଲକ୍ଷ ଟଙ୍କା ପୁରସ୍କାର ଘୋଷଣା କଲେ ଭିଏଚ୍‌ପି ନେତା

ଶାହାଜହାନପୁର,୧୭।୯: ଉତ୍ତର ପ୍ରଦେଶ ଶାହାଜହାନପୁର ଜିଲାର ବିଶ୍ୱ ହିନ୍ଦୁ ପରିଷଦ(ଭିଏଚ୍‌ପି) ସଚିବ ଏକ ବିବାଦୀୟ ବୟାନ ଦେଇଛନ୍ତି। ବିଗ୍‌ ବସ୍‌ ଫେମ୍‌ ତଥା ଆତ୍ମଘୋଷିତ ସ୍ବାମୀ ଓମ୍‌ ଜୀଙ୍କ ମୁଣ୍ଡକାଟ କଲେ ୫୦ ଲକ୍ଷ ଟଙ୍କା ପୁରସ୍କାର ମିଳିବ ବୋଲି ସେ ଘୋଷଣା କରିଛନ୍ତି। ସୋମବାର ରାଜେଶ ମିଶ୍ରା ଓମ୍‌ ଜୀଙ୍କ ପୁତ୍ତଳିକା ଦାହ କରିବା ସମୟରେ କହିଥିଲେ ଓମ୍‌ ଜୀଙ୍କ ଭଳି ସନ୍ଥ ହିନ୍ଦୁତ୍ୱ ପାଇଁ କଳଙ୍କ। ତେଣୁ ତାଙ୍କ ମୁଣ୍ଡ କାଟ କରିବା ଉଚିତ୍‌। ଏହା ପୂର୍ବରୁ ମଧ୍ୟ ବଜରଙ୍ଗ ଦଳର କର୍ମୀମାନେ ଓମ୍‌ ଜୀଙ୍କ ବିରୋଧରେ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ। ସେମାନେ କହିଥିଲେ ସ୍ବାମୀ ଓମ୍‌ ଜୀ ଯେଉଁଭଳି ବିବାଦୀୟ ବୟାନ ଦେଉଛନ୍ତି ତାଙ୍କୁ ଜେଲ୍‌ ପଠାଇ ଦେବା ଦରକାର।


Enter your email to get our daily news in your inbox.

All Right Reserved By Dharitri.Com

ଥମୁଛି କରୋନା ସଂକ୍ରମଣ…

ନୂଆଦିଲ୍ଲୀ, ୧୫।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ...

ଏଚ୍‌ଟିଇଟି ପରୀକ୍ଷା ସମୟରେ ମହିଳାମାନେ ବିନ୍ଦି, ସିନ୍ଦୁର ପିନ୍ଧିବାକୁ ମିଳିଲା ଅନୁମତି

ଫତେହାବାଦ,୧୪।୧୧: ହରିୟାଣା ଟିଚର ଇଲିଜିବିଲିଟି ଟେଷ୍ଟ(ଏଚ୍‌ଟିଇଟି) ପରୀକ୍ଷାରେ ମହିଳାମାନେ ବିନ୍ଦି ଓ ସିନ୍ଦୁର ପିନ୍ଧି ପାରିବେ ବୋଲି ବୁଧବାର ଫତେହାବାଦ ଡେପୁଟି କମିଶନର ଧିରେନ୍ଦ୍ର ଖରାଗ...

ଆଶା ପାରେଖଙ୍କୁ ଦାଦାସାହେବ ଫାଲକେ ପୁରସ୍କାର

ନୂଆଦିଲ୍ଲୀ,୨୭।୯: ଲୋକପ୍ରିୟ ଅଭିନେତ୍ରୀ ଆଶା ପାରେଖଙ୍କୁ ୨୦୨୨ ପାଇଁ ଦାଦାସାହେବ ଫାଲକେ ପୁରସ୍କାରରେ ସମ୍ମାନିତ କରାଯିବ। କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ମଙ୍ଗଳବାର ଏହା ଘୋଷଣା...

ସକାଳେ ଚାମଚେ ଏହି ରସ ମେଦବହୁଳତାରୁ ରଖେ ଦୂରେଇ…

ପରିବର୍ତ୍ତିତ ଜୀବନଶୈଳୀରେ କେତେକଙ୍କଠାରେ ମେଦବହୁଳତା ସମସ୍ୟା ଦେଖାଦେଇଥାଏ। ତେବେ ଏହାର ସଫଳ ଚିକିତ୍ସା ବିଭିନ୍ନ ଔଷଧୀୟ ଗଛଲତା ସହାୟତାରେ ସହଜରେ ହୋଇପାରିଥାଏ। ପ୍ରତିଦିନ ଚାମଚେ ଘିକୁଆଁରୀ...

ପ୍ରଶ୍ନ ପଚାରିବାରୁ ରିପୋର୍ଟରଙ୍କୁ ଧମକାଇଲେ ରାମଦେବ

ନୂଆଦିଲ୍ଲୀ,୩୧।୩: ବର୍ଦ୍ଧିତ ତେଲ ଦର ଉପରେ ପ୍ରଶ୍ନ କରିବାରୁ ଯୋଗ ଗୁରୁ ରାମଦେବ କ୍ୟାମେରା ଆଗରେ ଏକ ରିପୋର୍ଟରଙ୍କୁ ଧମକାଇଛନ୍ତି। ହରିୟାଣାର କର୍ନାଲଠାରେ ଆୟୋଜିତ ଏକ...

୧୧ ମାସରେ ୨୧୧ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି

ଶ୍ରୀନଗର, ୬।୧୨: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁ ଗତ ୧୧ ମାସ ମଧ୍ୟରେ ବଡ଼ ସଫଳତା ମିଳିଛି। ଏହି ସମୟ ମଧ୍ୟରେ ୨୧୧...

ମଙ୍ଗୁ ମଠ ନ ଭାଙ୍ଗିବାକୁ ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦରଙ୍କ ଅନୁରୋଧ

ଭୁବନେଶ୍ୱର(ବ୍ୟୁରୋ)/ଚଣ୍ଡିଗଡ଼, ୧୫।୯(ଆଇଏଏନ୍‌ଏସ୍‌): ଶିଖ୍‌ ଗୁରୁ ନାନକ ଦେବଙ୍କ ସହ ଜଡ଼ିତ ପୁରୀର ମଙ୍ଗୁ ମଠ ନ ଭାଙ୍ଗିବାକୁ ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ଓଡ଼ିଶା ପ୍ରତିପକ୍ଷ...

ଗୟାରେ କରୋନା ବିସ୍ଫୋରଣ

ପାଟଣା,୨୬।୧୨: ବିହାରର ଗୟାରେ କରୋନା ବିସ୍ଫୋରଣ ଘଟିଛି। ଏଠାରେ ଏକାସାଙ୍ଗରେ ୪ଜଣ ବିଦେଶୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆର୍‌ଟିପିସିଆର୍‌ ଟେଷ୍ଟରେ ଏନେଇ ଜଣାପଡ଼ିବା ପରେ...

Advertisement
Archives

Model This Week