Posted inଜାତୀୟ

ବିଚାରପତି ମୁରଲିଧରଙ୍କ ବଦଳିକୁ ନେଇ ମୋଦି ସରକାରଙ୍କୁ ଟାର୍ଗେଟ କଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୨୭।୨: ଦିଲ୍ଲୀ ହାଇକୋର୍ଟର ବିଚାରପତି ଜଷ୍ଟିଶ ଏସ୍‌ ମୁରଲିଧରଙ୍କ ବଦଳିକୁ ନେଇ ଏବେ ରାଜନୀତି ହୋଇଛି ସରଗରମ। ରାତି ଅଧରେ ତାଙ୍କୁ ବଦଳି କରାଯାଇ ଏବେ ତାଙ୍କୁ ପଞ୍ଜାବ-ହରିୟାଣା ହାଇକୋର୍ଟରେ ଅବସ୍ଥାପିତ କରାଯାଇଛି। ଏହାକୁ ନେଇ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଏଭଳି ଘଟଣା ଦୁଃଖଦାୟକ ଓ ନିନ୍ଦନୀୟ। ଦିଲ୍ଲୀରେ ସୃଷ୍ଟି ହୋଇଥିବା ଦଙ୍ଗା ପରିସ୍ଥିତି ଭିତରେ ବିଚାରପତି ମୁରଲିଧରଙ୍କ ବଦଳି ଆଶ୍ଚର୍ଯ୍ୟ କରୁଛି। ଲୋକଙ୍କର ନ୍ୟାୟପାଳିକା ଉପରେ ବିଶ୍ୱାସ ଥିବା ବେଳେ ମୋଦି ସରକାର ଏମିତି କରି ଲୋକଙ୍କ ମଧ୍ୟରେ ଘୃଣାଭାବ ସୃଷ୍ଟି କରୁଛନ୍ତି ବୋଲି ପ୍ରିୟଙ୍କା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri